• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହିଳା ମହାବିଦ୍ୟାଳୟ ପକ୍ଷରୁ ହକି ପାଇଁ ଜାଗରଣ

Proprietor Abhimanyu Maharana by Proprietor Abhimanyu Maharana
January 3, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ମହିଳା ମହାବିଦ୍ୟାଳୟ ପକ୍ଷରୁ ହକି ପାଇଁ ଜାଗରଣ
Share on FacebookShare on TwitterWhatsapp

୩ ଜାନୁଆରୀ ମଙ୍ଗଳବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ଭୁବନ :– ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ହକି ବିଶ୍ୱ କପ ପାଇଁ ଜାଗରଣ କରାଯାଇଥିଲା । ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରି କହିଥିଲେ ଯେ , ଆମ ରାଜ୍ୟରେ ହକି ବିଶ୍ୱ କପ ଆୟୋଜନ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବ ର ବିଷୟ । ଭାରତ ହକି ଟିମ ର ଓଡିଶା ପ୍ରାୟୋଜକ ହେବା ଆଉ ଏକ ଗର୍ବର କଥା । ସାରା ବିଶ୍ୱ ଓଡିଶାକୁ ଦେଖିବ ଏବଂ ଓଡିଶା ସାରା ବିଶ୍ୱରେ ପରିଚୟ ସୃଷ୍ଟି କରିବା ସହିତ ପ୍ରସିଦ୍ଧି ଲାଭ କରିବ । ପ୍ରତ୍ୟେକ ଓଡିଆ ଏଥିପାଇଁ ଗର୍ବିତ ହେବା ଉଚିତ ବୋଲି ଅଧ୍ୟକ୍ଷ ଶ୍ରୀମାନ ଦାସ ମତବ୍ୟକ୍ତ କରିଥିଲେ ।ଏନସିସି , ଏନଏସଏସ, ୟୁଥ ରେଡକ୍ରସ ଏବଂ କଲେଜ ଛାତ୍ରୀ ମାନେ ପ୍ଲାକାର୍ଡ ଧରି ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ । ନଗରପାଳ ଶୁଭେନ୍ଦୁ ସାହୁ ଓ କଲେଜ ପରିଚାଳନା କମିଟି ପୂର୍ବତନ ସଂପାଦକ ଦେବବ୍ରତ ପୃଷ୍ଟି ଏହି ଜାଗରଣ କୁ କାଳୀବଜାର ଠାରେ ସ୍ୱାଗତ କରିଥିଲେ । “ରାହାଗିରି”ନିମନ୍ତେ ପ୍ରସ୍ତୁତି ବୈଠକ ଭୁବନ ୩.୧- ଭୁବନ ବିଜ୍ଞାପିତ ଅଂଚଳ ପରିଷଦ ତରଫରୁ ପ୍ରଥମ ଥର ପାଇଁ “ରାହାଗିରି”ଅନୁଷ୍ଠିତ ହେବ । ଏଥି ନିମନ୍ତେ ଆଜି ଏନଏସି ସଦ୍‌ଭାବନା ଗୃହ ଠାରେ ନଗରପାଳ ଶୁଭେନ୍ଦୁ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ନିର୍ବାହୀ ଅଧିକାରୀ ଶ୍ୟାମ ସୁନ୍ଦର ସାହୁ , ବିଡିଓ କଲ୍ୟାଣ ସୌରଭ ଦାଶ , ତହସିଲଦାର ,ଗୋଷ୍ଠୀ ଶିକ୍ଷାଧିକାରୀ , କଲେକ ଅଧ୍ୟକ୍ଷ , ସ୍କୁଲ ଶିକ୍ଷକ ,ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା, କାଉନସିଲର ଏବଂ ଏନଏସି କର୍ମଚାରୀ ମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । “ରାହାଗିରି” କାର୍ଯ୍ୟକ୍ରମରେ ପଥପ୍ରାନ୍ତ ନାଟକ , ଝୋଟି , ମୁରୁଜ , ବାଲୁକାକଳା , ଟେରାକୋଟା , ଓଡିଶୀ , ନୃତ୍ୟ , ସଙ୍ଗୀତ ,ଏକକ ଅଭିନୟ ଏବଂ ସ୍ଲୋଗାନ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ସ୍ଥିର ହୋଇଥିଲା । ଆସନ୍ତା ୮ ତାରିଖ ରବିବାର ସକାଳ ୭ ଘଟିକା ଠାରୁ ଦିବା ୧୦ ଘଟିକା ପର୍ଯ୍ୟନ୍ତ କାଳୀବଜାର ଠାରୁ ଏନଏସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ରାସ୍ତା ସର୍ବସାଧାରଣଙ୍କ ଯାତାୟତ ନିମନ୍ତେ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

July 26, 2026
ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version