• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବ୍ଲକ୍ ରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ – ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର ସାହୁ

Proprietor Abhimanyu Maharana by Proprietor Abhimanyu Maharana
November 29, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ବ୍ଲକ୍ ରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ – ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର ସାହୁ
Share on FacebookShare on TwitterWhatsapp

୨୮ ନଭେମ୍ବର ସୋମବାର (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :- ସୋମବାର ନୟାଗଡ ଜିଲ୍ଲା ଅନ୍ତର୍ଗତ ରଣପୁର ବ୍ଲକ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର ସାହୁ , ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ , ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ସୁବାସ ଚନ୍ଦ୍ର ରାୟ , ଡେପୁଟି କଲେକ୍ଟର ଆୟୁଷ ମହାପାତ୍ର , ବ୍ଲକ୍ ବିଡ଼ିଓ ଶ୍ରୀ ଜ୍ୟୋତି ପ୍ରକାଶ ସେଠୀ , ଗୋପାଳପୁର ଓ ରଣପୁର ଜିଲ୍ଲାପରିଷଦ ସଭ୍ୟା , ବ୍ଲକ୍ ଅଧକ୍ଷା , ଜିଲ୍ଲା ସ୍ତରୀୟ ଅଧିକାରୀ ତଥା ବ୍ଲକ୍ ର ସମସ୍ତ ଅଧିକାରୀଙ୍କ ପ୍ରମୁଖ ଉପସ୍ଥିତି ରେ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ରଣପୁର ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଅଞ୍ଚଳ ଗୁଡ଼ିକର ଅଭିଯୋଗ ଶୁଣିବା ପରେ ଏହାର ସମାଧାନ ନିମନ୍ତେ କାର୍ଯ୍ୟକାରୀ କରିଥିଲେ । ସମୁଦାୟ ୪୬୫ଟି ଅଭିଯୋଗ ହୋଇଥିଲା ସେଥି ମଧ୍ୟରୁ ୪୫୦ ଟି ବ୍ୟକ୍ତିଗତ ସମସ୍ୟା ଥିବା ବେଳେ ୭ ଟି ଗ୍ରାମ୍ୟ ସମସ୍ୟା ଅଭିଯୋଗ ହୋଇଥିଲା ।୨୯ ସମସ୍ୟା ତୁରନ୍ତ ସମାଧାନ କରାଯାଇଥିଲା ଏବଂ ରେଡକ୍ରସ ପାଣ୍ଠି ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ୮ ଜଣଙ୍କ ଚିକିତ୍ସା ନିମନ୍ତେ ସହାୟତା ରାଶି ପ୍ରଦାନ କରାଯାଇଥିଲା ଓ ଅନ୍ୟ ସମସ୍ୟା ଗୁଡିକ ଉପରେ ତୁରନ୍ତ ସମାଧାନ କରାଯିବ ବୋଲି ପ୍ରତିକ୍ରିୟା ରଖିଥିଲେ ଜିଲ୍ଲାପାଳ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version