• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର,ନୟାଗଡ଼ର ସୁଶ୍ରୀ ସଙ୍ଗୀତା ବ୍ଳକରେ ପ୍ରଥମ

Proprietor Abhimanyu Maharana by Proprietor Abhimanyu Maharana
December 25, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପଞ୍ଚମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର,ନୟାଗଡ଼ର ସୁଶ୍ରୀ ସଙ୍ଗୀତା ବ୍ଳକରେ ପ୍ରଥମ
Share on FacebookShare on TwitterWhatsapp

 ୨୫ଡିସେମ୍ବର ରବିବାର ( ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ଼ :- ନୟାଗଡ଼ ବ୍ଳକର ୫ମ ଓ ୩ୟ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୨ ର ରେଜଲ୍ଟ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ନୟାଗଡ଼ ସାମନ୍ତମାର୍ଗ ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରି ଏକ ନୂଆ ଇତିହାସ ରଚନା କରିଛି । ବିଦ୍ଯାଳୟର ପଞ୍ଚମ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ତିନି ଜଣଯାକ ଛାତ୍ରଛାତ୍ରୀ ନୟାଗଡ଼ ବ୍ଳକରେ ମେରିଟ୍ ଲିଷ୍ଟରେ ପ୍ରଥମ,ଦ୍ବିତୀୟ ଓ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି। ସୁଶ୍ରୀ ସଙ୍ଗୀତା ସାଥୁଆ ପ୍ରଥମ, ପ୍ରତ୍ଯୁଷ କୁମାର ନାୟକ ଦ୍ବିତୀୟ ଓ ସୌମ୍ୟରଂଜନ ସ୍ବାଇଁ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି। ସେହିପରି ୩ୟ ଶ୍ରେଣୀର ତିନି ଜଣ ଶିଶୁ ପରୀକ୍ଷା ଦେଇଥିଲା ବେଳେ ମେରିଟ୍ ତାଲିକାରେ ତିନି ଜଣ ଯାକ ସଫଳତା ହାସଲ କରିଛନ୍ତି। ବିଶ୍ବବିଜିତା ମହାନ୍ତି ନୟାଗଡ଼ ବ୍ଳକରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିଲାବେଳେ ଆଦ୍ଯାଂଶୀ ପ୍ରଧାନ ୩ୟ ଓ ତପୁନି ବିଶୋଇ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି।ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ଏହି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଅଭିନନ୍ଦନ ସମାରୋହ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନାଟ୍ୟକାର ପ୍ରଫେସର ରାମଚନ୍ଦ୍ର ମିଶ୍ର ଯୋଗଦେଇ ଥିଲା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ସଂସ୍କୃତ ବିକାଶ ପରିଷଦର ସଭାପତି ତଥା ଅବସରପ୍ରାପ୍ତ ଅଧ୍ଯକ୍ଷ ବିଜୟ କୁମାର ରଥ ଓ ନୟାଗଡ଼ ବ୍ଳକର ସିଆରସିସି ମନୋଜ କୁମାର ବେହେରା ଯୋଗଦେଇ କଠିନ ପରିଶ୍ରମ ହିଁ ସଫଳତା ର ଚାବିକାଠି ବୋଲି କହିଥିଲେ। ଅଭିଭାବକ ଓ ଗୁରୁଜୀ ଗୁରୁମା ମାନଙ୍କର ଅକ୍ଳାନ୍ତ ପରିଶ୍ରମ ପାଇଁ ସାଧୁବାଦ ଜଣାଇ ଥିଲେ।ମେଧାବୃତ୍ତି ପାଇଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲଦେଇଅତିଥିମାନେ ମିଠା ଖୁଆଇ ଥିଲେ। ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ସାହୁ କହିଥିଲେ ଯେ, ଆମ ବିଦ୍ଯାଳୟର ଶିକ୍ଷା ଦାନ ପଦ୍ଧତି ନିଆରା । ପ୍ରତି ୨୫ ଜଣ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗୋଟିଏ ଗୋଟିଏ ବିଭାଗ କରାଯାଏ,ସରକାରୀ ମେଧାବୃତ୍ତି ପରୀକ୍ଷା ପାଇଁ ସ୍ବତନ୍ତ୍ର ଭାବେ ଶିକ୍ଷା ଦାନ ବ୍ଯବସ୍ଥା କରାଯିବା ସହିତ ଅଭିଭାବକ ମାନଙ୍କୁ ଶିଶୁ ମାନଙ୍କର ଦାୟିତ୍ୱ ନେବା ପାଇଁ ନିୟମିତ କାଉନସେଲିଂ କରାଯାଏ।କେବଳ ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା ନୁହେଁ ମାଟ୍ରିକ୍ ପରୀକ୍ଷା, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା, ଏନ୍ ଆର୍ ଟି ଏସ୍ ଆଦି ସମସ୍ତ ପରୀକ୍ଷାରେ ଆମ ବିଦ୍ଯାଳୟର ଛାତ୍ରଛାତ୍ରୀ ମାନେ ଶତପ୍ରତିଶତ ରେଜଲ୍ଟ କରି ଆସୁଛନ୍ତି। ପରିଶେଷରେ ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଧନ୍ଯବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

March 18, 2026
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

March 18, 2026
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version