• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆନ୍ତଃଗ୍ରାମ୍ୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ : ଇମତିୟାଜ୍ ଦ୍ରୁତତମ ଧାବକ,ସୁଚିସ୍ମିତା ଧାବିକା ମିନି ମାରାଥନ : ପୁରୁଷରେ ଦିପୁ ଓ ମହିଳାରେ ଦେବସ୍ମିତା

Proprietor Abhimanyu Maharana by Proprietor Abhimanyu Maharana
December 24, 2022
in ଓଡ଼ିଶା, କଟକ, କ୍ରୀଡ଼ା, ମହାନଗର, ହୋମ୍
0
ଆନ୍ତଃଗ୍ରାମ୍ୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ : ଇମତିୟାଜ୍ ଦ୍ରୁତତମ ଧାବକ,ସୁଚିସ୍ମିତା ଧାବିକା ମିନି ମାରାଥନ : ପୁରୁଷରେ ଦିପୁ ଓ ମହିଳାରେ ଦେବସ୍ମିତା
Share on FacebookShare on TwitterWhatsapp

୨୩ ଡିସେମ୍ବର ଶୁକ୍ରବାର ( ଓଡ଼ିଶା ତାଜା ନ୍ୟୁଜ ) କଟକ :- କଟକ ସଦର ଅଞ୍ଚଳର ପ୍ରତିଷ୍ଠିତ ପୁରାତନ କ୍ରୀଡା ସଙ୍ଗଠନ “ଆନ୍ତଃଗ୍ରାମ୍ୟ କ୍ରୀଡା ପରିଷଦ”ର ୧୯ତମ ଦୁଇଦିନିଆ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି କ୍ରୀଡା ପ୍ରତିଯୋଗିତାରେ ୬ଟି ବର୍ଗରେ ମୋଟ ୩୬ଟି ଇଭେଣ୍ଟରେ ଶତାଧିକ କ୍ରୀଡାବିତ୍ ଅଂଶଗ୍ରହଣ କରିଥିଲେ । କଟକ ଜିଲ୍ଲା କ୍ରୀଡା ସଂସଦ ସହିତ ଅନୁବନ୍ଧିତ ଥିବା ଏହି ପରିଷଦର ବାର୍ଷିକ କ୍ରୀଡା ପ୍ରତିଯୋଗିତାରୁ ଯୋଗ୍ୟ ବିବେଚିତ ହୋଇଥିବା ଅନେକ କ୍ରୀଡାବିତ ଆସନ୍ତା ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ଭାଗନେବା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ଦୁଇଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କ୍ରୀଡାକୁ ପରିଷଦର ସଭାପତି ଲକ୍ଷ୍ମଣ ସାହୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବାବେଳେ ଏଥିରେ ସମିତି ସଭ୍ୟା ମମତା ବେହେରା , ପୂର୍ବତନ ସରପଂଚ ଅକ୍ଷୟ କୁମାର ସାହୁ, କ୍ରୀଡା ସଂଗଠକ ସମୀର ସେନାପତି ପ୍ରମୁଖ ଯୋଗଦେଥିଲେ । ୧୦୦ମିଟର ଦୌଡ ପୁରୁଷ ବର୍ଗରେ ଇମତିୟାଜ ଖାନ ଓ ମହିଳା ବର୍ଗରେ ସୁଚିଶ୍ମିତା ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିଲେ।

