• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନ ମହିଳା ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଶୀତକାଳୀନ ସ୍ୱତନ୍ତ୍ର ଶିବିର ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
January 13, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନ ମହିଳା ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଶୀତକାଳୀନ ସ୍ୱତନ୍ତ୍ର ଶିବିର ଉଦଯାପିତ
Share on FacebookShare on TwitterWhatsapp

୧୩ ଜାନୁଆରୀ ଶୁକ୍ରବାର୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଭୁବନ :– ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ଆନୁକୂଲ୍ୟରେ ଗତ ୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଜାତୀୟ ସେବା ଯୋଜନାର ଶୀତକାଳୀନ ସ୍ୱତନ୍ତ୍ର ଶିବିର ଆଜି ଉଦଯାପିତ ହୋଇଯାଇଛି । ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ତହସିଲଦାର ଡ. ରୋଜାଲିନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱେଚ୍ଛାସେବୀ ମାନଙ୍କୁ ଭୂୟସୀ ପ୍ରଶଂସା କରିଥିଲେ ।

ନିସ୍ୱାର୍ଥପର ଭାବେ ସମାଜର ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ନିଜକୁ ପ୍ରସ୍ତୁତ କରିବାକୁ ଏହି ଶିବିର ର ଆବଶ୍ୟକତା ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ । ଅନ୍ୟତମ ଅତିଥି ଭାବେ ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ଡ. ମମତା ପାତ୍ର ଶିବିରାର୍ଥୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ । ପ୍ରୋଗ୍ରାମ ଅଫିସର ଅଧ୍ୟାପକ ନିରଂଜନ ନାୟକ ଶିବିରର ବିବରଣୀ ପାଠ କରିବା ସହ ରଚନା , ଗୀତ , ରଙ୍ଗୋଲି ଓ ନୃତ୍ୟ ପ୍ରତିଯୋଗିତାରେ କୃତୀତ୍ୱ ଅର୍ଜନ କରିଥିବା ସ୍ୱେଚ୍ଛାସେବୀ ମାନଙ୍କୁ ସମ୍ମାନୀତ କରିଥିଲେ ।

ସାତ ଦିନିଆ ଏହି ଶିବିରରେ ସ୍ୱେଚ୍ଛାସେବୀ ମାନେ ଭଦଳିଆପଶି , ନୂଆଭୁବନ ଶିବ ମନ୍ଦିର , ରଗଡି ନିକଟସ୍ଥ ଅଷ୍ଟଶମ୍ଭୁ ମନ୍ଦିରପରିସରକୁ ସଫା ସୁତରା କରିଥିଲେ । ସ୍ତନ କର୍କଟ ର କାରଣ ଓ ନିରାକରଣ ଏବଂ ଯୁବ ବିକାଶ ସମ୍ବନ୍ଧରେ ଡ. ମମତା ପାତ୍ର ଆଲୋକପାତ କରିଥିଲେ । ଭୁବନ ଅଗ୍ନିଶମ ବିଭାଗ ଦ୍ୱାରା ଅଗ୍ନିନିରୋଧ ଓ ଫାଷ୍ଟଏଡ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ଇଂ ଶକ୍ତି ପ୍ରସାଦ ସାହୁ ଙ୍କ ଦ୍ୱାରା ଯାଦୁବିଦ୍ୟା ଶିକ୍ଷା ଦିଆଯାଇଥିଲା । ସ୍ୱେଚ୍ଛାସେବୀର ଲକ୍ଷ୍ୟ ସଂପର୍କରେ ସମାଜସେବୀ ଲକ୍ଷ୍ମଣ କୁମାର ଦାସ ବିବରଣୀ ପ୍ରଦାନ କରିଥିଲେ । । ପ୍ରୋଗ୍ରାମ ଅଫିସର ନିରଂଜନ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଶିବିରରେ ୫୦ ଜଣ ସ୍ୱେଚ୍ଛାସେବୀ ଙ୍କ ସହିତ କର୍ମଚାରୀ ଲକ୍ଷ୍ମଣ ସାହୁ , ସୁନିଲ ପଟ୍ଟନାୟକ , ରଙ୍ଗଲତା ସାହୁ , ନିର୍ମଳା ସାହୁ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version