• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର, କଟକ ଓ ରାଉରକେଲାରେ ଏୟାରଟେଲ୍ ୫ଜି ପ୍ଲସ୍ ସେବାର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
January 11, 2023
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ଭୁବନେଶ୍ୱର, କଟକ ଓ ରାଉରକେଲାରେ ଏୟାରଟେଲ୍ ୫ଜି ପ୍ଲସ୍ ସେବାର ଶୁଭାରମ୍ଭ
Share on FacebookShare on TwitterWhatsapp

ମେନ୍‌ସ ହକି ୱାର୍ଲ୍ଡକପ୍‌,୨୦୨୩ ପୂର୍ବରୁ କଳିଙ୍ଗ ଓ ବିର୍ସା ମୁଣ୍ଡା ଷ୍ଟାଡିୟମରେ ନିୟୋଜିତ

୧୧ ଜାନୁଆରୀ ବୁଧବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଭାରତର ଅଗ୍ରଣୀ ଟେଲିକମ୍ୟୁନିକେଶନ୍ସ ସର୍ଭିସ୍ ପ୍ରଦାତା ଏୟାରଟେଲ ପକ୍ଷରୁ ଭୁବନେଶ୍ୱର, କଟକ ଓ ରାଉରକେଲାରେ ଏହାର ଅତ୍ୟାଧୁନିକ ୫ଜି ସେବାର ଶୁଭାରମ୍ଭର ଘୋଷଣା କରାଯାଇଛି । କମ୍ପାନୀ ଆଗାମୀ ପୁରୁଷ ହକି ବିଶ୍ୱକପ୍‌ର ଆୟୋଜନ କରୁଥିବା ଭୁବନେଶ୍ୱର ଓ ରାଉରକେଲାରେ କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅଲ୍‌ଟ୍ରାଫାଷ୍ଟ ୫ଜି ସେବାକୁ ନିୟୋଜିତ କରିଛି । ଏୟାରଟେଲ୍ ୫ଜି ପ୍ଲସ୍ ସେବାଗୁଡିକ ଗ୍ରାହକଙ୍କ ପାଇଁ ପର୍ଯ୍ୟାୟକ୍ରମେ ଉପଲବ୍ଧ ହେବ କାରଣ କମ୍ପାନୀ ଏହାର ନେଟ୍‌ୱର୍କ ସ୍ଥାପନ କରିବା ଓ ରୋଲ୍‌ଆଉଟ୍ ଶେଷ କରିବା କାମ ଜାରି ରଖିଛି । ୫ଜି ସକ୍ଷମ ଡିଭାଇସ୍ ଥିବା ଗ୍ରାହକମାନେ ରୋଲ୍‌ଆଉଟ୍ ଅଧିକ ବ୍ୟାପକ ହେବା ପର୍ଯ୍ୟନ୍ତ ବିନା କୌଣସି ଅତିରିକ୍ତ ଖର୍ଚ୍ଚରେ ହାଇସ୍ପିଡ୍ ଏୟାରଟେଲ୍ ୫ଜି ପ୍ଲସ୍ ନେଟ୍‌ୱର୍କ ଉପଭୋଗ କରିପାରିବେ ।

ବର୍ତମାନ ଏହି ୫ଜି ସେବା ଭୁବନେଶ୍ୱରର ନନ୍ଦନବିହାର, ପ୍ରଶାନ୍ତି ବିହାର, କିଟ୍‌, କଳାରାହଙ୍ଗ, ଚନ୍ଦକା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌, ଇନ୍‌ଫୋସିଟି, କାନନ୍ ବିହାର ଫେଜ୍‌୧ ଓ ଫେଜ୍ ୨, ଶୈଳଶ୍ରୀ ବିହାର, ନିଳାଦ୍ରୀ ବିହାର, ଗାଡକଣ, ଶ୍ରୀ ବିହାର, ଚନ୍ଦ୍ରଶେଖରପୁର, ବିଡିଏ କଲୋନି, ଇଷ୍ଟ୍ କୋଷ୍ଟ ରେଲ୍‌ୱେ କଲୋନି, ଏକ୍ସଆଇଏମ୍‌ବି, ଫର୍ଚ୍ୟୁନ୍ ଟାୱାର, ମୈତ୍ରୀ ବିହାର, ଜୟଦେବ ବିହାର, ଏକାମ୍ରକାନନ ପାର୍କ, ଜଗନ୍ନାଥ ବିହାର, ଆଇଆର୍‌ସି ଭିଲେଜ, କଳିଙ୍ଗ ଷ୍ଟାଡିୟମ, ବେହେରା ସାହି, ଶାସ୍ତ୍ରୀ ନଗର, ସିଆର୍‌ପିଏଫ୍ ଛକ, ସମ୍ ହସ୍ପିଟାଲ ଏରିଆ, ଭରତପୁର, ଖଣ୍ଡଗିରି, ଆଇଗିଣିଆ, କଳିଙ୍ଗ ନଗର, କଳିଙ୍ଗ ବିହାର, ଚକେଇସିଆଣି, ରସୁଲଗଡ, ସହିଦ୍ ନଗର, ସତ୍ୟ ନଗର, ଖାରବେଳ ନଗର, ମାଷ୍ଟରକ୍ୟାଂଟିନ୍‌,

