• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁମ୍ମାରେ ତୃତୀୟ ସମିତି ବୌଠୋକ,ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକୁ ଗୁରୁତ୍ୱ,ବୋୖଠୋକ ପୂର୍ବରୁ କକ୍ଷତ୍ୟାଗ କରିଥିଲେ – ସମସ୍ତେ ସମିତି ଓ ସରପଞ୍ଚ

Proprietor Abhimanyu Maharana by Proprietor Abhimanyu Maharana
January 7, 2023
in ଓଡ଼ିଶା, ଗଜପତି, ହୋମ୍
0
ଗୋଷାଣୀ ବ୍ଲକ ଗାରବନ୍ଧ ଭେଙ୍କଟଶ୍ୱର ବିଦ୍ୟାଳୟ ଠାରେ ଚାଲିଥିବା ଅଷ୍ଟମ ବାର୍ଷିକ ଗଜପତି ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସାମୁହିକ କ୍ରୀଡା ପ୍ରତିଯୋଗିତା ଉଦଯାପନ
Share on FacebookShare on TwitterWhatsapp

୬ ଜାନୁଆରୀ ଶୁକ୍ରବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଗୁମ୍ମା ପଞ୍ଚାୟତ ସମିତି ସଦଭାବନା ସଭାଗୃହ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ସୁନେମି ମଣ୍ଡଳଙ୍କ ଅଧ୍ୟକ୍ଷତାରେ ତୃତୀୟ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷା ସୁନେମି ମଣ୍ଡଳ, ଜିଲ୍ଲା ପରିଷଦ ସଭ୍ୟା ରେଣୁକା ପାତ୍ର,ଉପାଧ୍ୟକ୍ଷ ଶ୍ରୀନିବାସ ରାଓ,ଗୋଷ୍ଠି ଉନ୍ନୟନ ଅଧିକାରୀ ଅନୁପ ଅଭିଷେଖ ବେହେରା,ବିଧାୟକ ପ୍ରତିନିଧି କୃଷ୍ଣଚନ୍ଦ୍ର ବିଶୋଇ,ଏଇଇ ବିଭୁ ଚରଣ ପୂଜାରୀ,ଏବିଡ଼ିଓ ବିପ୍ର ଚରଣ ପ୍ରଧାନ,ଏକାଉଣ୍ଟ ସମୁନାଥ ବେହେରା,ଏମଓଆଇସି ଓ ଭାରପ୍ରାପ୍ତ ସଂପ୍ରସାରଣ ଅଧିକାରୀ ବି ଶଙ୍କର ରାଓ ଯୋଗ ଦେଇଥିଲେ। ବୋୖଠୋକ ଆରମ୍ଭ ହେବା ପୂର୍ବରୁ ସମସ୍ତ ସମିତି ସଭ୍ୟ ସଭ୍ୟା ଓ ସରପଞ୍ଚ ମାନେ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡ଼ିକରେ ଅସହଯୋଗ କରୁଥିବା ଯୋଗୁଁ ସଭା ଗୃହରେ ନ ବସିବାକୁ କକ୍ଷତ୍ୟାଗ କରିଥିଲେ।

