• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପିର ବଡ଼ ବଡ଼ ନେତା ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅତି ନିମ୍ନସ୍ତରର କୁତ୍ସାରଟନା କରୁଛନ୍ତି – ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
December 3, 2022
in ଓଡ଼ିଶା, ବରଗଡ଼, ହୋମ୍
0
ବିଜେପିର ବଡ଼ ବଡ଼ ନେତା ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅତି ନିମ୍ନସ୍ତରର କୁତ୍ସାରଟନା କରୁଛନ୍ତି – ବିଜେଡି
Share on FacebookShare on TwitterWhatsapp

ତା..03.12.2022 (ଓଡ଼ିଶା ତାଜା ନ୍ୟୁଜ ) ପଦ୍ମପୁର :- ପଦ୍ମପୁର ଉପନିର୍ବାଚନରେ ପଦ୍ମପୁର ମାଟିର ଝିଅ ବର୍ଷା ସିଂ ବରିହା ବିଜେଡି ପ୍ରାର୍ଥୀନୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ତେବେ ଏହି ନିର୍ବାଚନରେ ପରାଜୟ ନିଶ୍ଚିତ ବୋଲି ଜାଣିବା ପରେ ଭାରତୀୟ ଜନତା ପାର୍ଟି ହତାଶ ହୋଇ ପଡ଼ିଛି । ତେଣୁ ବିଜେପିର କିଛି ବଡ଼ ବଡ଼ ନେତା ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅତି ନିମ୍ନସ୍ତରର କୁତ୍ସାରଟନା କରୁଛନ୍ତି, ସଭାସମିତି ଓ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ଦେଉଛନ୍ତି ।

ସେମାନଙ୍କର ଉଦ୍ଦେଶ୍ୟ କେବଳ ବର୍ଷାଙ୍କୁ ଅପମାନିତ କରିବା ନୁହେଁ, ସମଗ୍ର ଓଡ଼ିଶାର ନାରୀ ଜାତିର ସମ୍ମାନକୁ ଭୂଲୁଣ୍ଠିତ କରିବା । ନାରୀଙ୍କୁ ଘରର ଲକ୍ଷ୍ମୀ ବୋଲି ଭାବୁଥିବା ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ନିଚା ଦେଖାଇବା । ବିଜେପିର ଏହି ହୀନ ରାଜନୀତିକୁ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ସୁଲତା ଦେଓ, ମୁଖପାତ୍ର ଏଲିନା ଦାସ ଏବଂ ଇପସିତା ସାହୁ ପ୍ରମୁଖ ବିଜୁ ଜନତା ଦଳ ପକ୍ଷରୁ ଏହାକୁ ତୀବ୍ର ନିନ୍ଦା କରିଛନ୍ତି ।

ଏବେ ପଦ୍ମପୁରରେ ଉପନିର୍ବାଚନ ପାଇଁ ପ୍ରଚାର ଚାଲିଛି । ନିର୍ବାଚନ ଏମିତି ଆସୁଥିବ, ଯାଉଥିବ । ରାଜନୀତିରେ ନୀତି ଓ ଆଦର୍ଶକୁ ନେଇ ସମାଲୋଚନା ହେବା କଥା । ଗଠନମୂଳକ ସମାଲୋଚନା ହିଁ ଆମ ଗଣତନ୍ତ୍ରକୁ ଆଜି ପର୍ଯ୍ୟନ୍ତ ସୁଦୃଢ଼ କରି ରଖିଛି । ଆଶା କରାଯାଉଥିଲା ଯେ ପଦ୍ମପୁରରେ ବିଜେପି ନେତାମାନେ ରାଜନୈତିକ ମର୍ଯ୍ୟୟାଦାର ସୀମା ଭିତରେ ରହି ନିର୍ବାଚନ ପ୍ରଚାର କରିବେ । ମାତ୍ର ସେମାନେ କ୍ରମାଗତ ଭାବେ ବିଜେଡି ପ୍ରାର୍ଥୀଙ୍କ ବ୍ୟକ୍ତିଗତ ଜୀବନକୁ ଅଶାଳୀନ ଆକ୍ଷେପ କରୁଛନ୍ତି । ଏହି ଅସୁସ୍ଥ ପ୍ରତିଯୋଗିତାରେ ସାଂସଦ ଜୁଏଲ ଓରାମ, ବିଧାୟକ ଜୟନାରାୟଣ ମିଶ୍ର ଏବଂ ଖୋଦ୍ ପଦମପୁରର ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରମୁଖ ସାମିଲ ହୋଇଛନ୍ତି ।

ପଦ୍ମପୁରରେ ପରାଜୟ ଭୟରେ ହତାଶ ହୋଇ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ମଧ୍ୟ ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ଆକ୍ଷେପ କରି ଅଶାଳୀନ ମନ୍ତବ୍ୟ ଦେଉଛନ୍ତି । ଯିଏ ନାରୀଙ୍କୁ ସମ୍ମାନ ଦେବା ଜାଣି ନାହିଁ, ମାତୃଜାତି ଏବଂ ଓଡ଼ିଶାର ସଂସ୍କୃତିକୁ ଅପମାନ କରୁଛି, ସେଭଳି ନେତାଙ୍କୁ ସ୍ୱାଭିମାନୀ ପଦ୍ମପୁରବାସୀ କେବେବି ନିଜର ପ୍ରତିନିଧି ରୂପେ ବାଛିବେ ନାହିଁ । ରାଜନୀତିରେ ହାରଜିତ ଅଛି । ପଦ୍ମପୁର ନିର୍ବାଚନ ପାଇଁ ଏଯାଏ ଭୋଟ ପଡ଼ି ନଥିଲେ ମଧ୍ୟ ବିଜେପି ଏହା ହାରି ସାରିଛି ।

ତେଣୁ ତାଙ୍କ ଦଳର ନେତାମାନେ ହତାଶ ଓ ବିଚଳିତ ହୋଇ ଏଭଳି ବିଭ୍ରାନ୍ତିକର ମନ୍ତବ୍ୟ ଦେଉଛନ୍ତି । ତେବେ ଏକ ସୁସ୍ଥ ଗଣତନ୍ତ୍ରରେ ଏଭଳି ନକାରାତ୍ମକ ରାଜନୀତିର ସ୍ଥାନ ନାହିଁ । ବର୍ଷାଙ୍କ ପ୍ରତି ଜୁଏଲ ଓରାମ, ଜୟନାରାୟଣ ମିଶ୍ର ଓ ପ୍ରଦୀପ ପୁରୋହିତ ପ୍ରମୁଖ ବିଜେପିର ନେତାମାନେ ଯେଭଳି କୁତ୍ସିତ ମନ୍ତବ୍ୟ ଦେଇଛନ୍ତି ; ତାହା ଓଡ଼ିଶାବାସୀ କେବେବି ବରଦାସ୍ତ କରିବେ ନାହିଁ । ଏଥିପାଇଁ ପଦ୍ମପୁରବାସୀ ମଧ୍ୟ ସେମାନଙ୍କୁ କ୍ଷମା ଦେବେ ନାହିଁ ଏବଂ ଆଗାମୀ ନିର୍ବାଚନରେ ଏହାର ଉଚିତ ଜବାବ ଦେବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version