• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନ୍ୟାସନାଲ ଷ୍ଟାର୍ଟଅପ ଦିବସ : ବେଦାନ୍ତ ଆଲୁମିନିୟମ ମେକ ଇନ ଇଣ୍ଡିଆ ନିର୍ମାଣ କ୍ଷେତ୍ରରେ ଏକ ମଜବୁତ ଷ୍ଟାର୍ଟଅପ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରୁଛି

Proprietor Abhimanyu Maharana by Proprietor Abhimanyu Maharana
January 16, 2023
in ଓଡ଼ିଶା, ଦେଶ, ହୋମ୍
0
ନ୍ୟାସନାଲ ଷ୍ଟାର୍ଟଅପ ଦିବସ : ବେଦାନ୍ତ ଆଲୁମିନିୟମ ମେକ ଇନ ଇଣ୍ଡିଆ ନିର୍ମାଣ କ୍ଷେତ୍ରରେ ଏକ ମଜବୁତ ଷ୍ଟାର୍ଟଅପ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରୁଛି
Share on FacebookShare on TwitterWhatsapp

ଉତ୍ପାଦନ ଅଭିବୃଦ୍ଧି ପାଇଁ ପ୍ରାୟ ୪୦ ଷ୍ଟାର୍ଟଅପ ନିର୍ମାଣକୁ ପ୍ରୋତ୍ସାହିତ କରିବ

୧୬ ଜାନୁଆରୀ ସୋମବାର ,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ନୂଆଦିଲ୍ଲୀ :- ନ୍ୟାସନାଲ ଷ୍ଟାର୍ଟଅପ ଦିବସ ଅବସରରେ ବେଦାନ୍ତ ଆଲୁମିନିୟମ, ଭାରତର ଅଗ୍ରଣୀ ଆଲୁମିନିୟମ ଉତ୍ପାଦକ ଭାରତର ସମୃଦ୍ଧ ଷ୍ଟାର୍ଟଅପ ଇକୋସିଷ୍ଟମ ଓ ପରବର୍ତି ପର୍ଯ୍ୟାୟରେ ଶକ୍ତି ଯୋଗାଇବା ଲାଗି ଏହା ପ୍ରାୟ ୪୦ଟି ଅଗ୍ରଣୀ ଟେକନୋଲୋଜି ଷ୍ଟାର୍ଟଅପ ସହିତ କାର୍ଯ୍ୟ କରୁଛି । ଏହାର ବିକାଶ ଯାତ୍ରା ବିଶ୍ୱର ଶ୍ରେଷ୍ଠ ତଥା ସ୍ଥାୟୀ ଆଲୁମିନିୟମ ଉତ୍ପାଦକ ହେବାକୁ କମ୍ପାନିର ଲକ୍ଷ୍ୟ ହେଉଛି ଶିଳ୍ପ ବିପ୍ଳବ ୪.୦ ଏବଂ ୱେବ ୩.୦ର ଉତ୍କର୍ଷତା ଆଣିବା ପାଇଁ ଲକ୍ଷ୍ୟ ରଖିବା । ଏହି ଉଦ୍ଦେଶ୍ୟରେ ଷ୍ଟାର୍ଟଅପ ମୂଲ୍ୟ ସୃଷ୍ଟି, ମୂଲ୍ୟ ଦକ୍ଷତା କ୍ଷେତ୍ରରେ କାର୍ଯ୍ୟ କରିବା ସହିତ ବ୍ୟବସାୟର ଉତ୍କର୍ଷତା ଓ ବ୍ୟବସାୟ ପାଇଁ ଇସିଜିରେ ଉନ୍ନତି ଆସିବା ପାଇଁ କାର୍ଯ୍ୟ କରିବ ।

