• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ଵାମୀ ବିବେକାନନ୍ଦଙ୍କ ଉଠ ଜାଗ ଅମୃତ ମହୋତ୍ସବ ପରିକ୍ରମା ରଥକୁ ସ୍ଵାଗତ

Proprietor Abhimanyu Maharana by Proprietor Abhimanyu Maharana
January 15, 2023
in ଓଡ଼ିଶା, ରାୟଗଡା, ହୋମ୍
0
ସ୍ଵାମୀ ବିବେକାନନ୍ଦଙ୍କ ଉଠ ଜାଗ ଅମୃତ ମହୋତ୍ସବ ପରିକ୍ରମା ରଥକୁ ସ୍ଵାଗତ
Share on FacebookShare on TwitterWhatsapp

୧୫ ଜାନୁଆରୀ ରବିବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ରାୟଗଡ଼ା :- ସ୍ବାମୀ ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ ରାୟଗଡା ଶାଖା ଦ୍ଵାରା ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ଆଜି ରାୟଗଡା ଜିଲ୍ଲା କେନ୍ଦ୍ର ଠାରେ ସହସ୍ରାଧିକ ରାଷ୍ଟ୍ର ପ୍ରେମୀ ଙ୍କ ଗହଣରେ ସ୍ବାମୀ ବିବେକାନନ୍ଦ ରଥ ପରିକ୍ରମା କରିଥିଲା ଏହି ରଥ ସକାଳ ୯ .୩୦ ଘଣ୍ଟା ସମୟରେ ଜିସିଡି ହାଇସ୍କୁଲ ନିକଟ ଗାନ୍ଧୀ ପାର୍କ ଠାରୁ ଏକ ବିଶାଳ ପଟୁଆର ପଦଯାତ୍ରା ରେ ବାହାରି ରାୟଗଡା ନଗର ପରିକ୍ରମା କରି ସ୍ଥାନୀୟ ସ୍ଵାମୀ ବିବେକାନନ୍ଦ ବିଦ୍ୟାଳୟ ପଡ଼ିଆ ଠାରେ ପହଞ୍ଚିଥିଲା ସମାଜ ର ବିଭିନ୍ନ ବର୍ଗର କୃଷକ , ଛାତ୍ର ଛାତ୍ରୀ , ବ୍ୟବସାୟୀ ଆବାଳ ବୃଦ୍ଧ ବନିତା ଯୋଗ ଦେଇଥିଲେ ଏହି କାର୍ଯ୍ୟକ୍ରମ ର ଉଦ୍ଧେଶ୍ୟ ଥିଲା ସ୍ଵାମୀ ବିବେକାନନ୍ଦ ଙ୍କ ବାର୍ତ୍ତା ଏବଂ ବିଚାରକୁ ଦେଶର କୋଣ ଅନୁକୋଣରେ ପହଞ୍ଚ।ଇ ସକରାତ୍ମକ ବ୍ୟବସ୍ଥା ପରିବର୍ତ୍ତନ ମାଧ୍ୟମରେ ରାଷ୍ଟ୍ରକୁ ପରମ ବୈଭବ ଶାଳୀ କରିବା ।ରାୟଗଡ଼ା ସ୍ଵାଗତ ସମିତି ର ଯୋଗେଶ୍ଵର ଦାସ ଏବଂ ବିଜୟ ଚୌଧୁରୀଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସନ୍ଥ ଯୋଗୀ ଶ୍ରୀ ଚୈତନ୍ୟ ରାମଜୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ । କାର୍ଯ୍ୟକ୍ରମ ରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପୂର୍ଣ୍ଣ କାଳିନ ପ୍ରଚାରକ ତଥା ପ୍ରାନ୍ତଃ ସେବା ପ୍ରମୁଖ , ପ୍ରଧ୍ୟାପକ ଡ଼ଃ ଦୁଷ୍ମନ୍ତ କୁମାର ମହାନ୍ତି , ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ତଥା ଶକ୍ଷମ ର ପ୍ରାନ୍ତଃ ଉପଦେଷ୍ଟା ଶ୍ରୀଯୁକ୍ତ ବାଦଲ କୁମାର ତା , ଇମ୍ଫା କାରଖାନା ର ବରିଷ୍ଠ ଲୋକସଂପର୍କ ଅଧିକାରୀ ଶ୍ରୀ ଶକ୍ତି ପ୍ରଶାଦ ପାଣିଗ୍ରାହୀ , ବରିଷ୍ଠ ଆଇନଜୀବି ଶ୍ରୀ ବ୍ରଜ ସୁନ୍ଦର ନାୟକ , ଅଧିବକ୍ତା ପରିଷଦ ର ଜିଲ୍ଲା ପ୍ରମୁଖ ଶ୍ରୀ କିଶୋର କୁମାର ସାହୁ , ବରିଷ୍ଠ ଆଇନଜୀବି ଶ୍ରୀ ପଦ୍ମନାଭ ଦାଶ ଯୋଗ ଦେଇ ସ୍ଵାମୀ ବିବେକାନନ୍ଦଙ୍କ ଉଠ ଜାଗ ଅମୃତ ମହୋତ୍ସବ ପାଳନ ର ମହତ୍ବ ସହ ସ୍ଵାମୀ ବିବେକାନନ୍ଦଙ୍କ ସ୍ମୃତି ଚାରଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଗଣେଶ କୁମାର ସାହୁ , ସୁରେଶ କୁମାର ଫୁଦନାନି , ଅର୍ଜୁନ ଯାଦବ , ଦୁର୍ଗା ମାଧବ ଘୋଷ , ପରମା ନନ୍ଦ ପ୍ରଧାନ, ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ଜିଲ୍ଲା ପ୍ରଚାରକ ଶ୍ରୀଯୁକ୍ତ ପ୍ରଭାତ ମହାପାତ୍ର , ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ର ଶିକ୍ଷକ ଶିକ୍ଷୟିତ୍ରୀ ସହ ଛାତ୍ର ଛାତ୍ରୀ ମାନେ ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ର ଛାତ୍ରୀ , ଗାୟତ୍ରୀ ପରିବାର , ବିଶ୍ଵ ହିନ୍ଦୁ ପରିଷଦ , ସକ୍ଷମ ର ବିଦ୍ୟା ଭୁଷଣ ପଣ୍ଡା , ସ୍ୟାମ କୁମାର ଦାଶ , ସ୍ଵାମୀ ବିବେକାନନ୍ଦ ସେବା ସମିତି ଶ୍ରୀମତୀ ଉଷାରାଣୀ ଦାଶ , ଶ୍ରୀମତୀ ନେହା ସିଂ , ସ୍ଵାମୀ ବିବେକାନନ୍ଦ ୱାକର୍ସ କ୍ଳବ୍ , ଅଧିବକ୍ତା ପରିଷଦ , ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ , ସଂକିର୍ତ୍ତନ ମଣ୍ଡଳୀ , ସହରର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି , ବୁଧିଯିବି , ବ୍ୟବସାୟ ସହ ସମସ୍ତ ବର୍ଗ ର ଜନସାଧାରଣ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version