• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳ ଠାରେ ୧୦୮ ଆମ୍ବୁଲାନ୍ସ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
December 15, 2022
in ଓଡ଼ିଶା, କନ୍ଧମାଳ, ମହାନଗର, ହୋମ୍
0
କନ୍ଧମାଳ ଠାରେ ୧୦୮ ଆମ୍ବୁଲାନ୍ସ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଆୟୋଜିତ
Share on FacebookShare on TwitterWhatsapp

୧୪ ଡିସେମ୍ବର ବୁଧବାର ( ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :- ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାକୁ ଲୋକାଭିମୁଖୀ କରିବା ସହ ସେବାକୁ ଆହୁରି ଉନ୍ନତ କରିବା ଉଦ୍ଦେଶ୍ୟରେ ଜିକିତ୍ସା ହେଲଥକେୟାର ଲିମିଟେଡ ପକ୍ଷରୁ ଚଳିତ ଡିସେମ୍ବର ୧୦ ତାରିଖ ଦିନ କନ୍ଧମାଳ ଜିଲ୍ଲା ସ୍ଥିତ ହୋଟେଲ କେପି ସାଲୁନ୍‌କି ଠାରେ ଆମ୍ବୁଲାନ୍ସ ସେବା ପାଇଥିବା ଲୋକଙ୍କୁ ନେଇ ଏକ ଜନସମ୍ପର୍କ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଜିକିତ୍ସା ହେଲଥକେୟାର ଲିମିଟେଡର ରାଜ୍ୟ ମୁଖ୍ୟ ଶ୍ରୀ ସବ୍ୟସାଚୀ ବିଶ୍ୱାଳ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏଠାରେ ଉପସ୍ଥିତ ଡାକ୍ତର, ଆଶାକର୍ମୀ, ନର୍ସ ଆଦି ଆଗଧାଡ଼ିର କର୍ମଚାରୀ ଏବଂ ଜନସାଧାରଣଙ୍କ ସହିତ ୧୦୮ ଆମ୍ବୁଲାନ୍ସ ସେବା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ପ୍ରାୟ ୪୦ ରୁ ୫୦ଜଣ ହିତାଧିକାରୀ ଯୋଗ ଦେଇଥିଲେ, ଯେଉଁଠାରେ ସେମାନେ ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାର କାର୍ଯ୍ୟ ବିଷୟରେ ବେଶ ସକାରାତ୍ମକ ମତାମତ ପ୍ରଦାନ କରିଛନ୍ତି । ଏହି ଅବସରରେ କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡିପିଏମ ଶ୍ରୀ ମନୋରଞ୍ଜନ ସାହୁ, ଜିଲ୍ଲା ସଦର ଥାନା ଆଇଆଇସି ଶ୍ରୀ ସମୀର ରାଉତ ଏବଂ ଜିଲ୍ଲା ଟାଉନ ଥାନା ଆଇଆଇସି ଶ୍ରୀ ଅଶୋକ କୁମାର ଗିରି ପ୍ରମୁଖ ମଧ୍ୟ ଉପସ୍ଥିତ ରହିଥିଲେ ।

ଏହି ଅବସରରେ ଯୋଗଦେଇ ଜିକିତ୍ସା ହେଲଥକେୟାର ଲିମିଟେଡର ରାଜ୍ୟ ମୁଖ୍ୟ ଶ୍ରୀ ସବ୍ୟସାଚୀ ବିଶ୍ୱାଳ କହିଛନ୍ତି ଯେ, “ରାଜ୍ୟରେ ୯ରୁ ଉର୍ଦ୍ଧ୍ୱ ବର୍ଷ ଧରି ଆମେ ୧୦୮ ଆମ୍ବୁଲାନ୍ସ ସେବା ପରିଚାଳନା କରିଆସୁଛୁ । ଏହି ସମୟ ମଧ୍ୟରେ ଆମର ସମସ୍ତ କର୍ମଚାରୀମାନେ ବିଭିନ୍ନ ପ୍ରତିକୂଳ ପରିସ୍ଥିତି ସତ୍ୱେ ମଧ୍ୟ କାର୍ଯ୍ୟକୁ ବେଶ ସଫଳ ଭାବେ ପରିଚାଳନା କରିଛନ୍ତି । ତେଣୁ ଆଗକୁ ଆମ ପରିଚାଳନା ପଦ୍ଧତିରେ କିଭଳି ଅଧିକ ଉନ୍ନତି କରାଯାଇପାରିବ ସେଥିପାଇଁ ଆମେ କନ୍ଧମାଳ ଠାରେ ଏହି ଜନସମ୍ପର୍କ କାର୍ଯ୍ୟକ୍ରମର ଆୟୋଜନ କରିଛୁ ।