ରାଜମହଲ, ବାପୁଜୀ ନଗର, ଫରେଷ୍ଟପାର୍କ, ଗଙ୍ଗନଗର, କଳ୍ପନା, ବିଜେବି ନଗର, ଲେୱିସ୍ ରୋଡ୍‌, ରବି ଟକିଜ୍‌, ସାମନ୍ତରାପୁର, ବରଗଡ ବ୍ରିଟ୍ କଲୋନି, ଲକ୍ଷ୍ମୀସାଗର, ଚିନ୍ତାମଣିଶ୍ୱର ଓ ପଳାଶୁଣିରେ ଏବଂ କଟକରେ ବାଲିକୁଦା, ଗୋପାଳପୁର, କଲ୍ୟାଣିନଗର, ବାଲିସାହି, ରାଜେନ୍ଦ୍ର ନଗର, ନୂଆସାହି, ନୟାବଜାର, ମହାନଦୀ ବିହାର, ଚାଉଳିଆଗଞ୍ଜ, ଓଏମ୍‌ପି, ରେଲ୍‌ୱେ ଷ୍ଟେସନ, ମାଲ୍‌ଗୋଦାମ, ଶଙ୍କରପୁର, ବାଦାମବାଡି, ଦୋଳମୁଣ୍ଡାଇ, ଚୌଧୁରୀ ବଜାର, ବାଲୁବଜାର୍‌, ଦର୍‌ଘା ବଜାର, ମାଛୁଆ ବଜାର, ବେପାରୀ ସାହି, ବାରବାଟୀ ଷ୍ଟାଡିୟମ, ଚଣ୍ଡୀମନ୍ଦିର, କନିକା ଛକ, ସିଡିଏ ସେକ୍ଟର-୬, ସିଡିଏ ସେକ୍ଟର-୭, ସିଡିଏ ସେକ୍ଟର-୧୦, ସିଡିଏ ସେକ୍ଟର ୧୧ ଏବଂ ରାଉରକେଲାରେ ବାସନ୍ତୀ କଲୋନୀ, ଛେଣ୍ଡ୍‌, ବିର୍ସା ମୁଣ୍ଡା ଷ୍ଟାଡିୟମ, ଜଗଦା, ଡେଲି ମାର୍କେଟ୍‌, ବନ୍ଧମୁଣ୍ଡା, ଉଦିତ୍ ନଗର, ସିଭିଲ ଟାଉନ୍‌ସିପ୍‌, ରେଲ୍‌ୱେ ଷ୍ଟେସନ, କାଳୁଙ୍ଗା ଇଣ୍ଡଷ୍ଟ୍ରିଆଲ ଏରିଆ ଆଦିରେ ଉପଲବ୍ଧ ହେଉଛି । ଏୟାରଟେଲ୍ ଖୁବଶୀଘ୍ର ଏହାର ନେଟ୍‌ୱର୍କ ବିସ୍ତାର କରି ରାଜ୍ୟବ୍ୟାପୀ ଏହାର ସେବା ଉପଲବ୍ଧ କରିବ ।

