• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ରମନ୍ତ୍ରୀଙ୍କ ମନ୍ତବ୍ୟ ସଂଘୀୟ ବ୍ୟବସ୍ଥା ପ୍ରତି କୁଠାରାଘାତ: ପ୍ରସନ୍ନ ଆଚାର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
November 28, 2022
in ଓଡ଼ିଶା, ବରଗଡ଼, ହୋମ୍
0
କେନ୍ଦ୍ରମନ୍ତ୍ରୀଙ୍କ ମନ୍ତବ୍ୟ ସଂଘୀୟ ବ୍ୟବସ୍ଥା ପ୍ରତି କୁଠାରାଘାତ: ପ୍ରସନ୍ନ ଆଚାର୍ଯ୍ୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୨୮ ନଭେମ୍ବର ସୋମବାର ) ବରଗଡ଼ :- ଚାଷୀଙ୍କୁ ବୀମା କ୍ଷତିପୂରଣ ଏବଂ ବରଗଡ଼ରୁ ଭାୟା ପଦ୍ମପୁର ଦେଇ ନୂଆପଡ଼ାକୁ ରେଳପଥ ନିର୍ମାଣ ଏବେ ପଦ୍ମପୁର ଉପନିର୍ବାଚନରେ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ରବିବାର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଭାଜପା ପ୍ରାର୍ଥୀଙ୍କ ପ୍ରଚାର ପାଇଁ ପଦ୍ମପୁର ଆସିଥିବାବେଳେ ଏହି ଦୁଇ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। ରାଜ୍ୟ ସରକାର ଜାଗା ଦେଉ ନ ଥିବାରୁ ରେଳପଥ ନିର୍ମାଣ ହୋଇପାରୁନାହିଁ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ କହିଥିବାବେଳେ ରାଜ୍ୟ ସରକାରଙ୍କ ଅବହେଳା ଯୋଗୁ ଚାଷୀମାନେ ବୀମା କ୍ଷତିପୂରଣ ପାଇ ନ ଥିଲେ ବୋଲି କେନ୍ଦ୍ର କୃଷି ମନ୍ତ୍ରୀ କହିଥିଲେ।
ଅନ୍ୟପକ୍ଷେ ଉଭୟ କେନ୍ଦ୍ର ମନ୍ତ୍ରୀଙ୍କ ଅଭିଯୋଗର ଜବାବ ଦେଇଛି ବିଜେଡି। ଦଳର ରାଜ୍ୟ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ପଦ୍ମପୁରରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି,

ଦୁଇ କେନ୍ଦ୍ରମନ୍ତ୍ରୀ ପଦ୍ମପୁର ଉପନିର୍ବାଚନ ପାଇଁ ଆସି ଯାହା କହିଲେ, ତାହା ସତ୍ୟ କିମ୍ବା ତଥ୍ୟଭିତ୍ତିକ ନୁହେଁ। କେନ୍ଦ୍ରମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟ ସଂଘୀୟ ବ୍ୟବସ୍ଥା ପ୍ରତି କୁଠାରାଘାତ। ଫସଲବୀମା ପ୍ରସଙ୍ଗ ରେ କେନ୍ଦ୍ରୀୟ ବୈଷୟିକ ଉପଦେଷ୍ଟା କମିଟି ୨ମାସରୁ ଅଧିକ କାଳ ଧରି ଚାଷୀଙ୍କ କଥାକୁ ଶୁଣିଲେ ନାହିଁ ଏବଂ ନିଷ୍ପତ୍ତି ନେବାରେ ବିଳମ୍ବ କଲେ। ଫଳରେ ଚାଷୀଙ୍କୁ ବୀମା କ୍ଷତିପୂରଣ ମିଳିବାରେ ବିଳମ୍ବ ହୋଇଥିଲା। ସେହିପରି ବରଗଡ଼-ନୂଆପଡ଼ା ରେଳପଥ ରାଜ୍ୟର ଦୀର୍ଘବର୍ଷର ଦାବି। ଏଥିପାଇଁ ଆବଶ୍ୟକ ସମସ୍ତ ଜମିର କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ବହୁପୂର୍ବରୁ କହିଆସିଛନ୍ତି। ରାଜ୍ୟ ସରକାର ଜାଗା ଦେଉ ନ ଥିବାରୁ ରେଳପଥ ନିର୍ମାଣ ହୋଇପାରୁନାହିଁ ବୋଲି କେନ୍ଦ୍ର ରେଳ ମନ୍ତ୍ରୀଙ୍କ ମନ୍ତବ୍ୟ ଦୁର୍ଭାଗ୍ୟଜନକ। କେନ୍ଦ୍ର ଜାଗା ପାଇଁ ରାଜ୍ୟକୁ କେବେ ଚିଠି ଲେଖିଛି, ତାହା କେନ୍ଦ୍ର ରେଳ ମନ୍ତ୍ରୀ କହିବେ କି ବୋଲି ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version