ହଜାର ହଜାର ଦର୍ଶକ ଉପସ୍ଥିତ ରହି ଏହି ଉଦଘାଟନ କାର୍ଯ୍ୟକ୍ରମ କୁ ଉପଭୋଗ କରିବା ସହ ସଙ୍ଗୀତ ଓ ନୃତ୍ୟ ର ତାଳେ ତାଳେ ଚକ ଦେ ଇଣ୍ଡିଆ ଧ୍ୱନି ଦେଇ ଝୁମିଥିଲେ । ଏହି କାର୍ଯ୍ୟକ୍ରମ ରେ ପର୍ଯ୍ୟଟକ ମାନେ ଯୋଗ ଦେଇ ଭରପୁର ମଜା ନେଇଥିଲେ।କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ,ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର ,
ରାକେଶ କୁମାର ପଣ୍ଡା,ଅତିରିକ୍ତ ପୌରନିର୍ବାହୀ ଅଧିକାରୀ ମନୋଜ କୁମାର ବେହେରା, ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କୁମାର ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ,ଜିଲ୍ଲା କ୍ରିଡା ଅଧିକାରୀ ଚନ୍ଦନ ସାହୁ,ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଓଡ଼ିଶା ମୋ ପରିବାର ସଂଯୋଜକ ସୁବାଶିଷ ଖୁଣ୍ଟିଆ,ଜିଲ୍ଲା କ୍ରିଡା ସଂସଦର ସମ୍ପାଦକ ରବି ଶଙ୍କର ପ୍ରତିହାରୀ ପ୍ରମୁଖ ଯୋଗ ଦେଇଥିଲେ।ଶ୍ୟାମ ପ୍ରକାଶ ସେନାପତି ମଞ୍ଚ ପରିଚାଳନା କରିଥିଲେ।

© 2023 Odisha Taza News.