ଏହି ଶୁଭାରମ୍ଭ ଅବସରରେ ଭାରତୀ ଏୟାରଟେଲ୍‌, ଓଡିଶା-ସିଓଓ ସୌମେନ୍ଦ୍ର ସାହୁ କହିଛନ୍ତି, ‘ଆମେ ପୁରୁଷ ହକି ବିଶ୍ୱକପ୍‌ର ଆୟୋଜନ କରୁଥିବା ଦୁଇଟି ଷ୍ଟାଡିୟମରେ ୫ଜି ସେବାକୁ ନିୟୋଜିତ କରି ଅତ୍ୟଧିକ ଆନନ୍ଦିତ । ଷ୍ଟାଡିୟମରେ ଗ୍ରାହକମାନେ ସୁପର୍‌ଫାଷ୍ଟ୍ ନେଟ୍‌ୱର୍କର ଅନୁଭୂତି ପାଇପାରିବେ ଯାହା ସେମାନଙ୍କୁ ହାଇ ଡେଫିନିଶନ ଭିଡିଓ ଷ୍ଟ୍ରିମିଙ୍ଗ୍‌, ମଲ୍ଟିପୁଲ ଚାଟିଙ୍ଗ୍‌, ଫଟୋ ଓ ଭିଡିଓଗୁଡିକର ତତ୍କାଳ ଅପ୍‌ଲୋଡିଙ୍ଗ୍ ପାଇଁ ଅନୁମତି ଦେବ । ଆମେ ଭୁବନେଶ୍ୱର, କଟକ ଓ ରାଉରକେଲାରେ ମଧ୍ୟ ଆମର ୫ଜି ସେବାକୁ ଲଂଚ୍ କରିଛୁ । ଗ୍ରାହକମାନେ ଏବେ ଅଲ୍‌ଟ୍ରାଫାଷ୍ଟ୍ ନେଟ୍‌ୱର୍କର ଅନୁଭୂତି ପାଇପାରିବେ ଏବଂ ବର୍ତମାନର ୪ଜି ସ୍ପିଡ୍ ତୁଳନାରେ ୨୦ରୁ ୩୦ ଗୁଣ ପର୍ଯ୍ୟନ୍ତ ଅଧିକ ସ୍ପିଡ୍ ଉପଭୋଗ କରିପାରିବେ । ଆମେ ସମଗ୍ର ରାଜ୍ୟରେ ୫ଜି ସେବା ଆରମ୍ଭ କରିବା ପାଇଁ ପ୍ରକ୍ରିୟାରେ ରହିଛୁ ଯାହା ଗ୍ରାହକଙ୍କୁ ହାଇଡେଫିନିଶନ ଭିଡିଓ ଷ୍ଟ୍ରିମିଂ, ଗେମିଂ, ମଲ୍ଟିପୁଲ ଚାଟିଙ୍ଗ, ଫଟୋ ଓ ଭିଡିଓଗୁଡିକର ଇନ୍‌ଷ୍ଟାଂଟ୍ ଅପ୍‌ଲୋଡିଙ୍ଗ୍ ପାଇଁ ସୁପର୍‌ଫାଷ୍ଟ ପହଂଚ ଉପଭୋଗ କରିବାକୁ ଅନୁମତି ଦେବ ।’

ଏୟାରଟେଲ୍ ୫ଜି ପ୍ଲସ୍ ଏୟାରଟେଲ୍ ପ୍ରଦାନ କରୁଥିବା ସେବାଗୁଡିକର ସମସ୍ତ ପୋର୍ଟଫୋଲିଓକୁ ମଜଭୁତ କରିବ । ଏହା ହାଇଡେଫିନିଶନ ଭିଡିଓ ଷ୍ଟ୍ରିମିଂ, ଗେମିଙ୍ଗ୍‌, ମଲ୍ଟିପୁଲ ଚାଟିଙ୍ଗ୍‌, ଫଟୋ ଓ ଭିଡିଓଗୁଡିକର ଇନ୍‌ଷ୍ଟାଂଟ୍ ଅପ୍‌ଲୋଡିଙ୍ଗ୍ ପାଇଁ ସୁରପ୍‌ଫାଷ୍ଟ୍ ଆକ୍‌ସେସ୍‌କୁ ଅନୁମତି ଦେବ । ଏହି ଲଂଚ୍ ସହିତ ଭାରତ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏକ ପ୍ରୋତ୍ସାହନ ପାଇବ କାରଣ ଏୟାରଟେଲ୍ ୫ଜି ପ୍ଲସ୍ ଶିକ୍ଷା, ସ୍ୱାସ୍ଥ୍ୟସେବା, ଉତ୍ପାଦନ, କୃଷି, ଯାତାୟତ ଓ ପରିବହନ କ୍ଷେତ୍ରରେ ବିପ୍ଳବ ଆଣିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

March 10, 2026
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

March 10, 2026
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version