• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆନ୍ତରଜାତୀୟ ମାନବ ଅଧିକାର ପରିଷଦର ରକ୍ତଦାନ ଶିବିର – 25ୟୁନିଟ ରକ୍ତ ସଂଗ୍ରହ ହୋଇଛି ।

Proprietor Abhimanyu Maharana by Proprietor Abhimanyu Maharana
June 9, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଆନ୍ତରଜାତୀୟ ମାନବ ଅଧିକାର ପରିଷଦର ରକ୍ତଦାନ ଶିବିର – 25ୟୁନିଟ ରକ୍ତ ସଂଗ୍ରହ ହୋଇଛି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ – ରିପୋର୍ଟ/ସୋନାଲି (୯ ଜୁନ୍ ମଙ୍ଗଳବାର) ଡାଲମିଆ :- ଆଜିର ଏହି ରକ୍ତଦାନ ଶିବିର ଆୟୋଜନ, international human rights council ଆନୁକୂଲ୍ୟରେ ଶ୍ରୀ ଚେତନ କୁମାର ମହାପାତ୍ର (ଜିଲ୍ଲା ସଭାପତି) ଙ୍କ ପ୍ରଚେଷ୍ଟା ରେ କରାଯାଇଛି । ବର୍ତ୍ତମାନ corona ଭଳି ମହାମାରୀ ପରିସ୍ଥିତି ରେ ରାଜ୍ୟରେ ରକ୍ତର ଘୋର ଅଭାବ ରହିଛି । ଏହି ଅଭାବକୁ କିଛି ମାତ୍ରାରେ ମେଣ୍ଟାଇବା ପାଇଁ ଏହା ଏକ କ୍ଷୁଦ୍ର ପ୍ରୟାସ ।

ଏଥିପାଇଁ redcross society of lndia ଏବଂ ସମସ୍ତ ସହଯୋଗୀ ମାନଙ୍କୁ ଅଶେଷ ଧନ୍ୟବାଦ ଏବଂ କୃତଜ୍ଞତା ଜ୍ଞାପନ କରାଯାଇଅଛି । ରକ୍ତଦାନ କରିଥିବା ସବୁ ଭାଈ ଭଉଣୀ ମାନଙ୍କୁ ଅନେକ ଧନ୍ୟବାଦ ଏବଂ ଏହା ସହିତ ଗଣ ମାଧ୍ୟମର ସମସ୍ତ ଭାଈ ଭଉଣୀ ମାନଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଯାଇଛି । ଏହି କାର୍ଯ୍ୟକ୍ରମ ରେ ଶ୍ରୀଯୁକ୍ତ ଦାଶରଥୀ ଶତପଥୀ (ଭାରତୀୟ ପ୍ରଶାସନିକ ସେବା) ସଚିବ,

ରାଜ୍ୟ ବିଧାନସଭା ଏବଂ ମାନ୍ୟବର ବିଧାୟିକା ସୁନନ୍ଦା ଦାସ( ବରୀ) ଅତିଥି ଭାବରେ ଯୋଗଦାନ ଦେଇ ସମସ୍ତଙ୍କୁ ସାଧୁବାଦ ଜଣାଇଥିଲେ । ମାନ୍ୟବର ବାଚସ୍ପତି ମହୋଦୟ ଏହି କାର୍ଯ୍ୟକ୍ରମ ର ସଫଳତା ପାଇଁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ । ନିଜେ ଚେତନ ମହାପାତ୍ର,ସଂସ୍ଥା ସଭାପତି ତଥା ଆୟୋଜକ ରକ୍ତ ଦାନ କରିଥିଲେ । ଶ୍ରୀ ରଞ୍ଜିତ ସାମଲ ଓ ଶ୍ରୀ ସାଗର ପରିଡ଼ା ବିଶେଷ ଭାବରେ ସହଯୋଗ କରିଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଏହି ଶିବିରରେ 25ଇଉନିଟ ରକ୍ତ ସଂଗ୍ରହ ହୋଇଥିଲା ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version