• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତପ୍ତପାଣି ଘାଟିରେ ଯାତ୍ରୀବାହି ବସ ମହାଲକ୍ଷ୍ମୀ ଦୁର୍ଘଟଣା ଗ୍ରସ୍ଥ, ଅଳ୍ପକେ ବର୍ତ୍ତିଲେ ସମସ୍ତ ଯାତ୍ରୀ ସାମାନ୍ୟ ଆହତ

Proprietor Abhimanyu Maharana by Proprietor Abhimanyu Maharana
January 5, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ତପ୍ତପାଣି ଘାଟିରେ ଯାତ୍ରୀବାହି ବସ ମହାଲକ୍ଷ୍ମୀ ଦୁର୍ଘଟଣା ଗ୍ରସ୍ଥ, ଅଳ୍ପକେ ବର୍ତ୍ତିଲେ ସମସ୍ତ ଯାତ୍ରୀ ସାମାନ୍ୟ ଆହତ
Share on FacebookShare on TwitterWhatsapp

୫ ଜାନୁଆରୀ ଗୁରୁବାର୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ଗଞ୍ଜାମ :- ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ଅନ୍ତର୍ଗତ ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ଗୁରୁବାର ଦିନ ୧୦ଘଣ୍ଟା ସମୟରେ ମହାଲକ୍ଷ୍ମୀ ନାମକ ଘରୋଇ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଅଛି । ଏହି ଦୁର୍ଘଟଣାରେ ୧୫ ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି । ଖବର ପାଇ ସାନଖେମୁଣ୍ଡି ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରିଛି । ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାନୁଯାୟୀ, ଅଡ଼ବାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଘରୋଇ ବସ ମହାଲକ୍ଷ୍ମୀ ବ୍ରେକ ଫେଲ ହୋଇଯାଇଥିଲା l ଫଳରେ ରାସ୍ତା ପାର୍ଶ୍ୱକୁ ଚାଲିଯାଇଛି ବସ l ହେଲେ ଡ୍ରାଇଭରର ଉପସ୍ଥିତ ବୁଦ୍ଧି ଯୋଗୁଁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଖବର ପାଇ ସାନଖେମୁଣ୍ଡି ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରିଛି। ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Bajaj Finance Empowers Rural Odisha with Financial Literacy and Cyber Fraud Awareness

ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ୟମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ

September 22, 2026

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Bajaj Finance Empowers Rural Odisha with Financial Literacy and Cyber Fraud Awareness

ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ୟମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ

September 22, 2026
Bajaj Finance Empowers Rural Odisha with Financial Literacy and Cyber Fraud Awareness

Bajaj Finance Empowers Rural Odisha with Financial Literacy and Cyber Fraud Awareness

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version