• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ବୁଧବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
January 18, 2023
in ଓଡ଼ିଶା, ପୁରୀ, ରାଶିଫଳ, ହୋମ୍
0
ଜାଣନ୍ତୁ ବୁଧବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଜାନୁଆରୀ ୧୮ ତାରିଖ, ବୁଧବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମେଷ : ଆପଣଙ୍କ ବିଚାର କ୍ଷମତା ବୃଦ୍ଧି ହେବ। ଆପଣଙ୍କର କୌଣସି ମିତ୍ରଙ୍କୁ ସାହାଯ୍ୟ କରିବାର ଅବସର ମିଳିବ। ଅଫିସରେ ନିଜର ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ବିଦ୍ୟାର୍ଥୀଙ୍କୁ ପରିଶ୍ରମର ସୁଫଳ ମିଳିବ।

ବୃଷ: ପୁରୁଣା କଥାକୁ ନେଇ ଆପଣ ଟିକେ ଚିନ୍ତାରେ ରହିପାରନ୍ତି। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ।

ମିଥୁନ: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। ନୂଆ ଲୋକଙ୍କ ସାକ୍ଷାତ୍‌ ଆଲୋଚନାରେ ବଡ଼ ଫାଇଦା ହେବ। ନୂଆ କାମର ଯୋଜନା କରିପାରନ୍ତି। ଜୀବନସାଥୀଙ୍କ ସହିତ ସଂପର୍କ ମଜଭୁତ ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

କର୍କଟ: ଆପଣଙ୍କ ମନୋବଳରେ ଆପଣଙ୍କୁ ସଫଳତା ମିଳିବ। ଅଫିସର ମାହୋଲ, କାମର ଗତିକୁ ଦ୍ରୁତ କରାଇବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହେବ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି।ସି˚ହ: ଧର୍ମକର୍ମ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହୋଇଯିବ। କୌଣସି ରଚନାତ୍ମକ କାମରୁ ଧନଲାଭ ହୋଇପାରେ। ଅଫିସରେ ସହକର୍ମୀଙ୍କ ପୂରା ସହଯୋଗ ପାଇବେ।

କନ୍ୟା: ଆଜି ସବୁ କିଛି ଠିକ୍‌ଠାକ୍‌ ରହିବ। ଭାଗୀଦାରିଙ୍କ ସଙ୍ଗରେ ରହି କାମ କରିବାରେ ସକ୍ଷମ ହେବେ। ଅଚାନକ ଧନପ୍ରାପ୍ତି ହେବ। ମହିଳାମାନଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ।

ତୁଳା: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ। ଭାବି ଥିବା ସବୁ କାମ ପୂରା ହୋଇଯିବ। ଲୋକମାନଙ୍କର ବିଶ୍ବାସ ଆପଣଙ୍କ ଉପରେ ରହିବ। ଲେଖକଙ୍କ ଲାଗି ଦିନଟି ବିଶେଷ ରହିବ। ସନ୍ତାନଙ୍କ ପକ୍ଷରୁ ଶୁଭ ଖବର ପାଇବେ।

ବିଛା: ପୂଜାପାଠରେ ଅଧିକ ସମୟ ବିତିବ। କୌଣସି ବ୍ୟକ୍ତି ଆପଣଙ୍କ ଲାଗି ସହାୟତାକାରୀ ସାବ୍ୟସ୍ତ ହେବେ। ବେପାରିଙ୍କୁ ଅଚାନକ ଧନଲାଭ ହେବ। ଅଫିସ କାମରେ ସହର ବାହାରକୁ ଯିବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।ଧନୁ: ଏକାକୀପଣରୁ ଦୂରେଇ ରହିବା ଲାଗି କାମରେ ବ୍ୟସ୍ତ ରହନ୍ତୁ। ନିଜର ମିତ୍ରଙ୍କ ଠାରୁ ଖୁସି ଖବର ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ। ବେପାରରେ ଉନ୍ନତି ହେବ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।

ମକର: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ରାଜ୍ୟ ବାହାରକୁ ଯାତ୍ରାରେ ଯିବେ। ଦାଂପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

କୁମ୍ଭ: ଆପଣଙ୍କ ନମ୍ର ସ୍ବଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ। ସରକାରୀ ନେଣେଦେଣରୁ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। କୋର୍ଟ କଚେରି ମାମଲାରେ ଆପଣଙ୍କର ବିଜୟ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

ମୀନ: ଆପଣ ସ୍ବୟଂକୁ ସୁସ୍ଥ ଓ ସତେଜ ଅନୁଭବ କରିବେ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ଚାକିରିଆଙ୍କୁ ଲାଭ ମିଳିବାର ସମ୍ଭାବନା ରହିଛି। ଛାତ୍ରଙ୍କୁ ବଢ଼ିଆ ପରିଣାମ ମିଳିବ। ଆପଣଙ୍କର ଦାଂପତ୍ୟ ଜୀବନ ମଧୁର ବଜାୟ ରହିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

August 16, 2026
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

August 16, 2026
୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

August 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

August 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version