• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାମଗିରି ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ସ୍ବତନ୍ତ୍ର ଆନିମିଆ ଓ ରକ୍ତହୀନତା ରୋଗ ନିରୂପଣ ଶିବିର

Proprietor Abhimanyu Maharana by Proprietor Abhimanyu Maharana
December 15, 2022
in ଓଡ଼ିଶା, ଗଜପତି, ହୋମ୍
0
ରାମଗିରି ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ସ୍ବତନ୍ତ୍ର ଆନିମିଆ ଓ ରକ୍ତହୀନତା ରୋଗ ନିରୂପଣ ଶିବିର
Share on FacebookShare on TwitterWhatsapp

୧୫ ଡିସେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ଆର. ଉଦୟଗିରି :- ଗଜପତି ଜିଲ୍ଲା ରାମଗିରି ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ସ୍ବତନ୍ତ୍ର ରକ୍ତ ଆନିମିଆ ଓ ରକ୍ତ ହୀନତା ରୋଗ ନିରୂପଣ ଶିବିର ଅନୁଷ୍ଠିତ ହୋଇଥିଲା । ବ୍ଲକର ୧୭ ଗୋଟି ପଞ୍ଚାୟତରୁ ୭ ଶହରୁ ଉଦ୍ଧ୍ବ ଲୋକେ ଆସିଥିଲେ । ଏଥରୁ ରକ୍ତ ଆନିମିଆ ଓ ରକ୍ତ ହିନତା ବିଭାଗରୁ ୩୧୪ ଜଣ, ସ୍ବାସ୍ଥ୍ୟ ପରିକ୍ଷଣତାରୁ ୧୮୧ ଜଣ, ମଧୁବାବୁ ପେନ୍ସନ୍ ଯୋଜନାରେ ୧୦ ଜଣ, ଆଧାର କାର୍ଡ ପାଇଁ ୧୫ ଜଣ, ଜଙ୍ଗଲ ଜମି ପଟାପାଇଁ ୨୯ ଜଣ, ଶିଶୁ ଶୁରକ୍ଷା ବିକାଶରୁ ୨ ଜଣ, ନୂତନ ଆଧାର କାର୍ଡ ପଞ୍ଜିକରଣ ପାଇଁ ୧୪ ଜଣ, ଭୋଟ କାର୍ଡ ପାଇଁ ୧୮ ଜଣ ଓ ମଧୁବାବୁ ପେନ୍ସନ୍ ଯୋଜନାରେ ନୂତନ ଭାବେ ସାମିଲି ହେବା ପାଇଁ ୧୨ ଜଣ ମିଶି ସମୁଦାୟ ୫୯୩ ଜଣ ହିତଅଧିକାରଙ୍କୁୀ ପଞ୍ଜିକୂତ କରାଯାଇଥିଲା । ଅମ୍ଳାନ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କ ରକ୍ତ ଆନିମିଆ ଓ ରକ୍ତ ହିନତା ଲୋକଙ୍କ ରକ୍ତ ପରିକ୍ଷା କରାଯାଇଥିଲା । ତେବେ ଏହାର ନିରାକାରଣ ପାଇଁ ସ୍ବାସ୍ଥ୍ୟ କେନ୍ଦୁ ତରଫରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ଶିବିରରେ କୁହାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥୀ ଭାବେ ଜୀଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ, ବିଡିଓ ଲରିମନ ଖର୍ସେଲ, ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀନାରଣ ଶବର, ଡାକ୍ତର ନିବେଦିତା ପଣ୍ଡା ଓ ରାମଗିରି ଜିଲ୍ଲା ପରିଷଦ ସଭ୍ୟ ଦଣ୍ଡପାଣି ବଡମୁଣ୍ଡି ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅରୁନ୍ ଉଦୟଭାନୁ ପରିଚାଳନା କରିଥିଲେ ତାଙ୍କୁ ସହଯୋଗ କରିଥିଲେ ରାମଗିରି ପଞ୍ଚାୟତର ପିଇଓ ମନୋଜ କୁମାର ପରିଛା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version