ବହୁ ବୁଝାସୁଝା ପରେ ସଭାଗୃହରେ ଯୋଗ ଦେଇଥିଲେ। ପ୍ରଥମେ ଗ୍ରାମ ପଞ୍ଚୟତ ସଂପ୍ରସାରଣ ଅଧିକାରୀ ଶ୍ରୀ ବି ଶଙ୍କର ପୂର୍ବ ବୈଠକର ବିବରଣି ପାଠ କରି ଶୁଣାଇଥିଲେ। ଏଥିସହ ସ୍ଵଚ୍ଛ ଭାରତ,ପାନୀୟ ଜଳ ଯୋଗାଣ, ଗ୍ରାମ୍ୟ ଗୃହ ନିର୍ମାଣ ଯୋଜନା,ସାମାଜିକ ସୁରକ୍ଷା,ମହିଳା ଓ ଶିଶୁ ବିକାଶ, ମନରେଗା ଯୋଜନା,ପଞ୍ଚଦଶ ଅର୍ଥ କମିଶନ ଓ ପଞ୍ଚଦଶ ଅର୍ଥ କମିଶନ, ଓଡ଼ିଶା ଜୀବିକା ମିଶନ ଜଯୋନା,ଖାଦ୍ୟ ସୁରକ୍ଷା,ସ୍ୱାସ୍ଥ୍ୟ,ଶିକ୍ଷା,କୃଷୀ,ଗ୍ରାମୀୟ ଉନ୍ନୟନ, ପୂର୍ତ୍ତ ବିଭାଗ,କୃଷି ଉଦ୍ୟାନ ଯୋଜନା,ପଶୁ ସମ୍ପଦ,ଶିଶୁ ସୁରକ୍ଷା,ଉନ୍ନୟନ କାର୍ଯ୍ୟ ଓ ଜନସାଧାରଣଙ୍କ ଅଭିଯୋଗ ଭଳି ଅନ୍ୟାନ୍ୟ ସମସ୍ତ ବିସୟରେ ପୁଙ୍ଖାନୁ ପୁଙ୍ଖ ଭାବରେ ଆଲୋଚନା କରାଯାଇଥିଲା।ଲୋକ ପ୍ରତିନିଧି ମାନଙ୍କ ଅଜାଣତରେ ମଞ୍ଜୁର କରାଯାଉଥିବା ପ୍ରକଳ୍ପକୁ ବିରୋଧ କରି ସଭାଗୃହରେ ଅସନ୍ତୋଷ ଦେଖା ଦେଇଛି।ପ୍ରଶାସନିକ ଅଧିକାରୀ ମାନଙ୍କ ମନମୁତାବକ କାର୍ଯ୍ୟ ଓ କନିଷ୍ଠ ଯନ୍ତ୍ରୀ ମାନଙ୍କ ବହୁ ଦୁର୍ନୀତି ସମ୍ପର୍କରେ କ୍ଷବ ପ୍ରକାଶ କରିଛନ୍ତି ତୋରଭା ସମିତି ସଭ୍ୟ ଡାନିଏଲ ଶବର ।

ସେହିପରି ବାଇଝାଲ ସରପଞ୍ଚ ନାଉମ ଗମାଙ୍ଗ,ଜିସି ଗମାଙ୍ଗ,ଏଡେଙ୍ଗା ଶବର,ସମିତି ସଭ୍ୟା ଗୀତାଞ୍ଜଳି ଖଣ୍ଡୁଆଳ, ଏସନୀ ରଇତ,ମୌବିତା ମଣ୍ଡଳ ଓ ସିଂଧାରାଣୀ ସମିତି ସଭ୍ୟ ଓ ସରପଞ୍ଚ ମାନଙ୍କୁ ଅଧକ୍ଷା ଅଣଦେଖା କରୁଥିବା ସହ ଝାମି ପଞ୍ଚାୟତ ଅନ୍ତର୍ଗତ ଏସ ବଢୁଆ ବିଦ୍ୟାଳୟର ଟି ତୁଳସୀ ଦାସ ଶିକ୍ଷକ ଯୋଗୁଁ ୪୦ ଛାତ୍ରଛାତ୍ରୀ ବିଦ୍ୟାଳୟକୁ ଯାଉ ନଥିବା ଏକ ବଡ଼ ପ୍ରସଙ୍ଗ ଉଠାଇଛନ୍ତି। ଅନେକ ଗ୍ରାମ ମାନଙ୍କରେ ପାନୀୟ ଜଳ ସମସ୍ୟା ସମ୍ପର୍କରେ ନବନିର୍ବାଚିତ ଜିବା, ଝାମି,ଗୁମ୍ମା ଓ ପରିଡ଼ା ପ୍ରତିନିଧିମାନେ ଗୃହରେ ଅଭିଯୋଗ କରିଥିଲେ। ଏହି ବୈଠକରେ ୨୦ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ,ସମିତି ସଭ୍ୟ,ଗ୍ରାମ ସେବକ ଏବଂ ସମସ୍ତ ଲାଇନ ଡିପାର୍ମେଣ୍ଟ ଉପସ୍ଥିତ ଥିଲେ।ଜିପିଇଓ ବି ଶଙ୍କର ରାଓ ବୈଠକକୁ ପରିଚାଳନା କରିବା ସହିତ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି – ରଣପୁର ଏନଏସି

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି – ରଣପୁର ଏନଏସି

August 15, 2026
ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

August 15, 2026
ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

August 15, 2026
ମୋତିଆବିନ୍ଦୁ ଚି଼ହ୍ନଟ ଶିବିର ଓ ନିଶୁକ୍ଳ ଔଷଧ,ଚଷମା ବଣ୍ଟନ

ମୋତିଆବିନ୍ଦୁ ଚି଼ହ୍ନଟ ଶିବିର ଓ ନିଶୁକ୍ଳ ଔଷଧ,ଚଷମା ବଣ୍ଟନ

August 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି – ରଣପୁର ଏନଏସି

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି – ରଣପୁର ଏନଏସି

August 15, 2026
ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

August 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version