ଏହି ପଦକ୍ଷେପ ହେଉଛି କମ୍ପାନିର ବେଦାନ୍ତ ସ୍ପାର୍କ ପ୍ରୋଗ୍ରାମର ଏକ ଅଂଶ ଓ ଏକ ବିଶ୍ୱସ୍ତରୀୟ କର୍ପୋରେଟ ଇନୋଭେସନ ଆଣ୍ଡ ଭେଂଚର୍ସ ପ୍ରୋଗ୍ରାମ, ଯାହା ଭେଂଚର ନିବେଶ, ଷ୍ଟାର୍ଟଅପ ଇନକ୍ୟୁବେଶନ, ବିଭିନ୍ନ ବ୍ୟବସାୟ କ୍ଷେତ୍ରରେ ଷ୍ଟାର୍ଟଅପ ସହିତ ପାଇଲଟ ପ୍ରୋଗ୍ରାମ ଏବଂ ବିଭିନ୍ନ ବିଶ୍ୱବିଦ୍ୟାଳୟ ସହ ଭେଂଚର ନିର୍ମାଣ କାର୍ଯ୍ୟ୍ରକମ ପ୍ରଦାନ କରିଥାଏ । ଏହି ପଦକ୍ଷେପ ସଂପର୍କରେ ଶ୍ରୀ ରାହୁଲ ଶର୍ମା, ସିଇଓ-ବେଦାନ୍ତ ଆଲୁମିନିୟମ କହିଛନ୍ତିଯେ ବେଦାନ୍ତ ଆଲୁମିନିୟମରେ ଆମେ ଉଦ୍ଭାବନର ଏକ ଅନୁକ୍ରମଣିକା ଭାବରେ ଉତ୍ପାଦନ ଶିଳ୍ପରେ ଉଦ୍ୟୋଗର ଭୂମିକାକୁ ପୁନଃ ଚିତ୍ରଣ କରିବାକୁ ଲକ୍ଷ୍ୟ ରଖିଛୁ । ଏହି ଯାତ୍ରାର ମୂଳରେ ଆମ ପ୍ଲାଂଟଗୁଡ଼ିକର ଡିଜିଟାଲ ରୂପାନ୍ତର ସହିତ ଆମେ ତ୍ୱରିତ ଅଭିବୃଦ୍ଧି ଲକ୍ଷ୍ୟ ରଖିଛୁ । ଏଥିପାଇଁ ଆମେ ପ୍ରାୟ ୪୦ଟି ଅଗ୍ରଣୀ ଟେକ ଷ୍ଟାର୍ଟଅପ ସହିତ କାର୍ଯ୍ୟ କରୁଛୁ ।ରିପିକ ଏଆଇର ପ୍ରତିଷ୍ଠାତ ତଥା ସିଇଓ ପିନାକ ଦତରାୟ କହିଛନ୍ତିଯେ- ରିପିକ ଏଆଇରେ ଆମେ ଅର୍ଥପୂର୍ଣ୍ଣ କେପିଆଇ ଗତିବିଧି ଏବଂ ବ୍ୟବସାୟିକ ଲାଭ ପାଇଁ ଅତ୍ୟାଧୁନିକ ଏଆଇ ଆଧାରିତ ପ୍ରୟୋଗ ଗୁଡ଼ିକୁ ପ୍ରସ୍ତୁତ କରୁ । ବେଦାନ୍ତ ଆଲୁମିନିୟମ ବ୍ୟବସାୟ ସହିତ କାମ କରିବା ଆମ ପାଇଁ ସୌଭାଗ୍ୟ, ଯେଉଁଠାରେ ଆମେ ଏଆଇ ଶକ୍ତି ବୃଦ୍ଧି କରିବା ଓ ସ୍ମେଲଟର ଦକ୍ଷତା ବୃଦ୍ଧି ପାଇଁ କମ୍ପାନି ସହିତ କାର୍ଯ୍ୟ କରିଥିଲୁ । ଆମେ କମ୍ପାନି ସହିତ ସଂପର୍କକୁ ଆହୁରି ମଜବୁତ କରିବାକୁ ଆଗ୍ରହୀ ।

