• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଣ୍ଡଳସ୍ତରୀୟ କ୍ରୀଡା ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 18, 2022
in ଓଡ଼ିଶା, କ୍ରୀଡ଼ା, ଗଜପତି, ହୋମ୍
0
ମଣ୍ଡଳସ୍ତରୀୟ କ୍ରୀଡା ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

୧୮ ଡିସେମ୍ବର ରବିବାର ( ଓଡ଼ିଶା ତାଜା ନ୍ୟୁଜ ) ଆର, ଉଦୟଗିରି :- ଶନିବାର ଗଜପତି ଜିଲ୍ଲାର ଆର.ଉଦୟଗିରି ଅନ୍ତର୍ଗତ କେ.ଏମ.ଭାଲିଆସାହି ଉଚ୍ଚ ବିଦ୍ୟାଳୟଠାରେ ମଣ୍ଡଳ ସ୍ତରୀୟ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଆର.ଉଦୟଗିରି ଓ ମୋହନା ବ୍ଲକର ବିଭିନ୍ନ ବିଦ୍ୟାଳୟରୁ କୁନିକୁନି ଖେଳାଳିମାନେ ଆସି ନିଜେ ନିଜର ଖେଳ ପ୍ରଦର୍ଶନ କରିଥିଲେ l ବର୍ତମାନ କ୍ରୀଡାକୁ ଅଗ୍ରାଧିକାର ଦିଆଯାଇ ହକି ଇଣ୍ଡିଆ ଅନୁଷ୍ଠିତ ହେବାକୁ ଯାଉଅଛି l ଏଣୁ ରାଜ୍ୟ ସରକାର ପିଲାମାନଙ୍କର ଶାରୀରିକ, ମାନସିକ ଏବଂ ବୌଦ୍ଧିକର ବିକାଶକୁ ଗୁରୁତ୍ୱ ଦେଇ କ୍ରୀଡା ଉପରେ ଅଧିକ ନଜର ଦେଇଛନ୍ତି l ଅତଏବ ସାରା ଓଡିଶାରେ ପ୍ରତ୍ୟେକ ବିଦ୍ୟାଳୟ, ମହାବିଦ୍ୟାଳୟମାନଙ୍କରେ କ୍ରୀଡା ଉତ୍ସବ ପାଳନ କରାଯାଇ ଶ୍ରେଷ୍ଠ ବିବେଚିତମାନଙ୍କୁ ରାଜ୍ୟସ୍ତରରେ ଖେଳିବାର ସୁଯୋଗ ପ୍ରଦାନ କରିଛନ୍ତି l ଏଣୁ ଏହି ପରିପ୍ରେକ୍ଷୀରେ ସରକାରୀ ଉଚ୍ଚ ବିଦ୍ୟାଳୟ, କେ. ଏମ. ଭାଲିଆସାହିଠାରେ ମୋହନା ଏବଂ ଆର.ଉଦୟଗିରି 2ଟି ବ୍ଲକର 250 ଜଣ ଖେଳାଳିଙ୍କୁ ନେଇ କ୍ରୀଡା ଅନୁଷ୍ଠିତ ହୋଇଯାଇଛି l ଏଥିରେ ଭଲି, କବାଡି, ଖୋ ଖୋ, ଲମ୍ବା ଡିଆଁ, ଉଚ୍ଚା ଡିଆଁ, ଦୌଡ, ଶର୍ଟ ପୁଟ, ଡ଼ିସକସ, ଜାଭଲିନ ଆଦି ଖେଳ ସହିତ ଯୋଗକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଇଥିଲା l ଏହି ସଭାରେ ରା. ଉଦୟଗିରି ଚେୟାରମ୍ୟାନ ଶ୍ରୀଯୁକ୍ତ ଲଷ୍ମୀନାରାୟଣ ଶବର ମୁଖ୍ୟ ଅତିଥି, ମହେନ୍ଦ୍ରଗିରି କଲେଜ,ରାମଗିରିର ପ୍ରିନସିପାଲ ପ୍ରିୟଦର୍ଶିନୀ ପଟ୍ଟନାୟକ ମୁଖ୍ୟବକ୍ତା, ରା.ଉଦୟଗିରି ଏବିଇଓ ଯୁଧିଷ୍ଠିର ବେହେରା ସଭାପତି,ଜିଲ୍ଲା ପରିଷଦ ଯମୁନା ଦଳବେହେରା, ଜିଲ୍ଲା ପରିଷଦ ଦଣ୍ଡପାଣି ବଡମୁଣ୍ଡି,

ଜଗବନ୍ଧୁ ଦାସ, ପବିତ୍ର ଗମାଙ୍ଗ, ଭୀମ ପାଇକ, ସର୍ବେଶ୍ୱର ସେଠି, ବିଦ୍ୟାଳୟର ସଭାପତି ସାଧୁଚରଣ ଦଣ୍ଡସେନା, ଶିକ୍ଷାବିତ ଆଦିକନ୍ଦ ବଣୁଆରାୟୀ ଆଦି ଭଦ୍ରବ୍ୟକ୍ତିମାନେ ସମ୍ମାନିତ ଅତିଥିରୂପେ ଯୋଗଦାନ କରିଥିଲାବେଳେ ବିଦ୍ୟାଳୟର ସଂସ୍କୃତଶିକ୍ଷକ ପ୍ରହ୍ଲାଦ ଶିଅଳ ସଭାକାର୍ଯ୍ୟ ପରିଚାଳନା କରିଥିଲେ l ପ୍ରଧାନଶିକ୍ଷକ ରାମଚନ୍ଦ୍ର ଦଳବେହେରା ଉକ୍ତ କାର୍ଯ୍ୟକ୍ରମର ସମସ୍ତ ଦାୟିତ୍ୱକୁ ସୁଚାରୁରୂପେ ତୁଲାଇ ସମସ୍ତଙ୍କର ଆଦରର ପାତ୍ର ହୋଇଥିଲେ l ଉକ୍ତ କାର୍ଯ୍ୟକ୍ରମରେ କିଶୋର, ନୀଳକଣ୍ଠ, ତାରିଣୀ ଚରଣ, ଦିଗାମ୍ବର, ସନ୍ତୋଷ, ସଞ୍ଜୟ, ଅସିତ, କେଦାର, ସୁଶାନ୍ତ, ପ୍ରଶାନ୍ତ, ସାଲାନା ରାଜୁ, ବିରଜା,ମମତା, ରବିନା, ପ୍ରଜ୍ଞା, ସଂଗୀତା,ସୁନିତା, ସୁଷମା ଆଦି ଶିକ୍ଷକ ଶିକ୍ଷୟତ୍ରୀମାନେ ପୂର୍ଣ୍ଣ ସହଯୋଗ କରି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version