• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଦ୍ମପୁର ଉପନିର୍ବାଚନରେ ପ୍ରଚାର କରିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
November 29, 2022
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ପଦ୍ମପୁର ଉପନିର୍ବାଚନରେ ପ୍ରଚାର କରିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

୧୯୮୫ରୁ ଗନ୍ଧମାର୍ଦ୍ଦନ ଆନ୍ଦୋଳନ ସମୟରୁ ମୁଁ ଲୋକଙ୍କ ସାଙ୍ଗେ ରହିଛି, ଆଗକୁ ରହିଥିବି : ପ୍ରଦୀପ ପୁରୋହିତ

୨୯ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜା ନ୍ୟୁଜ ) ପଦ୍ମପୁର :- ୧୯୮୫ ମସିହାରେ ଯେତେବେଳେ ତତ୍‌କାଳିନ କଂଗ୍ରେସ ସରକାର ଖଣି ଖୋଳିବା ପାଇଁ ଗନ୍ଧମାର୍ଦ୍ଦନ ପାହାଡକୁ ଘରୋଇ ବେପାରୀଙ୍କ ହାତରେ ବିକି ଦେଇଥିଲା ସେବେଠାରୁ ଗନ୍ଧମାର୍ଦ୍ଦନ, ବାବ ନୃସିଂହନାଥ ମନ୍ଦିର, ବାବା ହରିଶଙ୍କର ମନ୍ଦିରର ସୁରକ୍ଷା ପାଇଁ ମୁଁ ଏ ଅଂଚଳର ଲୋକମାନଙ୍କୁ ନେଇ ଆନ୍ଦୋଳନ କରିଥିଲି । ସାଇକେଲରେ ଗାଁ କୁ ଗାଁ ବୁଲି ଲୋକମାନଙ୍କୁ ଗନ୍ଧମାର୍ଦ୍ଦନର ସୁରକ୍ଷା ପାଇଁ ସ୍ୱର ଉଠାଇବା ପାଇଁ ଅନୁରୋଧ କରିଥିଲେ । ଆଜି ଯେଉଁ ଗନ୍ଧମାର୍ଦ୍ଦନ ପର୍ବତ, ନୃସିଂହନାଥ ମନ୍ଦିର ଅଛି ତାହା ଯଦି ସେତେବେଳେ ଆମେ ଆନ୍ଦୋଳନ କରିନଥାନ୍ତୁ ହୁଏତ ତାହା ଆଜି ନଥାନ୍ତା । ମୁଁ ସେହି ସମୟରୁ ଲୋକଙ୍କ ସାଙ୍ଗରେ, ଲୋକଙ୍କ ପାଇଁ ଅଛି, ଆଗକୁ ମଧ୍ୟ ସେମିତି ଲୋକଙ୍କ ସାଙ୍ଗରେ ରହିବି ବୋଲି ଆଜି ପାଇକମାଳର ମାଣ୍ଡୋସିଲ, ଭିଙ୍ଗରାଜପୁରରେ ଅନୁଷ୍ଠିତ ନିର୍ବାଚନ ସଭାରେ କହିଛନ୍ତି ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତ ।ଶ୍ରୀ ପୁରୋହିତ କହିଛନ୍ତି ଯେ, ମୁଁ ଜିତିଲେ ବି ଲୋକମାନଙ୍କ ସାଙ୍ଗେ ରହିବି, ହାରିଲେ ବି ଲୋକମାନଙ୍କ ସାଙ୍ଗରେ ରହିବି । ଜିତିଲେ ପଦ୍ମପୁର, ପାଇକମାଳ, ଝାରବନ୍ଧର ଚାଷୀ ସସମ୍ୟା, କେନ୍ଦୁପତ୍ର ତୋଳାଳୀଙ୍କ ସମସ୍ୟା, ଧାନ ବିକ୍ରି ସମସ୍ୟା, ଦାଦନର ସମସ୍ୟାକୁ ବିଧାନସଭାରେ ଉଠାଇବେ । ମୋ ବିରୋଧରେ ଯିଏ ଠିଆ ହୋଇଛନ୍ତି ସିଏ ନିର୍ବାଚନ ପରେ ଆଉ ପଦମପୁରରେ ରହିବେନି । ବିଧାନସଭାରେ ସରକାରଙ୍କ ବିରୋଧରେ ପାଟି ଫିଟାଇ ପାରିବେନି ।ଆଜି ପଦ୍ମପୁର ଉପନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତ, ବରଗଡ ସାଂସଦ ସୁରେଶ ପୂଜାରି, ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର, ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ପ୍ରଚାରରେ ସାମିଲ ଥିଲେ । ପାଇକମାଳ ଓ ପଦମପୁର ଅଂଚଳରେ ରୋଡ ସୋ, ପଦଯାତ୍ରା, ଜନସଭା ଆଦି କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version