• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁବାଇ ରୁ ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଶୁଭେଚ୍ଛା : ବିଶ୍ଵ ର ସର୍ବୋଚ୍ଚ ନଭଶ୍ଚୁମ୍ବି ଅଟ୍ଟାଳିକା ବୁର୍ଯ ଖଲିଫା ସମ୍ମୁଖ ରେ ଧନୁଯାତ୍ରା ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
January 2, 2023
in ଓଡ଼ିଶା, ବରଗଡ଼, ହୋମ୍
0
ଦୁବାଇ ରୁ ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଶୁଭେଚ୍ଛା : ବିଶ୍ଵ ର ସର୍ବୋଚ୍ଚ ନଭଶ୍ଚୁମ୍ବି ଅଟ୍ଟାଳିକା ବୁର୍ଯ ଖଲିଫା ସମ୍ମୁଖ ରେ ଧନୁଯାତ୍ରା ପ୍ରଚାର
Share on FacebookShare on TwitterWhatsapp

୦୨ ଜାନୁଆରୀ ସୋମବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ବରଗଡ :- ଦୁବାଇ ରୁ ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ର ଝଲକ ଦେଖିବାକୁ ମିଳିଛି । ବରଗଡ ର କିଛି ଯୁବକ ନିଜର ମାଟିର ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ କୁ ବିଶ୍ଵ ଦରବାର ରେ ଆହୁରି ପ୍ରଚାର କରିବାକୁ ବିଶ୍ଵ ର ସର୍ବୋଚ୍ଚ ନଭଶ୍ଚୁମ୍ବି ଅଟ୍ଟାଳିକା ବୁର୍ଯ ଖଲିଫା ସମ୍ମୁଖ ରେ ଧନୁଯାତ୍ରା ବ୍ୟାନର ପ୍ରଦର୍ଶନ କରି ସେଠାକାର ସାଧାରଣ ଜନତା ଓ ଅନ୍ୟାନ୍ୟ ଦେଶର ପର୍ଯ୍ୟଟକ ଙ୍କୁ ଧନୁଯାତ୍ରା ମହୋତ୍ସବ ଉପରେ ପ୍ରଚାର କରିବା ସହ ସମସ୍ତଙ୍କୁ ବିଶ୍ଵ ର ଏହି ସର୍ବ ବୃହତ୍ ଖୋଲା ରଙ୍ଗମଞ୍ଚ କୁ ଦେଖି ଆସିବାକୁ ଅନୁରୋଧ କରିଛନ୍ତି । ବରଗଡ ର ଦୁଇ ସଂସ୍ଥା ହେପି ବରଗଡ ଓ ଡି ଏନ ଏମ ଫୋଟୋଗ୍ରାଫି ଧନୁଯାତ୍ରା ମହୋତ୍ସବ ସମିତି ର ପ୍ରଚାର ପ୍ରସାର କମିଟି ସହ ଆଲୋଚନା କରି ଏହି କାର୍ଯ୍ୟକ୍ରମ କୁ ହାତକୁ ନେଇଥିଲେ ।

ଦୁବାଇ ରୁ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ର ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି ଦୁଇ ଜଣ ବରଗଡ଼ିଆ । ସାରା ବିଶ୍ବରେ ବେଶ ପରିଚିତ ବୁର୍ଯ ଖଲିଫା ରୁ ହେପି ବରଗଡ଼ ଟିମ୍ ର ସହଯୋଗ ରେ ଡି ଏନ ଏମ ଫୋଟୋଗ୍ରାଫି ଟିମ୍ ଓ ଦାଉଦ୍ ନୁର୍ ସନ୍ ମଲ୍ଲିକ ଏକ ଧନୁଯାତ୍ରା ବ୍ୟାନର ଧରି ସମସ୍ତ ବରଗଡ଼ ତଥା ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଧନୁଯାତ୍ରା କୁ ବାସ୍ତବରେ ବିଶ୍ଵ ଦରବାରରେ ପହଞ୍ଚେଇବାର ହେଲେ ପ୍ରଥମେ ଆମକୁ ଏହାର ପ୍ରଚାର ପ୍ରସାର ଦେଶ ବିଦେଶରେ ମଧ୍ୟ କରିବାକୁ ହେବ କେବଳ ବରଗଡ଼ କିମ୍ବା ଓଡ଼ିଶାରେ ଏହାର ପ୍ରଚାର ପ୍ରସାର ସୀମିତ ନ ରହୁ । ଆଜି ଦୁବାଇରେ କରିଛୁ ଆଗକୁ ଆହୁରି ଏଭଳି ପ୍ରୟାସ ଆରମ୍ଭ କରିବା ପାଇଁ ପଛାଇବୁ ନାହିଁ ବୋଲି କହିଛନ୍ତି ହେପି ବରଗଡ ର ପ୍ରତିଷ୍ଠାତା ପପୁନ ଷଡ଼ଙ୍ଗୀ ।ଯଦି ସମ୍ଭବ ହେଉଛି ତେବେ ଆପଣମାନେ ଯେଉଁମାନେ ବିଦେଶ ରେ ରହୁଛନ୍ତି ବା ବିଦେଶ ଯାଉଛନ୍ତି ମଧ୍ୟ ସ୍ୱଇଚ୍ଛାରେ ଦେଶ ବିଦେଶରେ ପ୍ରଚାର ପ୍ରସାର କରିପାରିବେ ‌ବୋଲି କହନ୍ତି ଶ୍ରୀ ଷଡ଼ଙ୍ଗୀ । ବରଗଡ଼ ପାଇଁ ଆମେ ଡି ଏନ ଏମ ଟିମ୍ ଫୋଟୋଗ୍ରାଫି ଟିମ୍ ର ଏଭଳି ସୁନ୍ଦର ପ୍ରୟାସ ଏକ ଛୋଟିଆ ଉପହାର ଧନୁଯାତ୍ରା ମହୋତ୍ସବ ସମିତି,ଧନୁଯାତ୍ରା ପ୍ରଚାର ପ୍ରସାର କମିଟି ଏବଂ ସମସ୍ତ ବରଗଡ଼ ବାସୀଙ୍କୁ ବୋଲି କହିଛନ୍ତି ଶ୍ରୀ ଷଡ଼ଙ୍ଗୀ । ହେପୀ ବରଗଡ ଓ ଡି ଏନ ଏମ ଫୋଟୋଗ୍ରାଫି ଟିମ କୁ ଏଭଳି ଅଭିନବ ପ୍ରଚାର ପାଇଁ ଧନୁଯାତ୍ରା ମହୋତ୍ସବ ସମିତି ପ୍ରଚାର ପ୍ରସାର କମିଟି ପକ୍ଷରୁ ଧନ୍ୟବାଦ୍ ଅର୍ପଣ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version