ଫୁଲବାଣୀ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତି ସ୍ମିତାରାଣି ମହାନ୍ତି , କନ୍ଧମାଳ ଜିଲାପାଳ ଆଶିଷ ଇଶ୍ୱର ପାଟିଲ୍ ଓ ଜିଲା କ୍ରିଡ଼ା ଅଧିକାରୀ ସମୀର କୁମାର ନାୟକ ପ୍ରମୁଖ ଯୋଗଦେଇ ଉଦ୍ବୋଧନ ଦେଇଥିଲେ ।ଦିବ୍ୟାଙ୍ଗ , ବରିଷ୍ଠ ନାଗରିକ ଓ କିନ୍ନର ମାନଙ୍କୁ ନେଇ ହୋଇଥିବା ପ୍ରତିଯୋଗିତା ମାନଙ୍କରେ କୃତିତ୍ୱ ଲାଭ କରିଥିବା କୃତୀ ପ୍ରତିଯୋଗୀ ମାନଙ୍କୁ ପ୍ରଥମେ ପୁରସ୍କାର ପ୍ରଦାନ କରିବା ପରେ ପରେ ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ।

© 2023 Odisha Taza News.