ସତସଫେତି (ମଣ୍ଡଲ ଭେଂଚର୍ସ ଏଲଏଲପି)ର ସିଇଓ ସ୍ନେହେନ୍ଦୁ ମଣ୍ଡଲ କହିଛନ୍ତିଯେ- ଏକ ବିଶ୍ୱ ଉଦ୍ୟୋଗର ନେତା, ନବ ନିର୍ମାତା ଓ ଉତ୍କର୍ଷତାର ସଂସ୍କୃତି ଦ୍ୱାରା ସମର୍ଥିତ ବେଦାନ୍ତ ଭାରତୀୟ ଷ୍ଟାର୍ଟଅପ ଇକୋ ସିଷ୍ଟମ ପାଇଁ ଗୁରୁତ୍ୱପୂର୍ଣ୍ଣ ସୁଯୋଗ ଦେଇଥାଏ । ଆମର ଅତ୍ୟାଧୁନିକ କଂପ୍ୟୁଟର ଭିଜନ ପ୍ରଯୁକ୍ତି ସହିତ କମ୍ପାନିର ସୁରକ୍ଷା ସଂସ୍କୃତିକୁ ମଜବୁତ କରିବା ପାଇଁ ସତସଫେତି ବେଦାନ୍ତ ସହିତ ସହଭାଗୀ ହୋଇଛି ।

ଏହା ବ୍ୟତୀତ ଅଭିନବତା ଏକ ସଂସ୍କୃତି ପ୍ରତିପାଦନ କରିବା ଏବଂ କର୍ମଚାରୀଙ୍କ ମଧ୍ୟରେ ଡିଜାଇନ ଚିନ୍ତାଧାରାକୁ ଉଦ୍ୟୋଗୀରେ ପରିଣତ କରିବା ଲାଗି ବେଦାନ୍ତ ପ୍ର୍ରୟାସ କରିଆସୁଛି । ସମାନ୍ତରାଳ ଭାବରେ ଦେଶରେ ଗ୍ର।ମୀଣ ପଛୁଆବର୍ଗଙ୍କ ସହିତ କାର୍ଯ୍ୟ କରିବା ସହ, କମ୍ପାନ କାର୍ଯ୍ୟ କରୁଥିବା ଅଂଚଳରେ ଗ୍ରାମାଂଚଳ ଓ ମାଇକ୍ରୋ ଉଦ୍ୟୋଗୀଙ୍କ ପାଇଁ ଏକ ବିସ୍ତୃତ ଇକୋ ସିଷ୍ଟମ ପ୍ରତିପୋଷଣ କରିଥାଏ । ବେଦାନ୍ତ ଆଲୁମିନିୟମର ବିସ୍ତୃତ ମୂଲ୍ୟ ଶୃଙ୍ଖଳା ଗ୍ରାହକ ଓ ଯୋଗାଣକାରୀ ନେଟୱର୍କ ହଜାର ହଜାର ଏମଏସଏମଇ ସୃଷ୍ଟି କରିଛନ୍ତି ସେମାନଙ୍କ ମଧ୍ୟରୁ କେତେକ ବେଦାନ୍ତ ସହିତ ଅଂଶୀଦାର ହେବାକୁ ଆଗେଇ ଆସିଛନ୍ତି ।

ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୭ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ  ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ୨୦୦୭ରେ କମ୍ପାନି ୨ ଏମଟିପିଏ କ୍ଷମତା ଆଲୁମିନିୟମ ରିଫାଇନାରି ଲଂଜିଗଡ଼ରେ ପ୍ରତିଷ୍ଠା କରିଛି ଓ ୯୦ ମେଗାୱାଟ ପାୱାର ପ୍ଲାଂଟ ପରିଚାଳନା କରୁଛି । ବେଦାନ୍ତ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version