୧୫ ଡିସେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି, ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଚାହାଳି ଜନଶକ୍ତି ଉଚ୍ଚ ବିଦ୍ୟାଳୟ ର ଦଶମ ଶ୍ରେଣୀ ଛାତ୍ର ମଦନ ମୋହନ ମିଶ୍ର । ଟାଟା ଷ୍ଟିଲ ଓ ପଠାଣି ସାମନ୍ତ ପ୍ଲାନେଟୋରିଅମ୍ ମିଳିତ ଉଦ୍ୟମ ରେ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ରେ ଚୟନ କରାଯାଇଥିବା ଓଡ଼ିଶା ର ଶ୍ରେଷ୍ଠ ୨୦ ଜଣ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ମଦନ ମୋହନ ମିଶ୍ର। ଆସନ୍ତା ମଇ ମାସରେ ଓଡ଼ିଶାର ଶ୍ରେଷ୍ଠ ୨୦ ଜଣ ଛାତ୍ର ଛାତ୍ରୀ ବାଙ୍ଗାଲୋର ସ୍ଥିତ ଇସ୍ରୋ ମହାକାଶ ଗବେଷଣା କେନ୍ଦ୍ରକୁ ପରିଭ୍ରମଣ ରେ ଯିବେ । କୃତିତ୍ୱ ଅର୍ଜନ କରିଥିବା କୃତି ଛାତ୍ର ମଦନ ମୋହନ ଙ୍କୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଜନଶକ୍ତି ଉଚ୍ଚ ବିଦ୍ୟାଳୟ ର ପୁରାତନ ଛାତ୍ର ସଂସଦ ର କର୍ମକର୍ତ୍ତା ଓ ବିଜ୍ଞାନ ଶିକ୍ଷକ ଙ୍କ ଉପସ୍ଥିତିରେ ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ମଦନ ମୋହନ ଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ମାନୀତ କରିଥିଲେ ।