• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆମ ୪୨ ମୌଜା ପକ୍ଷରୁ ବନ୍ଧୁମିଳନ ଓ ଆଲୋଚନାଚକ୍ର

Proprietor Abhimanyu Maharana by Proprietor Abhimanyu Maharana
January 16, 2023
in ଓଡ଼ିଶା, କଟକ, ମନୋରଞ୍ଜନ, ହୋମ୍
0
ଆମ ୪୨ ମୌଜା ପକ୍ଷରୁ ବନ୍ଧୁମିଳନ ଓ ଆଲୋଚନାଚକ୍ର
Share on FacebookShare on TwitterWhatsapp

୧୬ ଜାନୁଆରୀ ସୋମବାର ,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) କଟକ :- ସଦର ଥାନା ଅନ୍ତର୍ଗତ “ଆମ ୪୨ ମୌଜ଼ା” ସଂଗଠନ ତରଫରୁ ମକର ସଂକ୍ରାନ୍ତି ଉପଲକ୍ଷେ ଏକ ବନ୍ଧୁମିଳନ ଓ ଆଲୋଚନାଚକ୍ର ବଳୀବାମନ ପୀଠଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୦୦ ରୁ ଅଧିକ ବ୍ୟକ୍ତିବିଶେଷ ଯୋଗଦେଇ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନାଚକ୍ରରେ ଅଂଶଗ୍ରହଣ କରିଥିଲେ । ଆମ ୪୨ ମୌଜ଼ା ସଂଗଠନ ର ସଭାପତି ଶ୍ରୀ ଦେବୀପ୍ରସାଦ ପତି, ୪୨ମୌଜ଼ାଉନ୍ନୟନ ପରିଷଦ ର ସଭାପତି ଅନିଲ ଦାସ,ଯୁବ ଛାତ୍ର ପରିଷଦ ର ଉପଦେଷ୍ଟା ପ୍ରଭାତ କୁମାର ଦେବତା,ରାଷ୍ଟ୍ରୀୟ ପଛୁଆ ବର୍ଗର ପ୍ରଭାରୀ ସଞ୍ଜିତ ସାସମଲ,

ହିନ୍ଦୁସେନାର ରାଜ୍ୟ ସଭାପତି ଦେବାଶିଷ ରାଉତ,ଯୁବ ଓ ଛାତ୍ର ନେତା ରଞ୍ଜିତ ମଲ୍ଲିକ ,ସମାଜ ସେବି ହରିଚନ୍ଦନ ନାୟକ, ବରିଷ୍ଠ ମୁରବି ଅଭୟ ମହାପାତ୍ର,ଅନିଲ ମହାପାତ୍ର, ଅନୟ ମହାପାତ୍ର,ଅତିଶ ଭୋଳ, ଶମ୍ଭୁ ବୈଠାଲୁ,ବିଶ୍ୱରଂଜନ ସେଠୀ, ଉତ୍କଳ ବିକାଶ ପରିଷଦ ର ଗାନ୍ଧୀ ଗୁରୁ ଦାସ,ବିଜୟ ମଲ୍ଲିକ, ଅଜୟ ଦେବତା, ଭାରତୀୟ କିସାନ ସଙ୍ଘ ର କଟକ ଜିଲ୍ଲା ର ନିରଞ୍ଜନ ରାଉଳ, ସନ୍ତୋଷ ଭୋଇ, ପ୍ରସନ୍ନ ବେହେରା, ସାଗର ବେହେରା, ଅଜୟ ନାୟକ, ଅଜୁ ନାୟକ, ହୃଦାନନ୍ଦ ହୋତା, ଲଲାଟ ଚୌଧୁରୀ, ରୁଦ୍ର ଜେନା,

ପ୍ରକୃତି ବନ୍ଧୁ ନବକିଶୋର ପଣ୍ଡା,ମୁକ୍ତିକାନ୍ତ ମହାନ୍ତି, ଅଜୟ ଜେନା ଏବଂ ପରିବର୍ତ୍ତନ ସଙ୍ଗଠନ ର ଆବାହକ ସୁଧାଂଶୁ ଦାସ,ଆନନ୍ଦ ନୃସିଂହ ସ୍ମୃତି କମିଟି ର ସଭାପତି ନାରାୟଣ ଚନ୍ଦ୍ର ମହାନ୍ତି ଓ ଅନ୍ୟାନ୍ୟ ବହୁତ ବନ୍ଧୁମାନେ ଯୋଗଦେଇଥିଲେ । ବିଶ୍ଵ ପରିବେଶ ସୁରକ୍ଷା ପାଇଁ ପ୍ରକୃତି ବନ୍ଧୁ ନବକିଶୋର ଙ୍କ ଲକ୍ଷାଧିକ ବୃକ୍ଷରୋପଣ ଓ ନିରନ୍ତର ଅନେକ ଜଙ୍ଗଲ ସୃଷ୍ଟି ଅଭିଯାନକୁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଅବଗତ କରି ପଦ୍ମଶ୍ରୀ ପାଇଁ ଆଗାମୀ ଦିନରେ ଦାବୀ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version