୨୯ ଡିସେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :- ବରଗଡ଼ ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର ଉଦଘାଟନ ଉତ୍ସବରେ ଆୟୋଜିତ ସାଂସ୍କୃତିକ ଶୋଭାଯାତ୍ରା ରେ ଯୋଗଦେଇ ଦର୍ଶକଙ୍କ ମନମୋହିଲେ କନ୍ଧମାଳ କଳାବିକାଶ କେନ୍ଦ୍ର ବାଲିଗୁଡାର କଳାକାର l କନ୍ଧମାଳ କଳା ବିକାଶ କେନ୍ଦ୍ରର ସମ୍ପାଦକ ପ୍ରମୋଦ କୁମାର ଦଣ୍ଡସେନା,ଜଗନ୍ନାଥ ବିଶୋଇ, ଏବଂ ପ୍ରଶାନ୍ତ ସାହୁ ଙ୍କ ନେତୃତ୍ୱ ରେ କନ୍ଧମାଳର ସର୍ବ ପୁରାତନ ଲୋକକଳା ଡାକୁଲ ନୃତ୍ୟ ବରଗଡ଼ରେ ପହଂଚି ଏକ କୋଡିଏ ଜଣିଆ ଟିମ ଦ୍ୱାରା ପରିବେଷଣ କରିଥିଲେ l ବରଗଡ଼ ଧନୁଯାତ୍ରାର ସାଂସ୍କୃତିକ ଶୋଭାଯାତ୍ରା ରେ ଏହି ଡାକୁଲ ନୃତ୍ୟକୁ କୁ ଅଞ୍ଚଳର ଯୁବକ ଯୁବତୀ ଅଫିସର ମନଭରି ଉପଭୋଗ କରିଥିଲେ l ଆଦିମ ଅଧିବାସୀ ଙ୍କ ବେଶଭୁଷା କଳା ନୈପୁଣ ଏବଂ ନୃତ୍ୟକୁ ଜୀବନ୍ତ କରିବାରେ ସକ୍ଷମ ହୋଇଥିଲେ lଏହି କଳା ସଂଗଠନ ଲୋକ କଳା ଲୋକ ସଂସ୍କୃତିକୁ ପ୍ରାଧାନ୍ୟ ଦେଇ ଗ୍ରାମାଞ୍ଚଳ ର ପ୍ରତିଭା ଙ୍କୁ ସୁଯୋଗ ଦେଉଥିବାରୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି l