• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯାହା ହୋଇନାହିଁ ବାଦଲ ଅମଳେ ତାହା ହୋଇଥିଲା ରବିଙ୍କ ବେଳେ – ଅଞ୍ଚଳବାସୀ

Proprietor Abhimanyu Maharana by Proprietor Abhimanyu Maharana
December 27, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଯାହା ହୋଇନାହିଁ ବାଦଲ ଅମଳେ ତାହା ହୋଇଥିଲା ରବିଙ୍କ ବେଳେ – ଅଞ୍ଚଳବାସୀ
Share on FacebookShare on TwitterWhatsapp

୨୬ ଡିସେମ୍ବର ସୋମବାର ( ଓଡ଼ିଶା ତାଜା ନ୍ୟୁଜ ) ଚାନ୍ଦପୁର :- ଚାନ୍ଦପୁର ବସନ୍ତମଞ୍ଜରୀ ସାଧାରଣ ଚିକିତ୍ସାଳୟ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଜ୍ଞପ୍ତି ୨୯ ୬ ୧୧, ୨୨. ୧୨.୨୦୨୨ ମୁତାବିକ ଟ୍ରମା କେୟାର ଲେବଲ o୩ ଘୋଷିତ ହୋଇଛି I ଫଳତଃ ଅଂଚଳରେ ଖୁସିର ଲହରି ଖେଳି ଯାଇଛି I ପ୍ରଶାସନିକ ଚକ୍ରାନ୍ତରେ ଏକଦା ରାଜ୍ୟର ସର୍ବବୃହତ ବସନ୍ତ ମଞ୍ଜରୀ ଯକ୍ଷ୍ମା ସ୍ୱାସ୍ଥ୍ୟ ନିବାସ ଘରୋଇ କରଣ ହେବାକୁ ଯାଉଥିଲା I  ସାଧାରଣ ଜନତାଙ୍କ ଦୃଢ଼ ବିରୋଧ ଯୋଗେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାକୁ ସାଧାରଣ ଚିକିତ୍ସାଳୟ ଘୋଷଣା କରିଥିଲେ I ଭବିଷ୍ୟତରେ ଏହାକୁ ମେଡ଼ିକାଲ କଲେଜ ପାଇଁ ଜନସାଧାରଣ ଦାବୀ ରଖିଛନ୍ତି I ଜାତୀୟ ରାଜପଥ ୧୬ ପାର୍ଶ୍ଵରେ ଥିବା ଏହି ହାସପାତାଳ ର ଟ୍ରମା କେୟାର ସେବା ସରକାରଙ୍କ  ସମୟୋଚିତ ନିଷ୍ପରିତି ଅଟେ I ସଂପ୍ରତି ପ୍ରାୟ ଏକହଜାର ରୁ ଉର୍ଦ୍ଧ୍ଵ ବହିରାଗତ ରୋଗୀ ଚିକିତ୍ସା ଭରସାରେ ଏଠାକୁ ଆସିଥlନ୍ତି I ବର୍ତ୍ତମାନ ଦୁର୍ଘଟଣା ଜନିତ ତତ୍କାଳ ସେବା ଉପଲବ୍ଧ ହୋଇ ପାରିବ ଓ ୨୪ ଘଣ୍ଟିଆ ଜରୁରୀ ଚିକିତ୍ସା କାର୍ଯ୍ୟକ୍ଷମ ହେବ I ଏହା ଅଂଚଳ ବାସୀଙ୍କ ଦୀର୍ଘଦିନ ଦାବୀର ସାକାର ରୂପ I ୨୦୧୪-୧୯ ରେ ରଣପୁରର ପୂର୍ବତନ ବିଧାୟକ ରବି ନାରାୟଣ ମହାପାତ୍ର ଙ୍କ ସତ ପ୍ରଚେଷ୍ଟା ରେ ଚାନ୍ଦପୁର ବସନ୍ତ ମଞ୍ଜରୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଟ୍ରମା କେୟାର କରିବାର ସ୍ବପ୍ନ ୨୦୧୭ ମସିହାରେ ଦେଖିଥିଲେ । ଏବଂ ଦିନରାତି ଟ୍ରମା କେୟାର ହେବାର ସ୍ବପ୍ନ ଦେଖିଥିବା ରବିଙ୍କର ସ୍ବପ୍ନ ଆଜି (୨୦୨୨)ରେ ସାକାର ହୋଇଛି । ରାଜ୍ୟ ସରକାର ଏହାକୁ ଟ୍ରମା କେୟାର ଘୋଷଣା କରିବା ପରେ ଚାନ୍ଦପୁର ଅଞ୍ଚଳ ବାସୀ ଓ ବୁଦ୍ଧିଜୀବୀ ମହଲରେ ରବି ଙ୍କ ର ଭୂରୀ ଭୁରୀ ପ୍ରଂଶସା କରାଯାଉଥିବା ଦେଖିବାକୁ ମିଳିଛି । ଟ୍ରମା କେୟାର ହେବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ସଭାପତି ଧନେଶ୍ଵର ଅଗ୍ରୱାଲ, ପୂର୍ବତନ ସରପଞ୍ଚ ଅଶୋକ ସାହୁ, ଅରୁଣ ସୁବୁଦ୍ଧି, ସାମାଜିକ କର୍ମୀ ମନୋଜ ଦାସ ପ୍ରମୁଖ ଧନ୍ୟବାଦ ଓ କୃତଜ୍ଞତା ଜଣାଇ ଛନ୍ତି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version