• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚନ୍ଦାହାଣ୍ଡି ବ୍ଲକ ମାଲଗାଁ ଓ ଅନକାବେଡ଼ା ଠାରେ ଆଇନ ସହାୟତା କେନ୍ଦ୍ର ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
June 7, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଚନ୍ଦାହାଣ୍ଡି ବ୍ଲକ ମାଲଗାଁ ଓ ଅନକାବେଡ଼ା ଠାରେ ଆଇନ ସହାୟତା କେନ୍ଦ୍ର ଉଦଘାଟିତ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୭ ଜୁନ ଶୁକ୍ରବାର) ଚନ୍ଦାହାଣ୍ଡି :– ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ମାଲଗାଁ ଓ ଅନକାବେଡା ଗ୍ରାମ ପଞ୍ଚାୟତ ଠାରେ ରାଜ୍ୟ ସରକାରଙ୍କ ତରଫରୁ ଗ୍ରାମାଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜାତି, ଜନଜାତି,ପଛୁଆବର୍ଗ, ଅସହାୟ ମହିଳା, ଗରିବ ଜନସାଧାରଣ ସର୍ବପରି ଯେଉଁମାନଙ୍କ ବାର୍ଷିକ ଆୟ ଦୁଇ ଲକ୍ଷରୁ କମ ସେମାନଙ୍କୁ ମାଗଣା ଆଇନ ସେବା ଯୋଗାଇ ଦେବା ନିମନ୍ତେ ପ୍ରତ୍ୟେକ ଗ୍ରାମପଞ୍ଚାୟତ ସ୍ତରରେ ଆଇନ ସେବାକେନ୍ଦ୍ର ସ୍ଥାପନର ବ୍ୟବସ୍ଥା କରିଛନ୍ତି । ଏହା ଦ୍ୱାରା ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ଜନସାଧାରଣ ଆଇନ ର ଆଶ୍ରୟ ନେବା ସହ ଠିକ ନ୍ୟାୟ ପାଇପାରିବେ ବୋଲି ଆଶା କରାଯାଏ ।

ଆଜିର ଏହି ଉଦଘାଟନ କାର୍ଯ୍ୟକ୍ରମରେ ଉପସ୍ଥିତ ନିର୍ବାଚିତ ଜନପ୍ରତିନିଧି,ସମାଜସେବୀ ଓ ଜନସାଧାରଣ ଙ୍କ ମଧ୍ୟରେ କରୋନା ମହାମାରୀ ମହାବିପତିକୁ ଦୃଷ୍ଟିରେ ରଖି ସରକାର ଙ୍କ ନିୟମାନୁଯାଇ ସାମାଜିକ ଦୂରତା ରକ୍ଷା କରି ଆଇନ ସହାୟତା କେନ୍ଦ୍ର ଉଦଘାଟିତ ହୋଇ ଯାଇଛି, ଆଇନ ସେବା ପ୍ରାଧିକରଣ ଏବଂ ଚନ୍ଦାହାଣ୍ଡି ତାଲୁକ ଆଇନ ସେବା ସମିତି ତରଫରୁ ମାଲଗାଁ ଠାରେ ଆଇନ ସେବା କେନ୍ଦ୍ରକୁ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଉର୍ବଶୀ ନାୟକ ଉଦଘାଟନ କରି ଥିବା ବେଳେ ସମିତି ସଭ୍ୟା ଜ୍ୟୋସ୍ନାରାଣୀ ନାୟକ, ହର ନାୟକ, ଡମ୍ବରୁ ପାତ୍ର ବରିଷ୍ଠ ଆଇନଜୀବ ମନୋଜ କୁମାର ବାରିକ, ଜୟଦେବ ଖମାରି ପ୍ରମୂଖ ଯୋଗ ଦେଇ ଆଇନ ସେବା ବିଷୟ ରେ ଆଲୋକପାତ କରିବା ସହ କିଭଳି ଭାବ ରେ ସାଧାରଣ ଲୋକ ଆଇନ ସେବା ମାଗଣା ରେ ପାଇ ପାରିବେ ତାହା ଉପସ୍ଥିତ ଜନସାଧାରଣ ଙ୍କୁ ବୁଝାଇ ଥିଲେ ।

ଏହା କୁ ପାରା ଲିଗାଲ ସ୍ୱେଚ୍ଛାସେବୀ ଲବ ସୁନା, ଜୟଦେବ ବାଗ, ଦେବରାଜ ବାଘ, ଗଣେଶ୍ୱର ବାଘ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ! ସେହିପରି ଅନକାବେଡ଼ା ଗ୍ରାମ ପଞ୍ଚାୟତ ଠାରେ ଉଦଘାଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଶ୍ରୀ ଭୋବ ପୂଜାରୀ ଯୋଗଦେଇ ଆଇନ ସହାୟତା କେନ୍ଦ୍ରକୁ ଉଦଘାଟନ କରି ଥିବା ବେଳେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟ ନାରାୟଣ ଭତ୍ରା, ଆଇନଜୀବି ହୁମେଶ୍ୱର ହଂସ ଯୋଗ ଦେଇ ଆଇନ ସେବା ବିଷୟରେ ଉପସ୍ଥିତ ଜନସାଧାରଣଙ୍କୁ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମ କୁ ପାରା ଲିଗାଲ ସ୍ବେଛାସେବୀ ଦେନାଥ କେଉଟ, ନକୁଳ ମନହୀରା ପରିଚାଳନା କରି ଥିଲେ । ଏହି ଆଇନ ସହାୟତା କେନ୍ଦ୍ର ଗୁଡିକ ମାସର ପ୍ରତ୍ୟେକ ରବିବାର କାର୍ଯ୍ୟକ୍ଷମ ହେବ ବୋଲି ଜଣାପଡିଛି ! (ରିପୋର୍ଟ- ଯୁବରାଜ ଜଗତ)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version