• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇ-ଶ୍ରମ କାର୍ଡ ଉପଭୋକ୍ତା ମାନଙ୍କୁ ନେଇ ଦୁଇ-ଦିନିଆ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 8, 2023
in ଓଡ଼ିଶା, ଗଜପତି, ହୋମ୍
0
ଇ-ଶ୍ରମ କାର୍ଡ ଉପଭୋକ୍ତା ମାନଙ୍କୁ ନେଇ ଦୁଇ-ଦିନିଆ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୮ ଜାନୁଆରୀ ରବିବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି  :- ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ଖାରଡ଼ା ପଞ୍ଚାୟତ ଅନ୍ତର୍ଗତ ତାଡାବା ଓ ନାବଡ଼ାଗ୍ରାମଠାରେଅଗ୍ରଣୀସ୍ୱେଚ୍ଛାସେବୀ ଅନୁଷ୍ଠାନ ଆରକେଏସଏସ: ପକ୍ଷରୁ ଦୁଇ-ଦିନିଆ ଏକ ଇ-ଶ୍ରମ ଉପଭୋକ୍ତା ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି ସଚେତନତା ଶିବିର କାର୍ଯ୍ୟକ୍ରମକୁ ବ୍ରହ୍ମପୁର ସ୍ଥିତ ଶ୍ରମ ଓ ନିଯୁକ୍ତିମନ୍ତ୍ରଣାଳୟର ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ବେହେରା ଉଦଘାଟନ କରିଥିଲେ ।ଆରକେଏସଏସ: ଅନୁଷ୍ଠାନର ମୁଖ୍ୟ ତଥା ସଂପାଦକ ଶ୍ରୀ ଲକ୍ଷ୍ମୀକାନ୍ତ ପଣ୍ଡା ଏଥିରେ ଯୋଗଦେଇ ଇ-ଶ୍ରମ କାର୍ଡ ପୋର୍ଟାଲର ଆବଶ୍ୟକତା ଉପରେ ଉପାଦେୟ ସୂଚନା ମାନ ଉପଭୋକ୍ତା ମାନଙ୍କୁ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଶ୍ରୀ ଗଣେଶ ପ୍ରଧାନ ଓ ଲିଙ୍ଗରାଜ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ଥିବା ଉପଭୋକ୍ତା ମାନଙ୍କୁ ଇ-ଶ୍ରମ କାର୍ଡ ପଞ୍ଜିକରଣ ,

ଆଧାର ସହମୋବାଇଲ୍ ଫୋନ୍ ନମ୍ୱର୍ ଲିଙ୍କ ବ୍ୟାଙ୍କ୍ ଏକାଉଣ୍ଟ୍ ସହ ସମଗ୍ର ଦେଶରେ ଇ-ଶ୍ରମ କାର୍ଡ ଉପଭୋକ୍ତାଙ୍କୁ ଦୁର୍ଘଟଣା ଜନିତ ମୃତ୍ୟୁ ୨ ଲକ୍ଷ ଟଙ୍କା ଆଂଶିକ , ଅକ୍ଷମତା ପାଇଁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ସହ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହାୟତା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ ।ଏଥିସହ ଏହାର ଯୋଗାଯୋଗ ନମ୍ବର ୧୪୪୩୪ ରହିଥିବା ବେଳେ ଏହା ଶ୍ରମ ମନ୍ତ୍ରଣାଳୟ , ଭାରତ ସରକାରଙ୍କ ଅଣ ସଂଗଠିତ ଶ୍ରମିକ କଲ୍ୟାଣକାରୀ ଯୋଜନା ପଞ୍ଜୀକୃତ ଉପଭୋକ୍ତା ମାନେ ଏହାର ଲାଭ ପାଇପାରିବେ ବୋଲି ବୁଝାଇ କହିଥିଲେ ।ଏହି କାର୍ଯ୍ୟକ୍ରମରେ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା , ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବିମା ଯୋଜନା ଓ ଅଟଳ ପେନସନ ଯୋଜନାର ଗୁରୁତ୍ବ ଓ ଉପାଦେୟ ସମ୍ପର୍କରେ ଉପସ୍ଥିତ ସମସ୍ତ ଉପଭୋକ୍ତା ମାନଙ୍କୁ ବୁଝାଇ ସଚେତନ କରାଇଥିଲେ ।ଏହି ସବୁ କାର୍ଯ୍ୟକ୍ରମକୁ ଅନୁଷ୍ଠାନର କର୍ମୀ ଶ୍ରୀ ଜନାଥ ଗମାଙ୍ଗ ପରିଚାଳନା ଓ ସହଯୋଗ କରିବା ସଙ୍ଗେ ସଙ୍ଗେ ଶେଷରେ ଉପସ୍ଥିତ ଥିବା ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version