• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ମହୋତ୍ସବ ଅର୍ଜୁନର ଚତୁର୍ଥ ସନ୍ଧ୍ୟା ୨୦୨୩ : ମହିଳା ପାଇକ ଆଖଡ଼ାରେ ବିମୋହିତ ହୋଇ ରହିଲେ ଦର୍ଶକ

Proprietor Abhimanyu Maharana by Proprietor Abhimanyu Maharana
January 9, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରଣପୁର ମହୋତ୍ସବ ଅର୍ଜୁନର ଚତୁର୍ଥ ସନ୍ଧ୍ୟା ୨୦୨୩ : ମହିଳା ପାଇକ ଆଖଡ଼ାରେ ବିମୋହିତ ହୋଇ ରହିଲେ ଦର୍ଶକ
Share on FacebookShare on TwitterWhatsapp

ରଣପୁର ବିସି ହାଇସ୍କୁଲ ରେ ଏନ୍ ସିସି ଖୋଲିବାକୁ ମହୋତ୍ସବ ର ବିଶିଷ୍ଟ ଅତିଥି କର୍ଣ୍ଣେଲ ପ୍ରସନ୍ନ ପଣ୍ଡା ଘୋଷଣା କରିଥିଲେ ।

୮ ଜାନୁଆରୀ ରବିବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ରଣପୁର :- ରଣପୁର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ମିନି ଷ୍ଟାଡିଅମରେ ଅନୁଷ୍ଠିତ ହେଉଥିବା ରଣପୁର ମହୋତ୍ସବ ଅର୍ଜୁନର ଚତୁର୍ଥ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି । ଭରପୁର ଦର୍ଶକଙ୍କ ଗହଣରେ ଲୋକମାନେ ଚତୁର୍ଥ ସନ୍ଧ୍ୟାର ମଜା ଉଠାଇଥିଲେ । ବିଶେଷ ଆକର୍ଷଣ ରେ ଚିଲିକା ରାଣୀ ମହିଳା ପାଇକ ଆଖଡ଼ା ,

ସିଂଘାରୀ ଏଣ୍ଟରଟେନ ମେଣ୍ଟ ହଜାର ହଜାର ଦର୍ଶକଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା ।ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ବିଧାୟକ ଶ୍ରୀ ଜିତୁ ମିତ୍ର , ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ନିର୍ଦ୍ଦେଶକ ଡ ଉମେଶ ଚନ୍ଦ୍ର ଜେନା , ସମ୍ମାନିତ ଅତିଥି ଭାବେ ରାଜ୍ୟ ଖାଉଟି ଫୋରମ୍ ଶ୍ରୀ ନାରାୟଣ ମହାପାତ୍ର , ନୟାଗଡ ମୁଖ୍ୟ କାର୍ଯ୍ୟନର୍ବାହୀ ଅଧିକାରୀ ଶ୍ରୀ ସୁବାଷ ଚନ୍ଦ୍ର ରାୟ, ରଣପୁର ଏନ୍ଏସି ଉପାଧ୍ୟକ୍ଷ ଶ୍ରୀ ବିଶ୍ଵ ରଞ୍ଜନ ପଟ୍ଟନାୟକ , ଐତିହାସିକ ଶ୍ରୀ ସତ୍ୟବାଦି ବଳିଆରସିଂହ , ପୁରୀ ଏନସିସି ର କମାଣ୍ଡିଂ ଅଫିସର୍ କର୍ଣ୍ଣେଲ ପ୍ରଶନ୍ନ ପଣ୍ଡା , ଜିଲ୍ଲାପରିଷଦ ଚେୟାରମ୍ୟାନ ଇଂ ଦେବାଶିଷ ପଟ୍ଟନାୟକ , ମହୋତ୍ସବ କମିଟି ର ସମ୍ପାଦକ ଶ୍ରୀ ସୁରେଶ ଚନ୍ଦ୍ର ମିଶ୍ର , ଆବାହକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ରାୟ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ସଭାରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ସଭାପତିତ୍ୱ କରିଥିଲେ । ରଣପୁର ବିସି ହାଇସ୍କୁଲ ରେ ଏନ୍ ସିସି ଖୋଲିବାକୁ ମହୋତ୍ସବ ର ବିଶିଷ୍ଟ ଅତିଥି କର୍ଣ୍ଣେଲ ପ୍ରସନ୍ନ ପଣ୍ଡା ଘୋଷଣା କରିଥିଲେ । ଏଥିସହିତ ରଣପୁର ରେ ଶ୍ରୀ ଜଗନ୍ନାଥ ଙ୍କ ମନ୍ଦିର ପ୍ରତିଷ୍ଠା କରିଥିବା ରଣପୁର ଗଡ ର ରାଜା ଶ୍ରୀ ଉଦ୍ଧବ ନରେନ୍ଦ୍ର ଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରିବାକୁ ମୂଖ୍ୟ ବକ୍ତା ଐତିହାସିକ ସତ୍ୟବାଦୀ ବଳିଆରସିଂହ ଦାବୀ କରିଥିଲେ । ଅପରାହ୍ନ ୩ ଘଟିକା ଠାରୁ ୫ ଘଟିକା ପର୍ଯ୍ୟନ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କୁ ନେଇ କୁଇଜ ପ୍ରତି ଯୋଗିତା କରାଯାଇଥିଲା। ସଭାକାର୍ଯ୍ୟ ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ତତ୍ ପରେ ମଞ୍ଚ ଉପରେ ସ୍ନେକ ହେଲ୍ପ ଲାଇନ ର କର୍ମି ଅଜୟ କୁମାର ଦାସ ଓ ମୁଣ୍ଡ ପୋତା କେଳା ନୃତ୍ୟ ମାଧ୍ୟମରେ ସାପ କାମୁଡ଼ାରୁ କିପରି ନିଜକୁ ବଞ୍ଚାଇ ପାରିବ ଏହାର କୌଶଳତା ପ୍ରଦଶନ କରି ସଚେତନ ବାର୍ତ୍ତା ପ୍ରଦାନ କରିଥିଲେ । ଅର୍ଜୁନ ମହୋତ୍ସବ ର ଚତୁର୍ଥ ସଂଧ୍ୟାରେ ଦୋକାନ ବଜାର ରେ ବହୁଳ ମାତ୍ରାରେ ଗହଳି ପରିଲକ୍ଷିତ ହୋଇଥିଲା । ରଣପୁର ଆଇଆଇସି ନିହାର ରଞ୍ଜନ ମହାନ୍ତି ଙ୍କ ନେତୃତ୍ବରେ ପୋଲିସ ବିଭାଗ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version