• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମହାମାରୀ କରୋନା ମହାବିପତ୍ତି ଯୋଗୁଁ ସୀମିତ ସେବାୟତ ଙ୍କ ଦ୍ଵାରା ସ୍ନାନ ପୂର୍ଣ୍ଣିମା ପାଳିତ – ଚନ୍ଦାହାଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
June 5, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ମହାମାରୀ କରୋନା ମହାବିପତ୍ତି ଯୋଗୁଁ ସୀମିତ ସେବାୟତ ଙ୍କ ଦ୍ଵାରା ସ୍ନାନ ପୂର୍ଣ୍ଣିମା ପାଳିତ – ଚନ୍ଦାହାଣ୍ଡି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୦୫ ଜୁନ୍ ଶୁକ୍ରବାର ) ଚନ୍ଦାହାଣ୍ଡି :- ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜ୍ୟେଷ୍ଠ ମାସ ପୂର୍ଣ୍ଣିମି ତିଥିରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥାଏ । ସାରା ବିଶ୍ୱରେ କରୋନା ମହାମାରୀ ମହାବିପତି ଦେଖାଦେଇଥିବାରୁ ସରକାରଙ୍କ ନିୟମ ମୁତାବକ ସୀମିତ ସେବାୟତ ଦ୍ବାରା ମହାପ୍ରଭୁଙ୍କ ସ୍ନାନପୁର୍ଣିମା ସମ୍ପନ୍ନ ହୋଇଥିଲା । ସେବାୟତ ମାନେ ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ସମ୍ପନ୍ନ କରିଥିଲେ । ଏହି ଅବସରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ସୁଗନ୍ଧିତ ଜଳରେ ସ୍ନାନ କରଯାଇ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଥିଲା ।

ଶ୍ରୀଜୀଉମାନଙ୍କୁ ଅଁଳା, ତୁଳସୀପତ୍ରରେ ସୁସଜ୍ଜିତ କରାଯାଇ ଗଜାନନ ବେଶ କରାଯାଇଥିଲା । ସକାଳେ ଯଥାରୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇ ଧାଡି ପହଣ୍ଡିରେ ସ୍ନାନବେଦୀକୁ ଅଣାଯାଇଥିଲା । ସ୍ନାନ ମଣ୍ଡପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଳଭଦ୍ର,ଦେବୀ ସୁଭଦ୍ରା ଓ ସୁଦର୍ଶନଙ୍କୁ ପହଣ୍ଡି ବିଜେ କରାଯାଇ ୧୦୮ ଗରା ସୁଗନ୍ଧିତ ଜଳ କଳସରେ ସ୍ନାନ କରାଯାଇଥିଲା । ସନ୍ଧ୍ୟା ଧୂପ ପରେ ବାହୁଡା଼ ପହଣ୍ଡି ନୀତି ଆରମ୍ଭ ହେବ । ଚନ୍ଦାହାଣ୍ଡି ବ୍ଲକର ଚନ୍ଦାହାଣ୍ଡି ଠାରେ ମୁଖ୍ୟ ସେବକ ଭାଗିରଥି ରଥ,ପ୍ରଦୀପ ଅଗସ୍ତି,ପ୍ରକାଶ ମହାପାତ୍ର,ଡମ୍ବରୁ ରଥ,ନୀଳକଣ୍ଠ ଦାସ,ରୀଙ୍କୁ ମହାପାତ୍ର,ରବୀନ୍ଦ୍ର ଦାସ,ଦେନାଥ ପାଢି,ଚୈତୁରାମ ଦଣ୍ଡସେନା,

ବନ କୁମାର ଚୌହାନ ଯୋଗଦେଇଥିଲେ, ଜମାଦାରପଡା ଠାରେ ରମେଶ ଚୌହାନ,ରାମଜୋଶ ମିଶ୍ର ଓ ଜଗନ୍ନାଥ ସେବା ସମିତିର କର୍ମକର୍ତ୍ତା ଯୋଗ ଦେଇଥିଲେ । ଦଣ୍ଡାମୁଣ୍ଡା ଠାରେ ଦାସ,ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ,ନରେନ୍ଦ୍ର ମାଝୀ ବୃନ୍ଦାବନ ମାଝୀ, କାର୍ତ୍ତିକ ବାଘ,ଗୌରହରି ନାୟକ,ବଳରାମ ପଟ୍ଟନାୟକ, ସୀମାଞ୍ଚଳ ଗଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ହଳଦୀ ଠାରେ କିଶୋର ଖମାରି, ଦୂତିବାନ ଖମାରି,ଡମ୍ବରୁ ଖମାରି,ଶୁରେଶ ଖମାରି ପ୍ରମୂଖ ଉପସ୍ଥିତ ଥିଲେ । ସେହିଭଳି ଗମ୍ଭାରୀଗୁଡା,ବୋରିଗୁଡା, ଫଟକି, କରାଡ଼ଙ୍ଗରି ଇତ୍ୟାଦି ସ୍ଥାନରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିଲା । (ରିପୋର୍ଟ – ଯୁବରାଜ ଜଗତ/ବଳରାମ ପଟ୍ଟନାୟକ)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026
ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version