• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଆଲୁମିନିୟମ ଷ୍ଟଲ ମେକ ଇନ ଓଡ଼ିଶା ୨୦୨୨ରେ ପ୍ରମୁଖ ଆକର୍ଷଣ ଥିଲା

Proprietor Abhimanyu Maharana by Proprietor Abhimanyu Maharana
December 10, 2022
in ଓଡ଼ିଶା, ଝାରସୁଗୁଡା, ବାଣିଜ୍ୟ, ମହାନଗର, ହୋମ୍
0
ବେଦାନ୍ତ ଆଲୁମିନିୟମ ଷ୍ଟଲ ମେକ ଇନ ଓଡ଼ିଶା ୨୦୨୨ରେ ପ୍ରମୁଖ ଆକର୍ଷଣ ଥିଲା
Share on FacebookShare on TwitterWhatsapp

୫ ଦିନରେ ହଜାର ହଜାର ଲୋକଙ୍କୁ ଆକର୍ଷଣ କରିଥିଲା ଝାରସୁଗୁଡ଼ାର ଆଲୁମିନିୟମ ପାର୍କର ଶୁଭାରମ୍ଭ ଇଭେଂଟର ମୁଖ୍ୟ ଆକର୍ଷଣ ଥିଲା

୧୦ ଡିସେମ୍ବର ଶନିବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁୁବନେଶ୍ୱର :- ଭାରତର ବୃହତମ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ  ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୨ରେ ଭାଗ ନେଇଥିବା  ଷ୍ଟଲ ହଜାର ହଜାର ଦର୍ଶକଙ୍କୁ ଆକୃଷ୍ଟ କରିଥିଲା । ଭବିଷ୍ୟତର ଧାତୁ ବିନିଯୋଗ ପାଇଁ ଅତୀତର କଳା ପ୍ରତିପୋଷଣ ଉପରେ ଆଧାରିତ ଏହି ଷ୍ଟଲ ବିଜ୍ଞାନ, କଳା ଓ ପ୍ରଯୁକ୍ତି ବିଦ୍ୟାକୁ କଂପାନିର ଉତ୍ପାଦନର ଉତ୍କର୍ଷତା ମଧ୍ୟରେ ଜୀବନ୍ତ ରୂପ ଦେଇଥିଲା । ରାଜ୍ୟର ବହୁ ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ସମେତ ଶିଳ୍ପପତି, କାର୍ଯ୍ୟରତ ପେଶାଦାର, ଛାତ୍ର, ଗ୍ରାହକ, ବ୍ୟବସାୟିକ ସହଯୋଗୀ ଓ ଜନସାଧାରଣ ଆଲୁମିନିୟମ ବିଶ୍ୱର ପରିଚୟ ଏଠାରୁ ପାଇଥିଲେ ।

ଏକ ମଜାଳିଆ ଆଲୁମିନିୟମ ସାଇନ୍ସ ସ୍ଥାପନ ଯାହାକି ବକ୍ସାଇଟ ଖଣିରୁ ଆଲୁମିନା ପର୍ଯ୍ୟନ୍ତ କାର୍ଯ୍ୟଧାରାକୁ ପ୍ରଦର୍ଶନ କରାଯାଇଥିଲା । ସାଧାରଣଙ୍କ ପାଇଁ ଏହାକୁ ଅନୁଭବ କରିବା ଓ ପ୍ରକୃତ ନମୁନା ସହିତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ପିଲାମାନଙ୍କ ପାଇଁ ଝଲକ ପ୍ରସ୍ତୁତ ହୋଇଥିଲା ।
ଆଲୁମିନିୟମରେ କଂପାନିର ଉତ୍ପାଦ ପରିସରକୁ ଦର୍ଶାଯାଇଥିଲା । ଏକ ଜୀବନ୍ତ କଳା ଓ ହସ୍ତଶିଳ୍ପ ସ୍ଥାପିତ ହୋଇଥିଲା ଯେଉଁଠାରେ ସଉରା କଳାକାର ଓ ବାଉଁଶ ବୁଣାକାରମାନେ ସେମାନଙ୍କ ଦକ୍ଷତା ପର୍ଦନ କରିଥିଲେ । ଏକ ଭାର୍ଚୁଆଲ ରିୟଲିଟି (ଭିଆର) କେନ୍ଦ୍ର ଯେଉଁଠାରୁ ଦର୍ଶକମାନେ ନନ୍ଦଘର ପ୍ରକଳ୍ପକୁ ଦେଖିଥିଲେ । ଏହା ବେଦାନ୍ତର ଫ୍ଲାଗସିପ ପ୍ରକଳ୍ପ ଯାହା ମହିଳା ଓ ଶିଶୁ ବିକାଶ ପାଇଁ ଅଙ୍ଗନବାଡ଼ିକୁ ବିକଶିତ କରଯାଇଛି । ଅନ୍ୟ ଏକ ବର୍ଦ୍ଧିତ ବାସ୍ତବତା କ୍ରୋମା ଲୋକମାନଙ୍କ ପାଇଁ ଷ୍ଟଲ ପରିଦର୍ଶନ କରିବାର ସ୍ମୃତିକୁ ଜୀବନ୍ତ କରି ରଖିଥିଲା ।

