• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରେମ ବିବାହକୁ ପରିବାରର ଅସ୍ବୀକାର ପରେ ପ୍ରେମି ଯୁଗଳକୁ ଉଦ୍ଧାର କଲେ – ” ମା ଗୃହ ” ର ସଂଯୋଜିକା

Proprietor Abhimanyu Maharana by Proprietor Abhimanyu Maharana
June 6, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପ୍ରେମ ବିବାହକୁ ପରିବାରର ଅସ୍ବୀକାର ପରେ ପ୍ରେମି ଯୁଗଳକୁ ଉଦ୍ଧାର କଲେ – ” ମା ଗୃହ ” ର ସଂଯୋଜିକା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୦୬ ଜୁନ୍ ଶନିବାର) ଚନ୍ଦାହାଣ୍ଡି ବ୍ଲକ :- ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରୀଗୁଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ମୋତିଗାଁର ଝଜ କୁମାର ନେଙ୍ଗି ଏବଂ ଲୁଦ୍ରିକା ଟୋଲଠିଆ ନିଜ ଗାଁର କିଛି ଲୋକଙ୍କ ସହ ମିଶି ଆଜକୁ ପ୍ରାୟ ଦୁଇ ବର୍ଷ ପୂର୍ବେ ଆନ୍ଦ୍ରପ୍ରଦେଶର ଏକ ଇଟା ଭାଟିରେ କାମକରୁଥିଲେ । ଦୁହେଁ ଗୋଟିଏ ଗ୍ରାମର ହୋଇଥିବାରୁ ସେମାନଙ୍କ ଦେଖାସାକ୍ଷାତରେ ଦୁହିଁଙ୍କ ଭିତରେ ପ୍ରେମ ସମ୍ପର୍କ ଗଡିଉଠିଥିଲା । ପରିଶେଷରେ ଦୁହେଁ ଏକାଟି ରହି ସ୍ୱାମି ସ୍ତ୍ରୀ ସମ୍ପର୍କରେ ଜୀବନ ବିତାଇବାକୁ ନିସ୍ପତି ନେଇଥିଲେ । କରୋନା ମହାମାରି ଯୋଗୁଁ ସାରା ଦେଶରେ ସରକାର ଲଗ ଡାଉନ ଘୋଷଣା କଲେ ଯାହା ଦ୍ୱାରା କାମଧନ୍ଦା ବନ୍ଦ ହୋଇଗଲା ।

ସମସ୍ତେ ନିଜ ଗାଁକୁ ଫେରିଆସିବା ପାଇଁ ରାଜ୍ୟ ସରକାରଙ୍କ ସହାୟତା ଲଡିଲେ ।ରାଜ୍ୟ ସରକାରଙ୍କ ସହଯୋଗ ରେ ସମସ୍ତଙ୍କୁ ପଞ୍ଜିକୃତ କରି ଅସ୍ଥାୟୀ ଚିକିତ୍ସାଳୟରେ ସରକାରଙ୍କ ନିୟମ ଅନୁଯାୟୀ ସଂଘରୋଧ ଭାବେ ରଖାଯାଇ ନିଜ ନିଜ ଘରକୁ ପଠେଇବାର ବ୍ୟବସ୍ଥା କରାଗଲା । ଏହି କ୍ରମରେ ମୋତିଗାଁ ର ପ୍ରେମି ଯୁଗଳ ଘରକୁ ଫେରିବା ପରେ ଚନ୍ଦାହାଣ୍ଡି ବ୍ଲକ ଧୋଡିପାଣି ଅସ୍ଥାୟୀ ଚିକିତ୍ସାଳୟରେ ମେ ୧୪ ତାରିଖ ଠାରୁ ରଖାଯାଇ ଅବଧି ସରିବାପରେ ନିଜ ଗାଁକୁ ପଠେଇ ଦିଆ ଯାଇଥିଲା । ତାଙ୍କ ପରିବାର ବର୍ଗଙ୍କ ଦ୍ୱାରା ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା ।

ପ୍ରେମ ବିବାହ କରି ଘରକୁ ଫେରିଥିବା ଏହି ପ୍ରେମୀ ଯୁଗଳକୁ ଘରେ ପୁରାଇ ଦେଇ ନ ଥିଲେ ପରିବାର ଲୋକ ପରିଶେଷରେ ଗଛମୂଳେ ରାତ୍ରିଯାପନ କରିବାକୁ ପଡିଥିଲା । ଏହି ଖବର ପାଇ ମା ଗୃହ ର ସ୍ବାସ୍ଥ୍ୟ କର୍ମୀ ସେଠାରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ ଓ ଗଣ ମାଧ୍ୟମ ଓ ସମାଜ ସେବୀ ଙ୍କୁ ଜଣାଇଥିଲା । ପ୍ରଥମେ ସେମାନଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇ ଡାକ୍ତର ସଂଗ୍ରାମ କେଶରୀ ସାହୁଙ୍କ ଦ୍ୱାରା ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ପରକ୍ଷା ପରେ ପ୍ରେମିକା ଜଣକ ସାତ ମାସର ଗର୍ଭବତୀ ଥିବା ସହ ହେମୋଗ୍ଲୋବିନ କମ ଥିବାରୁ ଚିକିତ୍ସା ସହ ସଂଘରୋଧ ଭାବେ ମା ଗୃହରେ ରଖାଯାଇଛି ।

ମା ଗୃହର ସଂଯୋଜିକା ପାଣିଗ୍ରାହୀ ସେମାନଙ୍କ ସୁବ୍ୟବସ୍ଥା ପ୍ରତି ଧ୍ୟାନ ଦେବା ସହ ସେମାନଙ୍କ ସ୍ଥାୟୀ ସମାଧାନ ନିମନ୍ତେ ତାଙ୍କ ପରିବାର ସହ ଯୋଗାଯୋଗ କରି ବୁଝାଇଥିଲେ । ରାଗରୋଷରେ ଯାହା ଗାଳିଗୁଲଜ କରିଥିଲେ ମଧ୍ଯ ପରିଶେଷରେ ରାଗରୋଷ ଭୁଲି ଯାଇ ପରିବାର ବର୍ଗ ଉଭୟଙ୍କୁ ଘରେ ରହିବାକୁ ସହମତି ପ୍ରକାଶ କରିଛନ୍ତି ବୋଲି ସଂଯୋଜିକା ପାଣିଗ୍ରାହୀ ପ୍ରକାଶ କରିଛନ୍ତି । ସ୍ଥାନୀୟ ପୋଲିସ ପ୍ରଶାସନ ଓ ଗ୍ରାମବାସୀଙ୍କ ଉପସ୍ଥିତି ରେ ସେମାନଙ୍କୁ ତାଙ୍କ ପରିବାରକୁ ସମର୍ପଣ କରାଯିବ ଏବଂ ଗର୍ଭଧାରଣ ର ନଅ ମାସ ବେଳକୁ ପୁଣି ମା ଗୃହ ଅଣାଯିବ ବୋଲି ସଂଯୋଜିକା ପୁଷ୍ପାଞ୍ଜଳି ପାଣିଗ୍ରାହୀ ପ୍ରକାଶ କରିଛନ୍ତି । ତାଙ୍କର ଏପରି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି । ( ରିପୋର୍ଟ-ଯୁବରାଜ ଜଗତ,ଜିଲ୍ଲା ପ୍ରତିନିଧି,ନବରଙ୍ଗପୁର )

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version