• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଦ୍ମପୁର ଉପନିର୍ବାଚନରେ ପ୍ରଚାରର ମଙ୍ଗ ଧରିବେ ଧର୍ମେନ୍ଦ୍ର

Proprietor Abhimanyu Maharana by Proprietor Abhimanyu Maharana
November 28, 2022
in ଓଡ଼ିଶା, ବରଗଡ଼, ହୋମ୍
0
ପଦ୍ମପୁର ଉପନିର୍ବାଚନରେ ପ୍ରଚାରର ମଙ୍ଗ ଧରିବେ ଧର୍ମେନ୍ଦ୍ର
Share on FacebookShare on TwitterWhatsapp

ଆସନ୍ତାକାଲି ଠାରୁ ୩ ଦିନିଆ ପ୍ରଚାରରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ପୃଥ୍ୱୀରାଜ ହରିଚନ୍ଦନ

 ନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ରେ ପଦ୍ମପୁର ରେ ପ୍ରଚାର କରିବେ
 ରୋଡ ସୋ, ପଦଯାତ୍ରା ଓ ଜନସଭାର କାର୍ଯ୍ୟକ୍ରମ ରହିଛି
 ଡିସେମ୍ବର ୩ରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରିବେ
 ଆୟକର ଚଢାଉକୁ ନେଇ ବିଜୁ ଜନତା ଦଳ ଏତେ ଭୟଭିତ କାହିଁକି ?

ଓଡ଼ିଶା ତାଜା ନ୍ୟୁଜ ( ୨୮ ନଭେମ୍ବର ସୋମବାର ) ପଦ୍ମପୁର :-  ପଦ୍ମପୁର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବା ୩ ଦିନିଆ କାର୍ଯ୍ୟକ୍ରମରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଆସନ୍ତା ନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ ତାରିଖରେ ପଦମପୁରରେ ପ୍ରଚାର କରିବା ସହ ଆସନ୍ତା ୩ ତାରିଖରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରିବେ ବୋଲି ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଆସନ୍ତାକାଲି ସକାଳ ୧୧.୩୦ରୁ ମାଣ୍ଡୋସିଲଠାରେ ଏକ ଜନସଭା କରି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଚାର ଆରମ୍ଭ କରିବେ । ମିଠାପାଲି, ପାଇକମାଳ, ହିରାପୁର, ନୂଆ ଗାଁ, ଝାରମୁଣ୍ଡାରେ ରୋଡ ସୋ, ପଦଯାତ୍ରା କରିବେ । ଅପରାହ୍ନ ୪.୩୦ରେ ଭେଙ୍ଗରାଜପୁରରେ ଏକ ସାଧାରଣ ଜନସଭାକୁ ସମ୍ବୋଦ୍ଧିତ କରିବେ । ଏହାପରେ ମାଲଦା, ପଲସଦା ଓ ଖଇରାରେ ରୋଡ ସୋ କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲିର ଶେଷ କାର୍ଯ୍ୟକ୍ରମ ଭାବରେ ସନ୍ଧ୍ୟା ୬.୩୦ରେ ବିଜାଡିହରେ ଏକ ସାଧାରଣ ଜନସଭାରେ ଶ୍ରୀ ପ୍ରଧାନ ଯୋଗ ଦେବେ ।

ସେହିଭଳି ନଭେମ୍ବର ୩୦ ଓ ଡିସେମ୍ବର ୧ ତାରିଖରେ ପଦମପୁର ନିର୍ବାଚନ ମଣ୍ଡଳୀର ଅନ୍ୟ ସ୍ଥାନମାନଙ୍କରେ ସେ ପ୍ରଚାର କରିବେ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି । ଆଜି ପଦମପୁର ଅଂଚଳରେ ଆୟକର ବିଭାଗର ଚଢାଉକୁ ନେଇ ସାମ୍ବାଦିକମାନଙ୍କର ପ୍ରଶ୍ନର ଉତରରେ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଯଦି କୌଣସି ବ୍ୟକ୍ତି ଆଇନକୁ ଭାଙ୍ଗିଥିବେ, ବେଆଇନ ଭାବରେ କଳାଟଙ୍କା ରଖିଥିବାର ପ୍ରମାଣ ଆୟକର ବିଭାଗ ପାଖରେ ଥିବ ତେବେ ଯାଇ ସେମାନେ ଚଢାଉ କରିଥିବେ । ବିଜୁ ଜନତା ଦଳର ମୁଖିଆ ସବୁବେଳେ ଆଇନ ତା ବାଟରେ ଯିବ ବୋଲି କୁହନ୍ତି । ଆୟକର ଚଢାଉ ମଧ୍ୟ ଆଇନ ଆଧାରରେ ହେଉଛି । ବିଜୁ ଜନତା ଦଳ ଏହାକୁ କାହିଁକି ବିରୋଧ କରୁଛି । କଣ ନିର୍ବାଚନ ଅଛି ବୋଲି ଦୁର୍ନୀତିଗ୍ରସ୍ତ ଓ ଅପରାଧୀମାନଙ୍କ ଉପରେ କାର୍ଯ୍ୟାନୁଷ୍ଣାନ ନକରାଯାଇ ସେମାନଙ୍କୁ ଛାଡି ଦିଆଯିବ କି ?

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version