• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମେକ୍ ଇନ୍ ଓଡିଶା ମହିଳା ଉଦ୍ୟୋଗୀ ଅଧିବେଶନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 3, 2022
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ମେକ୍ ଇନ୍ ଓଡିଶା ମହିଳା ଉଦ୍ୟୋଗୀ ଅଧିବେଶନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ମିଶନ ଶକ୍ତି ଜିଲ୍ଲା ଫେଡେରେସନ ପାଇଁ ଏକ କୋଟି ଟଙ୍କା ର ରିଭଲ୍ଭିଂ ପାଣ୍ଠି ବ୍ଲକ ଫେଡେରେସନକୁ ପଚାଶ ଲକ୍ଷ ପାଣ୍ଠି

ପଞ୍ଚାୟତ ସ୍ତରରେ ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ଓ ଅଫିସ ଘର ସବୁ ଜିଲ୍ଲା ରେ ହେବ ଛୋଟ ଶିଳ୍ପ ପାର୍କ

ତା..03.12.2022 (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ଭୁବନେଶ୍ୱରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ କହିଥିଲେ ଯେ 2001 ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ସତୁରି ଲକ୍ଷ ସଶକ୍ତ ମା ମାନଙ୍କର ଏକ ମହାଶକ୍ତି ହୋଇଛି । ମୋ ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, .it is a non negotiable code. ଏହା ଏକ ପବିତ୍ର ଦାୟିତ୍ଵ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋର ଦୃଢ ବିଶ୍ବାସ, ମା ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ। ଓଡ଼ିଶାରେ ଆମର ଛଅ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠି କାମ କରୁଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ SHG ମାନଙ୍କୁ SME ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। We are prepared to run the extra mile to make this happen. ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ଵାରା ଓଡିଶାର ଲକ୍ଷ ଲକ୍ଷ ମା ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କାର କାମ, ମା ମାନଙ୍କୁ ଦେବା ପାଇଁ ଓଡିଶା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା ଓ ଏହାଦ୍ଵାରା ପ୍ରାୟ ଏକ ଲକ୍ଷ SHG ଉପକାର ପାଉଛନ୍ତି।ମିଶନ ଶକ୍ତି ଫେଡେରେସନ ମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ର (vibrant financial hub) ରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନ କୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ଯ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ .ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟ କୁ ସାକାର କରିବା ପାଇଁ ତିରିଶ ଯାକ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।ଓଡିଶାର ରୂପାନ୍ତରଣରେ ମା ମାନଙ୍କର ବଡ ଭୂମିକା ରହିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ମା ମାନଙ୍କର ସାମଗ୍ରିକ ସଶକ୍ତିକରଣ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, Mission Shakti – Scaling Up ଉନ୍ମୋଚନ କରିଥିଲେ ଏବଂ କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଥିଲେ ।.ସେହିପରି ଏସଏଚଜି ମାନଙ୍କୁ ରୁଣ ଦେବା ରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ । କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ ତାଙ୍କ ଉଦବୋଧନରେ ମା ମାନଙ୍କ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ମିଶନ ଶକ୍ତି ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ ସ୍ଵାଗତ ଭାଷଣ ଦେଇଥିଲେ । ବିଭାଗୀୟ ନିର୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version