• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଯେଡି ଦଳ 25ବର୍ଷ ଦିବସ ପାଲନ – ପୁରୀ

Proprietor Abhimanyu Maharana by Proprietor Abhimanyu Maharana
December 27, 2022
in ଓଡ଼ିଶା, ପୁରୀ, ହୋମ୍
0
ବିଜୁ ଜନତା ଦଳ ୧୦୦ ବର୍ଷ ପର୍ଯ୍ୟନ୍ତ ଓଡିଶାର ସେବା କରିଚାଲିବ  – ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

୨୬ ଡିସେମ୍ବର ସୋମବାର ( ଓଡ଼ିଶା ତାଜା ନ୍ୟୁଜ ) ପୁରୀ :- ବିଜେଡି କେବଳ ରାଜନୈତିକ ଦଳ କିମ୍ବା ଜଣେ ଦୁଇଜଣଙ୍କ ଉପରେ ନିର୍ଭର ଶୀଳ ଦଳ ନୁହେଁ। ଏହା ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି। କେବଳ ୨୫ ବର୍ଷ ନୁହେଁ ଆଗାମୀ ୫୦ ଏପରିକି ୧୦୦ ବର୍ଷ ପାଇଁ ଦଳ ରାଜ୍ୟ ପାଇଁ କାମ କରିବ ବୋଲି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୁରୀ ଠାରେ ଆୟୋଜିତ ବିଜେଡି ରୌପ୍ୟ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏଭଳି ବାର୍ତ୍ତା ଦେଇଛନ୍ତି। ବିଜେଡି ଇତିହାସରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ପ୍ରମୁଖ ନେତୃବୃନ୍ଦ, ଛାମୁଆ ସଂଗଠନ, ମନ୍ତ୍ରୀ, ସାଂସଦ ଓ ପ୍ରାୟ 50ହଜାର ରୁ ଉର୍ଦ୍ଧ ଦଳୀୟ କର୍ମକର୍ତା ଏହି ସମାରୋହରେ ସାମିଲ ହୋଇଥିଲେ। ଓଡିଶାର ସ୍ୱାର୍ଥ, ସ୍ୱାଭିମାନ, ପରମ୍ପରା ଓ ବିଜୁ ବାବୁ ଙ୍କୁ ଆଦର୍ଶ କୁ  ରକ୍ଷା କରିବା ସହ ଶିକ୍ଷା, ସ୍ୱାସ୍ଥ୍ୟ ନାରୀ ସଶକ୍ତି କରଣ, କୃଷି, ପ୍ରଭୁତି କ୍ଷେତ୍ର ରେ ଓଡିଶା ର ପ୍ରଗତି ଦିଗରେ କାର୍ଯ୍ୟ କରିବାକୁ ଦଳର‌ ଅନ୍ୟ ନେତୃବୃନ୍ଦ ମାନେ ଆହ୍ବାନ ଦେଇଛନ୍ତି।‌ବିଜେଡି ପାଇଁ ଥିଲା ଆଜି ଏକ ଐତିହାସିକ ମୁହୁର୍ତ୍ତ। ଶଙ୍ଖକ୍ଷେତ୍ର ଶ୍ରୀକ୍ଷେତ୍ରରେ ବିଜେଡି ମହାସମାରୋହରେ ପାଳନ କରିଛି ରୋପ୍ୟ ଜୟନ୍ତୀ ଉତ୍ସବ। ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୫୦ ହଜାରରୁ ଉର୍ଦ୍ଧ୍ଵ ନେତା ଓ କର୍ମୀ ଏହି ଉତ୍ସବରେ ସାମିଲ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଦଳୀୟ ନେତା ଓ କର୍ମୀଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇଥିଲେ। ବିଜେଡି ଏବେ ଜଣେ ଦୁଇଜଣଙ୍କ ଉପରେ ନିର୍ଭର କରୁଥିବା ଦଳ ନୁହେଁ ବରଂ ଏହା ଏକ ବଡ ଜନ ଆନ୍ଦୋଳନର ରୂପ ନେଇଛି। କେବଳ ୨୫ ବର୍ଷ ପୂର୍ତ୍ତି ନୁହେଁ ଆଗାମୀ ୫୦ ଏପରିକି ୧୦୦ ବର୍ଷ ପାଇଁ ଦଳ ରାଜ୍ୟ ପାଇଁ କାମ କରିବ ବୋଲି ବାର୍ତ୍ତା ଦେଇଛନ୍ତି ସଭାପତି ନବୀନ ପଟ୍ଟନାୟକ।ମୁଖ୍ୟମନ୍ତ୍ରୀ ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ବିଜେଡି ୨୫ ବର୍ଷ ଧରି ଦେଇଥିବା ସେବା ର ସ୍ମୁତି ଚାରଣ କରିଥିଲେ।‌ ରାଜ୍ୟ ର ସ୍ୱାର୍ଥ ସ୍ୱାଭିମାନ, ସଂସ୍କୃତି, ପରାମ୍ପରା ସହ ବିଜୁ ବାବୁ ଙ୍କୁ ଆଦର୍ଶ କୁ ପାଳନ କରିବା ଲାଗି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ l ନାରୀ ସଶକ୍ତି କରଣ, ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ସହ ରାଜ୍ୟ ର ସର୍ବାଙ୍ଗୀନ ଉର୍ନତି ପାଇଁ ବିଜେଡି ର ନେତା ଓ କର୍ମୀ ମାନେ କାମ କରନ୍ତୁ ବୋଲି ଏହି ପରାମର୍ଶ ଦେଇଥିଲେ l ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧୨ଟା ରେ ପୁରୀ ତାଳବଣିଆ ହେଲିପ୍ୟାଡ଼ ଠାରେ ପହଂଚିବା ପରେ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାଙ୍କୁ ସଭାସ୍ଥଳ କୁ ପାଛୋଟି ନିଆଯାଇଥିଲା।‌ ସଭା ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡି ବରିଷ୍ଠ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ପାଟ୍ଟଶାଣୀ, ଦେବୀପ୍ରସାଦ ମିଶ୍ରଙ୍କ ସହ ଦଳର ଛାମୁଆଁ ସଂଗଠନର ପ୍ରମୁଖ ପ୍ରମିଳା ମଲ୍ଲିକ, ସୁଦାମ ମାରାଣ୍ଡି‌ ଓ ପ୍ରଣବ ପ୍ରକାଶ ଦାସ ମଞ୍ଚାସୀନ ହୋଇଥିଲେ। ମୁଖ୍ୟମନ୍ତ୍ରୀ ସଭାସ୍ଥଳକୁ ଆସିବା ପୂର୍ବରୁ ବିଜେଡିର ବରିଷ୍ଠ ନେତୃବୃନ୍ଦ ମାନେ ବିଜେଡି ଦଳର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରିବା ସହ ରାଜ୍ୟର ବୃହତର ସ୍ବାର୍ଥ ପାଇଁ ଦଳର‌ କର୍ମକର୍ତ୍ତା ଓ ନେତାମାନେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ। ପୁରୀ ତାଳବଣିଆ  ଠାରେ ଆୟୋଜିତ ଏହି ମହାସମାବେଶରେ ପ୍ରଥମ ଥର ପାଇଁ ରାଜ୍ୟର ସମସ୍ତ ନେତୃ ବୃନ୍ଦ, ଛାମୁଆ ସଂଗଠନର ମୁଖ୍ୟ, ମନ୍ତ୍ରୀ ଓ ସାଂସଦ ତ୍ରିସ୍ତରୀୟ ପଂଚାୟତରାଜ ବ୍ୟବସ୍ତାର ସମସ୍ତ ନିର୍ବାଚିତ କର୍ମକର୍ତ୍ତା, ଜିଲ୍ଲା ଓ ବ୍ଲକର କର୍ମକର୍ତ୍ତା ଓ କର୍ମୀ ମାନେ ଯୋଗ ଦେଇଥିଲେ।‌

