• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇଡାଇ-ଇଡିତାଲ୍ ଚଇତି ଉପଲକ୍ଷେ ଭବ୍ଯ ମିନି ମାରାଥନ ଦୌଡ ପ୍ରତିଯୋଗୀତା

Proprietor Abhimanyu Maharana by Proprietor Abhimanyu Maharana
January 8, 2023
in ଓଡ଼ିଶା, ରାୟଗଡା, ହୋମ୍
0
ଇଡାଇ-ଇଡିତାଲ୍ ଚଇତି ଉପଲକ୍ଷେ ଭବ୍ଯ ମିନି ମାରାଥନ ଦୌଡ ପ୍ରତିଯୋଗୀତା
Share on FacebookShare on TwitterWhatsapp

୮ ଜାନୁଆରୀ ରବିବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ରାୟଗଡା :- ରାୟଗଡା ଜିଲ୍ଲା ଗୁଣପୁର ବ୍ଳକ୍ ଇଡାଇ-ଇଡିତାଲ୍ ଚଇତି ଉପଲକ୍ଷେ ଆଜି ଭବ୍ଯ ମିନି ମାରାଥନ ଦୌଡ ପ୍ରତିଯୋଗୀତା ବିକ୍ରମପୁର୍ ପଥ ପ୍ରାନ୍ତ ସୁବିଧା କେନ୍ଦ୍ର ଠାରୁ ଚଇତି ମଣ୍ଡପ ନୂଆଁ ବସ୍ ଷ୍ଟାଣ୍ଡ ପର୍ଯ୍ଯନ୍ତ ଦୌଡ ପ୍ରତି ଯୋଗୀତା ହୋଇଛି । ଆଜି ସକାଳ 7.30 ଘଣ୍ଟିକା ସମୟରେ ଦୌଡ ପ୍ରତିଯୋଗୀତା ଆରମ୍ଭ ହୋଇଛି । ପ୍ରତିଯୋଗିତାରେ ପ୍ରବଳ ମାତ୍ରାରେ ଛାତ୍ର,ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ । ଯେଉଁ ଛାତ୍ର,ଛାତ୍ରୀମାନେ ଅଂଶ ଗ୍ରହଣ କରିଛନ୍ତି,ସେମାନଙ୍କ ମଧ୍ୟରୁ ଯିଏ ପ୍ରଥମ ସ୍ଥାନ, 2ୟ ସ୍ଥାନ,3ୟ ସ୍ଥାନ ପାଇଛନ୍ତି,ସେହି ଛାତ୍ର, ଛାତ୍ରୀ ମାନଙ୍କୁ ଫୁଲ ତୁଳା ଦେଇ ସ୍ନମ୍ମାନୀତ କରିଥିଲେ । ତଦସହିତ ଯେଉଁ ଛାତ୍ର,ଛାତ୍ରୀ ଅଦ୍ଧିକୃତ ହୋଇଛନ୍ତି ଯଥା ଛାତ୍ରମାନଙ୍କ ମଧ୍ୟରୁ ପ୍ରଥମ ସ୍ଥାନ-ବିଷମକଟକ ବ୍ଲକରୁ ଶ୍ରୀ-ଈଶ୍ବର ଇକ୍କା, 2ୟ ସ୍ଥାନ-କଳାହାଣ୍ଡି ଜିଲ୍ଲାରୁ-ଶ୍ରୀ-ବଳଭଦ୍ର ପିକ୍କା,3ୟ ସ୍ଥାନ-ବିଷମକଟକ ବ୍ଲକରୁ ଶ୍ରୀ-ନକୂଳ ନାୟକ ସ୍ଥାନ ଅଧିକାର କରିଥିବା ବେଳେ । ଛାତ୍ରୀମାନଙ୍କ ମଧ୍ୟରୁ ପ୍ରଥମ ସ୍ଥାନ-ଗୁଣପୁର ବ୍ଲକ୍-କୁଲୁସିଙ୍ଗ୍ ଗ୍ରାମରୁ-ଶ୍ରୀମତୀ-ମନିସା ମଣ୍ଡଳ,2ୟ ସ୍ଥାନ-ଗଜପତି ଜିଲ୍ଲା କାଶିନନଗର ବ୍ଲକ୍-ଡିଡିଙ୍ଗ୍ ଗୁଡା ଗ୍ରାମରୁ-ଶ୍ରୀମତୀ-ରାଣି ଶବର, 3ୟ ସ୍ଥାନ-ଗୁଣପୁର ବ୍ଲକ୍-ରୁମ୍ବାତୀ ଗ୍ରାମରୁ-ଶ୍ରୀମତୀ-ପ୍ରିୟଜିତା ଗମାଙ୍ଗ ସ୍ଥାନ ଅଧିକାର କରିଥିଲେ । ଗୁଣପୁର ବ୍ଳକର ପ୍ରତ୍ୟେକ ପଞ୍ଚାୟତର ସରପଞ୍ଚ ମାନେ,ବ୍ଲକ୍ ର କର୍ମଚାରୀ ଗଣ,ମେଡିକାଲ୍ ଷ୍ଟାଫ୍, ଅଗ୍ନିସମ ଷ୍ଟାଫ୍,ସୁରକ୍ଷା କର୍ମୀ,ବିଡିଓ-ଶ୍ରୀମତୀ-ଶାନ୍ତି ପ୍ରଭା ପ୍ରଧାନ, ତହସିଲଦାର ଶ୍ରୀଯୁକ୍ତ-ଶରତ ଚନ୍ଦ୍ର ନାୟକ,ସବ୍ କଲେକ୍ଟର-ଶ୍ରୀଯୁକ୍ତ-ଲଡିତ କୁମାର କହଁର ପ୍ରମୁଖରେ ମିନି ମାରାଥନ ପ୍ରତିଯୋଗୀତା ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version