ଏହି ସମାରୋହର ମୁଖ୍ୟ ଆକର୍ଷଣ ଥିଲା ବେଦାନ୍ତ ଆଲୁମିନିୟମ ପାର୍କର ଭର୍ଚୁଆଲ ଉଦଘାଟନ, ଯାହା ମେଗା ଆଲୁମିନିୟମ ସ୍ମେଲଟର ଝାରସୁଗୁଡ଼ାରେ ବିକଶିତ ହେବ । ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଥିଲେ ଓ ଶ୍ରୀ ଅନୀଲ ଅଗ୍ରୱାଲ, ଚେୟାରମ୍ୟାନ-ବେଦାନ୍ତ  ଓ ଶ୍ରୀ ରାହୁଲ ଶର୍ମା ସିଇଓ ବେଦାନ୍ତ ଆଲୁମିନିୟମ ଉପସ୍ଥିତ ଥିଲେ । ବେଦାନ୍ତ ଆଲୁମିନିୟମ ପାର୍କ ଭାରତୀୟ ଆଲୁମିନିୟମ ଶିଳ୍ପର ପ୍ରତିଯୋଗିତାମୂଳକ ଧାତୁକୁ ବୃଦ୍ଧି କରିବା ପାଇଁ କଂପାନିର ନିରନ୍ତର ପ୍ରତିବଦ୍ଧତାର ପ୍ରମାଣ ଅଟେ । ଏହି ପାର୍କର ଉତ୍ପାଦ ଗୁଡ଼ିକ ବିଶ୍ୱସ୍ତରୀୟ ଚାହିଦା ସୃଷ୍ଟି କରିବ ଓ ବେଦାନ୍ତ ସ୍ମେଲଟରର ଗରମ ଧାତୁରୁ ସେମାନେ ଉତ୍ପାଦ ପ୍ରସ୍ତୁତ କରିପାରିବେ ।

ଶ୍ରୀ ରାହୁଲ ଶର୍ମା, ସିଇଓ- ବେଦାନ୍ତ ଆଲୁମିନିୟମ କହିଛନ୍ତିଯେ- ମେକ ଇନ ଓଡ଼ିଶା କନକ୍ଲେଭ ଜୀବନ୍ତ ମେକ୍‌ର ଆଉ ଏକ ସଫଳ ସଂସ୍କରଣ ହୋଇଥିବାରୁ ଆମେ ଆନନ୍ଦିତ । ବେଦାନ୍ତ ଆଲୁମିନିୟମ ପାର୍କର ଉଦଘାଟନ ମାଧ୍ୟମରେ ରାଜ୍ୟ ସହିତ ଆମର ସହଭାଗିତା ପାଇଁ ଆମେ ଆଉ ଏକ ମାଇଲ ଖୁଂଟ ଯୋଡ଼ିଥିବାରୁ ଏହି ସଂସ୍କରଣ ସ୍ମରଣୀୟ ହେବ ।  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଏଥିପାଇଁ ଆମେ କୃତଜ୍ଞତା ଜଣାଇବାକୁ ଚାହିଁବୁ ତାଙ୍କର ଦକ୍ଷ ସରକାର, ଆମର ଗ୍ରାହକ ଓ ସହଭାଗୀ ଶୁଭେଛୁ ଓ ସବୁ ହୀତାଧିକାରୀ ଆମ ପ୍ରଗତିର ଯାତ୍ରାରେ ଆମ ସହ ଛିଡ଼ା ହୋଇଛନ୍ତି ।

ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ  ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ବେଦାନ୍ତ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦ ନିର୍ମାଣ କରିବାରେ ଅଗ୍ରଣୀ ଭୂମିକା ନିର୍ବାହ କରିବା ସହ ଔଦ୍ୟୋଗିକ କ୍ଷେତ୍ରରେ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version