ସେହିପରି ୨୦୦ ଓ ୪୦୦ ମିଟର , ଜଭେଲିନ ଥ୍ରୋ,ଲଙ୍ଗଜମ୍ପ ଇତ୍ୟାଦି ଇଭେଣ୍ଟ ଗୁଡିକରୁ ଯୋଗ୍ୟ ବିବେଚିତ କ୍ରୀଡାବିତ ମନୋନୀତ ହୋଇଛନ୍ତି । ସ୍ଵତନ୍ତ୍ର ଭାବେ ଚାରିଶହ ମିଟର ଦୌଡରେ ଉଭୟ ବର୍ଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଦିପୁ ହାଲଦାର ଓ ଦେବସ୍ମିତା ମହାନ୍ତିଙ୍କୁ ବୃନ୍ଦାବନ ରାଉତରାୟ ମେମୋରିଆଲ ଟ୍ରଫି ପ୍ରଦନ କରାଯାଇଥିଲା । ସେହିପରି ଆନ୍ତଃଗ୍ରାମ୍ୟ କ୍ରୀଡା ପରିଷଦର ପ୍ରତିଷ୍ଠାତା ସଭାପତି , ବିଶିଷ୍ଟ କ୍ରୀଡାବିତ ତଥା ଅବସରପ୍ରାପ୍ତ ବରିଷ୍ଠ ପୋଲିସ ଅଧିକାରୀ ସ୍ବର୍ଗତ ବୃନ୍ଦାବନ ରାଉତରାୟଙ୍କ ସ୍ମୃତିରେ ତାଙ୍କ ପୁତ୍ର ଗଜପତି ଜିଲ୍ଲାର ଜିଲ୍ଲା ଓ ଦୌରାଜଜ ପ୍ରଣବ କୁମାର ରାଉତରାୟଙ୍କ ମୁଖ୍ୟ ପୃଷ୍ଠପୋଷକତାରେ ଅନୁଷ୍ଠିତ ହେଉଥିବା ବୃନ୍ଦାବନ ରାଉତରାୟ ସ୍ମୃତି ମିନି ମାରାଥନର ୭ମ ସଂସ୍କରଣ ଫକିରପଡା ଠାରୁ କୋଟୁଆଁ ଖେଳପଡିଆ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହାକୁ କନ୍ଦରପୁର ଥାନା ଏସଆଇ ସୁଧୀର ବଳିୟାରସିଂହ ଓ ପୂର୍ବତନ ସରପଂଚ ଯତୀନ ରାଉଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଶତାଧିକ କ୍ରୀଡାବିତ୍ ଏଥିରେ ଅଂଶଗ୍ରହଣ କରିଥିବା ବେଳେ ଉଭୟ ପୁରୁଷ ଓ ମହିଳା ବର୍ଗରେ ଶ୍ରେଷ୍ଟ ଦଶ ଜଣଙ୍କୁ ଟ୍ରଫି , ମାନପତ୍ର ଓ ନଗଦ ଅର୍ଥ ରାଶିରେ ପୁରସ୍କୃତ କରାଯାଇଥିଲା । ପୁରୁଷ ବର୍ଗରେ ଦିପୁ ହାଲଦାର ଓ ମହିଳା ବର୍ଗରେ ଦେବସ୍ମିତା ମହାନ୍ତି ପ୍ରଥମ ସ୍ଥାନ ଅଧିକାର କରିଥିଲେ।

ପରିଷଦର ସଭାପତି ଲକ୍ଷ୍ମଣ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାର ଅବସରପ୍ରାପ୍ତ ନିର୍ଦ୍ଦେଶକ ପ୍ରଦୀପ କୁମାର ମହାନ୍ତି ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ କେନ୍ଦ୍ର ସରକାରଙ୍କ ଶ୍ରମ ବିଭାଗର ଅବସରପ୍ରାପ୍ତ ଉପ ନିର୍ଦ୍ଦେଶିକା ଚନ୍ଦ୍ରପ୍ରଭା ମହାନ୍ତି , ସୈନ୍ୟ ବାହିନୀର ଅବସରପ୍ରାପ୍ତ ଅଧିକାରୀ ତଥା କ୍ରୀଡା ସଂଗଠକ ଦିଲ୍ଲୀପ ଆଚାର୍ଯ୍ୟ ଓ ସଞ୍ଜୟ ସାହୁ ପ୍ରମୁଖ ଯୋଗଦେଇ ପୁରସ୍କାର ବିତରଣ କରିଥିବାବେଳେ ସଭାରେ ସ୍ବର୍ଗତ ରାଉତରାୟଙ୍କ ପୁତ୍ର ସାମ୍ବାଦିକ ତାପସ ରାଉତରାୟ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ପରିଷଦର ମୁଖ୍ୟ ପ୍ରଶିକ୍ଷକ ରବୀନ୍ଦ୍ର ନାଥ ଭୋଇ ପରିଚାଳନା କରିଥିବାବେଳେ ସମ୍ପାଦକ ସମୀର ଖୁଣ୍ଟିଆ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ଶେଷରେ କ୍ରୀଡା ସଂଗଠକ ଅଜୟ ପଟ୍ଟନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାକୁ ପତିତ ପାବନ ନାଥ, ବିଜୟ ରାଉତ,ପ୍ରକାଶ ଚନ୍ଦ୍ର ପୃଷ୍ଟି, ରିଙ୍କୁ ବେହେରା , ସଂଗୀତା ସେଠୀ , ଅଶୋକ ପରିଡ଼ା,ଦିବ୍ୟଜ୍ୟୋତି ମହାରଣା ପ୍ରମୁଖ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version