ଯେଉଁଠାରେ ୧୦୮ ଆମ୍ବୁଲାନ୍ସ ସେବା ପାଇଥିବା ଉପଭୋକ୍ତାମାନେ ଆମ ସେବା ସମ୍ପର୍କରେ ସେମାନଙ୍କର ଅନୁଭୂତି ବାଂଟିବା ସହିତ ସେମାନଙ୍କର ବହୁମୂଲ୍ୟ ମତାମତ ମଧ୍ୟ ପ୍ରଦାନ କରିଛନ୍ତି । ଆମର ଦୃଢ଼ ବିଶ୍ୱାସ ଯେ ଏହି ମତାମତ ଆଧାରରେ ଆମେ ଆଗକୁ ଯାଇ ଆମ ପରିଚାଳନା ପଦ୍ଧତିରେ ଆହୁରି ସୁଧାର ଆଣିପାରିବୁ ।”ବର୍ତମାନ ସୁଦ୍ଧା ରାଜ୍ୟରେ ସମୁଦାୟ ୬୨୪ଟି ୧୦୮ ଆମ୍ବୁଲାନ୍ସ, ୫୦୦ଟି ୧୦୮ ଜନନୀ ଆମ୍ବୁଲାନ୍ସ ଏବଂ ୬ଟି ବୋଟ ଆମ୍ବୁଲାନ୍ସ କାର୍ଯ୍ୟ କରୁଛି । ଏପର୍ଯ୍ୟନ୍ତ ସାରା ରାଜ୍ୟରେ ମୋଟ ୮୫୨୧୦୪୯ ଜଣ ଲୋକ ଏହି ସେବା ଦ୍ୱାରା ଉପକୃତ ହୋଇଥିବାବେଳେ ସମୁଦାୟ ୫୦୦୦ ଲୋକ ୧୦୮ ବୋଟ ଆମ୍ବୁଲାନ୍ସ ସେବା ଦ୍ୱାରା ଉପକୃତ ହୋଇଛନ୍ତି ।

କନ୍ଧମାଳ ଜିଲ୍ଲାରେ ସମୁଦାୟ ୨୩ଟି ୧୦୮ ଆମ୍ବୁଲାନ୍ସ କାର୍ଯ୍ୟରତ ରହିଥିବାବେଳେ ତନ୍ମଧ୍ୟରୁ ୧୫ଟି ୧୦୮ ଆମ୍ବୁଲାନ୍ସ ଏବଂ ୮ଟି ଜନନୀ ଆମ୍ବୁଲାନ୍ସ ରହିଛି । ତେବେ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବା କିଭଳି ଭାବେ କାର୍ଯ୍ୟ କରୁଛି ଏବଂ ଲୋକମାନେ ଏହି ସେବା ଦ୍ୱାରା କେତେ ସନ୍ତୁଷ୍ଟ ଅଛନ୍ତି ସେ ସମ୍ପର୍କରେ ଏହାର ଉପଭୋକ୍ତାଙ୍କ ଠାରୁ ସିଧାସଳଖ ମତାମତ ଗ୍ରହଣ କରିବା ଯାହାଦ୍ୱାରା ଏହି ସେବାକୁ ଆହୁରି ଉନ୍ନତ କରାଯାଇପାରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version