• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହୃଦଘାତରେ ଅବସରପ୍ରାପ୍ତ ଯନ୍ତ୍ରୀ ଚୈତନ୍ୟ ରାଉତଙ୍କ ପରଲୋକ; ସ୍ଥାନୀୟ ଅଂଚଳରେ ଶୋକ

Proprietor Abhimanyu Maharana by Proprietor Abhimanyu Maharana
January 11, 2023
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ହୃଦଘାତରେ ଅବସରପ୍ରାପ୍ତ ଯନ୍ତ୍ରୀ ଚୈତନ୍ୟ ରାଉତଙ୍କ ପରଲୋକ; ସ୍ଥାନୀୟ ଅଂଚଳରେ ଶୋକ
Share on FacebookShare on TwitterWhatsapp

୧୧ ଜାନୁଆରୀ ବୁଧବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) କୋରାଇ :- ସ୍ଥାନୀୟ ଲକ୍ଷ୍ମୀନରଗ ପଂଚାୟତ ଅନ୍ତର୍ଗତ ବ୍ରାହ୍ମଣ ଶାସନର ଅବସର୍ରାପ୍ତ ଜଳସେଚନ ବିଭାଗର ନ୍ତ୍ରୀ ଚୈତନ୍ୟ ଚରଣ ରାଉତଙ୍କର ହୃଦଘାତରେ ଗତକାଲି ଭୋର ସାଢେ୫ଟାରେ ରଲୋକ ଘଟିଛି । ମୃତ୍ୟୁ ବେଳେକୁ ତାଙ୍କୁ ୮୧ବର୍ଷ ହୋଇଥିଲା । ସେ ଦୁଇଦିନ ତଳେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କଲେ । ତାଙ୍କୁ ପରିବାର ଲୋକେ ପ୍ରଥମେ ଯାଜୁର ରୋଡ ଓ ରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଚିକିତ୍ସାଳୟକୁ ନେଇ ଯାଇଥିଲେ । ସେଠାରେ ଦୁଇଦିନ ଧରି ଚିକିତ୍ସା ଚାଲିଥିଲେହେଁ ଆଜି ଭୋର ସାଢେ୫ଟା ବେଳେ ତାଙ୍କର ମୃତୁ ଘଟିଥିଲା । ସେ ରାଜ୍ୟ ସରକାରଙ୍କ ଜଳସେଚନ ବିଭାଗର କାର୍ଯ୍ୟନିର୍ବାହୀ ନ୍ତ୍ରୀଭାବେ ର୍କ୍ୟାକରି ୨୦୦୨ମସିହାରେ ଅବସର ନେଇଥିଲେ । ଏଥି ସହିତ ସେ ଜଣେ ମିଷ୍ଟ ଭାସି, ମେର୍ଳ୍ୟାନିର୍ବାହୀ ଯନ୍ତ୍ରୀଭାବେ କାର୍ଯ୍ୟକରି ୨୦୦୨ମସିହାରେ ଅବସର ନେଇଥିଲେ । ଏଥି ସହିତ ସେ ଜଣେ ମିଷ୍ଟ ଭାସି, ମେଳାପୀ, ର୍ଧ୍ୟବାନ, ପରୋପକାରୀ ତଥା ଧର୍ମ ପରାୟଣା ବ୍ୟକ୍ତିଥିଲେ ।ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିାଇଛି । ମୃତ୍ୟୁ ଖବର ପାଇ ସ୍ଥାନୀୟ ସରପଂଚ ଇଂ ସର୍ବେଶ୍ୱର ସାହୁ, ଶିକ୍ଷାବିତ ଦେବପ୍ରକାଶ ସାହୁ, ଦୁନାଥ ତ୍ରିାଠୀ, କାଳନ୍ଦିଚରଣ ଭଞ୍ଜ, ଲକ୍ଷ୍ମଣ ସାହୁ, ବିଜୟ ସାମଲ, ଶୁଶାନ୍ତ କୁମାର ପାତ୍ର, ହୃଷିକେଶ ତ୍ରିାଠୀ ୍ରମୁଖଙ୍କ ସମେତ ସ୍ଥାନୀୟ ଅଂଚଳର ବହୁ ବୁଦ୍ଧିଜୀବୀ, ସାହିତ୍ୟିକ, ସାମ୍ବାଦିକମାନେ ପହଂଚି ଶେଷ ଦର୍ଶନୂର୍ବକ ଶ୍ରଦ୍ଧାସୁମନ ଅର୍ଣକରିବା ସହ ସ୍ୱର୍ଗତ ଆତ୍ମାର ସଦ୍‌ଗତି କାମନା କରିଥିଲେ ।ଖବର ପାଇ କୋରାଇ ବିଧାୟକ ଅଶୋକ କୁମାର ବଳ, ପୂର୍ବତନ ବିଧାୟକ ତଥା ‘ମୋ କଲେଜ ଅଧ୍ୟକ୍ଷ’ ଆକାଶ ଦାସନାୟକ, ପୂର୍ବତନ ବିଧାୟିକା ସଂଚିତା ମହାନ୍ତି, କୋରାଇର ପୂର୍ବତନ ବିଧାୟକ ତଥା ପ୍ରାକ୍ତନ ରାଜ୍ୟସଭାସାଂସଦ ଡକ୍ଟର ରାମଚନ୍ଦ୍ର ଖୁଂଟିଆ, ପୂର୍ବମନ୍ତ୍ରୀ ଶରତ ରାଉତ, ଅଧ୍ୟାପକ ମଳୟ କୁମାର ମଲ୍ଲିକ ପ୍ରମୁଖ ଶୋକବ୍ୟକ୍ତି କରିବା ପୂର୍ବକ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି । ତାଙ୍କ ମରଶରିର ନିକଟରେ ପୁତୁରା ଉମାକାନ୍ତ, ସୂର୍ଯ୍ୟମଣି, ସଦାଶିବ, ପ୍ରର୍ଦ୍ୟୀମଣି, ସଦାଶିବ, ପ୍ରଦୀପ, ଦିଲ୍ଲୀ, ସଞ୍ଜୟ, ପୁଅ ମୁନା,ଟୁନା, ଝିଅ ମୀନା, ଜ୍ୱାଇଁ ପବିତ୍ର, ଭାଉଣୀ ମଞ୍ଜୁଲାତା, ଭିଣୋଇ କୀର୍ତନ ଭୂୟାଁ, ନାତି ବାଦଲ, ବଂଟି, ହାି, ଭାଇ ମୀନକେତନ ରାଉତ, ନିରଞ୍ଜନ ରାଉତ, ଦିଗାମ୍ବର ତ୍ରିାଠୀ, ଜିତେନ୍ଦ୍ର ରାଉତ, ପରମାନନ୍ଦ ଜେନା, ବ୍ରଜସୁନ୍ଦର ଜେନା, ରଶ୍ମୀରଞ୍ଜନ ରାଉତ, ପ୍ରତାପରୁଦ୍ର ପାଢୀ, ପୂର୍ଣ୍ଣଚନ୍ଦ୍ର ପାଢୀ, ପ୍ରବୀଣ ରାଉତ ପ୍ରମୁଖ ପରିବାର ଓ ବନ୍ଧୁ ବର୍ଗ ଉପସ୍ଥିତ ଥିଲେ । ଶବକୁ ଶୋଭ।ତ୍ରାରେ ଗ୍ରାମ ଶ୍ମଶାନରେ ଦାହ କରାଯାଇଥିଲା । ବଡୁଅ ପ୍ରଦୀପ୍ତ ମୁଖାଗ୍ନି ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version