ରୌପ୍ୟ ଜୟନ୍ତୀ ପାଳନ ଅବସରରେ ପୁରୀରେ ରାଜ୍ୟର ବରିଷ୍ଠ କର୍ମକର୍ତ୍ତାଙ୍କ ସହ ସମସ୍ତ ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତ ସ୍ତରର‌ ନେତା ଓ କର୍ମକର୍ତ୍ତାମାନଙ୍କୁ ଦେଖିବାକୁ ମିଳିଥିଲା। ଆଗାମୀ ୨୦୨୪ ରେ ସାଧାରଣ ନିର୍ବାଚନ ଥିବାରୁ ଦଳୀୟ ନେତା ଓ କର୍ମୀମାନେ ଏହି ଦିବସକୁ ଉତ୍ସାହର  ସହ ମହାସମାରୋହରେ ଏହାକୁ ପାଳନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ କର୍ମୀଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ପକ୍ଷରୁ ୨୫ ପ୍ଲାଟୁନ ଫୋର୍ସ ସହ ୧୦୦ ରୁ ଉର୍ଦ୍ଧ୍ବ ଅଧିକାରୀ ମୁତୟନ ହୋଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

March 15, 2026
ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର  ” ବିଶ୍ୱାସ ”  କାର୍ଯ୍ୟକ୍ରମ

ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର ” ବିଶ୍ୱାସ ” କାର୍ଯ୍ୟକ୍ରମ

March 15, 2026
ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

March 15, 2026
ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

March 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

March 15, 2026
ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର  ” ବିଶ୍ୱାସ ”  କାର୍ଯ୍ୟକ୍ରମ

ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର ” ବିଶ୍ୱାସ ” କାର୍ଯ୍ୟକ୍ରମ

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version