• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗୋବିନ୍ଦ ମୃତ୍ୟୁ ଘଟଣା : ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଦ୍ୱାରା ଏନେଇ ତଦନ୍ତ କରିବାକୁ ନିର୍ଦେଶ ଦେଇଛନ୍ତି ଜେଲ ନିର୍ଦେଶକ

Proprietor Abhimanyu Maharana by Proprietor Abhimanyu Maharana
December 25, 2022
in ଅପରାଧ, ଓଡ଼ିଶା, ମହାନଗର, ହୋମ୍
0
ଗୋବିନ୍ଦ ମୃତ୍ୟୁ ଘଟଣା : ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଦ୍ୱାରା ଏନେଇ ତଦନ୍ତ କରିବାକୁ ନିର୍ଦେଶ ଦେଇଛନ୍ତି ଜେଲ ନିର୍ଦେଶକ
Share on FacebookShare on TwitterWhatsapp

୨୫ଡିସେମ୍ବର ରବିବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ଗୋବିନ୍ଦ ମୃତ୍ୟୁ ଘଟଣା ,ବଲାଙ୍ଗୀର ଜିଲ୍ଲାପାଳଙ୍କୁ ସମସ୍ତ ବ୍ୟବସ୍ଥା କରିବାକୁ ଜେଲ ନିର୍ଦେଶକ ନିର୍ଦେଶ ଦେଇଛନ୍ତି । ଏନଏଚଆରସିଙ୍କ ଗାଇଡଲାଇନ ଅନୁଯାୟୀ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦେଶ ରହିଛି । ଗତ ୨୦ ତାରିଖରେ କଣ୍ଟାବାଞ୍ଜି ଜେଲରେ ଗୋବିନ୍ଦର ମୃତ୍ୟୁ ହୋଇଥିଲା । ମୃତ୍ୟୁ ହେବା ପରେ ଗୋବିନ୍ଦର ପକେଟରୁ ଏକ ମାଟିଆ ରଙ୍ଗର ଏନଭଲପ ମିଳିଥିଲା ।

ଲଫାଫା ଭିତରେ ମିଳିଥିବା ଦୁଇ ପୃଷ୍ଠାର ଚିଠି ତାଙ୍କ ମୃତ୍ୟୁ ସହ ସଂପର୍କ ରହିଥିବା ପରିବାରବର୍ଗ ତଥା ସଂପର୍କୀୟ ଆଶଙ୍କା କରୁଛନ୍ତି। ତେଣୁ ଚିଠିକୁ ଦେଖିବା ପାଇଁ ସମ୍ପର୍କୀୟମାନେ ଚେଷ୍ଟା କରିଛନ୍ତି। ପୁଲିସକୁ ନେହୁରା ହୋଇଛନ୍ତି; ତଥାପି ଚିଠିଟି ଦେଖିବାକୁ ଦିଆଗଲା ନାହିଁ ବୋଲି କହିଛନ୍ତି ଗୋବିନ୍ଦଙ୍କ କକା ଶ୍ବଶୁର ମହେନ୍ଦ୍ର ସାହୁ । ଗତ ଚାରି ଦିନ ଧରି ମହାଲିଙ୍ଗ ଅଞ୍ଚଳରେ ଗୋବିନ୍ଦଙ୍କ ଆତ୍ମହତ୍ୟାକୁ ନେଇ ଲୁଚା ଛପାରେ ଟୁପରୁଟାପୁରୁ ଚାଲିଥିଲା । ହେଲେ ଶନିବାର କ୍ରାଇମ ବ୍ରାଞ୍ଚ ଟିମ୍ ଗୋବିନ୍ଦଙ୍କ ହାତଲେଖା ଖୋଜିବା ପରେ ଚିଠିକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହେଇଯାଇଛି ।

ପ୍ରଥମେ ଶୁଣାଗଲା ତାହା ସୁଇସାଇଡ ନୋଟ । କିଛି ରାଜନୈତିକ ମହଲରେ ଛନକା ପଶିଲା । ତା’ପରେ କୁହାଯାଉଛି ମୃତ୍ୟୁ ପୂର୍ବରୁ ଗୋବିନ୍ଦ କୁଆଡ଼େ ବଡ ଝିଅ ଉଦ୍ଦେଶ୍ୟରେ କିଛି ଲେଖିଛନ୍ତି । ଚିଠି ଉପରେ ଲିପିକା ସାହୁ ମାର୍ଫତ ସୁଷମା ସାହୁ ଲେଖାଥିବା କୁହାଯାଉଛି । ତେବେ ଚିଠିରେ ସେ କ’ଣ ଲେଖିଥିବେ ? ଗତବର୍ଷ ଅକ୍ଟୋବରରେ ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ସଂକ୍ରାନ୍ତରେ ଲେଖିଥିବେ କି ?  କେଉଁ ରାଜନୈତିକ ନେତାଙ୍କ ସମ୍ପୃକ୍ତି କଥା ଲେଖିଥିବେ କି ?  ତାଙ୍କ ଅବର୍ତ୍ତମାନରେ କଲେଜ ପରିଚାଳନା କଥା ସେଇ ଚିଠିରେ ଉଲ୍ଲେଖ ଥିବ କି ?  ଏମିତି ଅନେକ କଥା ମହାଲିଙ୍ଗ ତଥା ଆଖପାଖ ଅଞ୍ଚଳରେ ଚର୍ଚ୍ଚା ହେଉଛି । ଚିଠିଟି କେହି ଦେଖି ନାହାନ୍ତି ସିନା, କିନ୍ତୁ ଚିଠିକୁ ନେଇ ଚର୍ଚ୍ଚା ସରଗରମ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version