• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଦର୍ଶିତ ହେଲା ଦମନ : ଭାବୁକ ହେଲେ ଦର୍ଶକ

Proprietor Abhimanyu Maharana by Proprietor Abhimanyu Maharana
December 3, 2022
in ଓଡ଼ିଶା, ପୁରୀ, ହୋମ୍
0
ପ୍ରଦର୍ଶିତ ହେଲା ଦମନ : ଭାବୁକ ହେଲେ ଦର୍ଶକ
Share on FacebookShare on TwitterWhatsapp

୦୨ ଡିସେମ୍ବର ଶୁକ୍ରବାର (ଓଡ଼ିଶା ତାଜା ନ୍ୟୁଜ ) ପୁରୀ :- ପୁରୀ ଟାଉନ ହଲ ଠାରେ ପ୍ରେରଣାଦାୟୀ ଓଡ଼ିଆ ଚଳଚ୍ଚିତ୍ର ଦମନ ଆଜି ସଂଧ୍ୟାରେ ପ୍ରଦର୍ଶିତ ହୋଇଥିଲା। ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଏହାକୁ ଉଦଘାଟନ କରିବା ସହ ଏହି ଚଳଚ୍ଚିତ୍ର ର ନିର୍ଦ୍ଦେଶକ ଶ୍ରୀ ଦେବୀ ପ୍ରସାଦ ଲେଙ୍କା, ପ୍ରଯୋଜକ ଶ୍ରୀ ଦିପେନ୍ଦ୍ର ସାମଲ ଓ କାର୍ଯ୍ୟ ନିର୍ବାହୀ ପ୍ରଯୋଜକ ଶ୍ରୀ ପିଙ୍କିସ ପ୍ରଧାନ ଙ୍କୁ ଏଭଳି ଏକ ବାସ୍ତବ ଓ ସଚେତନଧର୍ମୀ ଚଳଚ୍ଚିତ୍ର ପ୍ରସ୍ତୁତ କରିଥିବାରୁ ସମ୍ବର୍ଦ୍ଧିତ କରିଥିଲେ। ଏହା ଏକ ଭଲ ଚଳଚ୍ଚିତ୍ର ଯାହା ସମାଜ ପାଇଁ ସକରାତ୍ମକ। ନିଜ କାର୍ଯ୍ୟ କୁ ନିଷ୍ଠାର ସହ କଲେ ଆତ୍ମତୃପ୍ତି ଓ ସନ୍ତୁଷ୍ଟି ପାଇବାର ବାର୍ତ୍ତାକୁ ସୁନ୍ଦର ଭାବେ ଦର୍ଶାଯାଇ ପାରିଛି ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ। ନିର୍ଦ୍ଦେଶକ ଶ୍ରୀ ଲେଙ୍କା ଚଳଚ୍ଚିତ୍ର ଟି ନିର୍ମାଣ ର ଲକ୍ଷ୍ୟ, ଉଦ୍ଦେଶ୍ୟ ଓ ଅନୁଭୂତି ର ସୂଚନା ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଏସପି ଶ୍ରୀ ମିହିର ପ୍ରସାଦ ପଣ୍ଡା,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ସି ଡି ଏମ ଓ ଡା ସୁଜାତା ମିଶ୍ର,ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଅଧ୍ୟକ୍ଷା ତଥା ଡିନ ଡା ମାୟା ପାଢ଼ୀ, ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ପୌରନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ ,ବିଭିନ୍ନ ବିଭାଗର ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ଓ କର୍ମଚାରୀ ମାନେ ଯୋଗ ଦେଇ ଚଳଚ୍ଚିତ୍ର ଟିକୁ ଦେଖି ଥିଲେ

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାର୍ଯ୍ୟକ୍ରମ କୁ ସଞ୍ଚାଳନ କରିଥିଲେ। ଜିଲ୍ଲା କ୍ରିଡା ଅଧିକାରୀ ଶ୍ରୀ ଚନ୍ଦନ ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ମନୋଜ କୁମାର ତ୍ରିପାଠୀ ,ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା ପରିଚାଳନା ରେ ସହଯୋଗ କରିଥିଲେ। ଦୁର୍ଗମ ଅଞ୍ଚଳର ସ୍ୱାସ୍ଥ୍ୟ ସେବା,ଚିକିତ୍ସକ ଙ୍କ କର୍ତ୍ତବ୍ୟ ଓ ସଚେତନତା ବାର୍ତ୍ତାକୁ ସୁନ୍ଦର ଭାବେ ପ୍ରଦର୍ଶନ କରା ଯାଇଥିବାର ଦୃଶ୍ୟ ଦର୍ଶକ ମାନଙ୍କୁ ଭାବୁକ କରିଦେଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

March 15, 2026
ସ୍ବର୍ଗତ ମହେଶ୍ୱର ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ସ୍ବର୍ଗତ ମହେଶ୍ୱର ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

March 15, 2026
Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

March 15, 2026
ସ୍ବର୍ଗତ ମହେଶ୍ୱର ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ସ୍ବର୍ଗତ ମହେଶ୍ୱର ସାହୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version