• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେ.ଏମ. ଭାଲିଆ ସାହି ଉଚ୍ଚ ବିଦ୍ୟାଳୟରେ 29 ଜଣ ଛାତ୍ରଛାତ୍ରୀ ମାନଙ୍କ ଜନ୍ମଦିବସ ଧୂମଧାମରେ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 30, 2022
in ଓଡ଼ିଶା, ଗଜପତି, ହୋମ୍
0
କେ.ଏମ. ଭାଲିଆ ସାହି ଉଚ୍ଚ ବିଦ୍ୟାଳୟରେ 29 ଜଣ ଛାତ୍ରଛାତ୍ରୀ ମାନଙ୍କ ଜନ୍ମଦିବସ ଧୂମଧାମରେ ପାଳିତ
Share on FacebookShare on TwitterWhatsapp

୩୦ ନଭେମ୍ବର ବୁଧବାର (ଓଡ଼ିଶା ତାଜା ନ୍ୟୁଜ ) ଆର.ଉଦୟଗିରି :- 30/11/2022 ରିଖରେ ଗଜପତି ଜିଲ୍ଲାର ସରକାରୀ ଉଚ୍ଚ ବିଦ୍ୟାଳୟ କେ.ଏମ.ଭାଲିଆସାହିଠାରେ ଛାତ୍ରଛାତ୍ରୀମାନଙ୍କର ଜନ୍ମଦିବସ ସାମୁହିକଭାବେ ମହାସମାରୋହରେ ପାଳିତ ହୋଇଯାଇଅଛି l ଏହି ଦିବସରେ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା 29 ଜଣ ଛାତ୍ରଛାତ୍ରୀମାନଙ୍କର ଜନ୍ମଦିବସ ପାଳନ କରାଯାଇଥିଲା l ଉକ୍ତ ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରାଙ୍କ ସମେତ ଅନ୍ୟ ଶିକ୍ଷକଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ l ଉକ୍ତ ଅବସରରେ ଜନ୍ମଦିବସ ପାଳନ କରିଥିବା ଛାତ୍ରଛାତ୍ରୀମାନେ କେକ କାଟି ବିଦ୍ୟାଳୟରେ ଖୁସିର ଲହରୀ ଖେଳିଦେଇଥିଲେ l ଏତଦ ବ୍ୟତୀତ ବିଦ୍ୟାଳୟରେ ସମସ୍ତଙ୍କ ପାଇଁ କ୍ଷୀରି, ମିଷ୍ଠlନର ବ୍ୟବସ୍ଥା ମଧ୍ୟ କରାଯାଇଥିଲା l ଏହି ସବୁ କାର୍ଯ୍ୟକ୍ରମ ପାଇଁ ଆଜିର ଦିବସଟି ବିଦ୍ୟାଳୟ ପାଇଁ ଚିରସ୍ମରଣୀୟ ରହିବ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026
ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

October 17, 2026
ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version