• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନ କୃଷକ ସମାଜ ର ରୌପ୍ୟଜୟନ୍ତୀ ପାଳିତ : ଭୁବନରେ ଶୀତଳ ଭଣ୍ଡାର ନିର୍ମାଣ ହେବ – ନଗରପାଳ ଶୁଭେନ୍ଦୁ ସାହୁ

Proprietor Abhimanyu Maharana by Proprietor Abhimanyu Maharana
January 19, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନ କୃଷକ ସମାଜ ର ରୌପ୍ୟଜୟନ୍ତୀ ପାଳିତ : ଭୁବନରେ ଶୀତଳ ଭଣ୍ଡାର ନିର୍ମାଣ ହେବ – ନଗରପାଳ ଶୁଭେନ୍ଦୁ ସାହୁ
Share on FacebookShare on TwitterWhatsapp

ଜାନୁଆରୀ ୧୮ ତାରିଖ, ବୁଧବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଭୁବନ  :- ଭୁବନ କୃଷକ ସମାଜ ର ୨୫ ତମ ସ୍ୱନକ୍ଷତ୍ର ଉତ୍ସବ (ରୌପ୍ୟଜୟନ୍ତୀ) ସଭାପତି ବାସୁଦେବ ଗୁରୁ ଙ୍କ ଅଧ୍ୟକ୍ଷତାରେ କୃଷକ ସମାଜ ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଭୁବନ ନଗରପାଳ ଶୁଭେନ୍ଦୁ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କୃଷକ ସମାଜ ର କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିବା
ସହ ସମସ୍ତ ପ୍ରକାର କୃଷକ ହିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପ୍ରତିଶୃତି ଦେଇଥିଲେ । ପ୍ରତି ବ୍ଲକରେ
ଗୋଟିଏ ଲେଖାଁଏ ଶୀତଳ ଭଣ୍ଡାର ନିର୍ମାଣ କରିବାକୁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି । ତେଣୁ ନିକଟ ଭବିଷ୍ୟତରେ ନିଶ୍ଚିତ ଭାବେ ଭୁବନରେ ଏକ ଶୀତଳ ଭଣ୍ଡାର ନିର୍ମାଣ ହେବ ବୋଲି କହିଥିଲେ ।

ସମ୍ମାନୀତ ଅତିଥି ଭାବେ ଦେବବ୍ରତ ପୃଷ୍ଟି ବ୍ୟବସାୟ ଭିତିକ କୃଷି କୃଷକ ମାନଙ୍କ ଆର୍ଥକ ବୃଦ୍ଧିରେ ସହାୟ ହେବ ,ସରକାର ଏଥିପାଇଁ ସହାୟତା କରିବା ଉଚିତ ବୋଲି କହିଥିଲେ । ଭୁବନ ଅଂଚଳର ସହସ୍ରାଧିକ ଚାଷୀ ଭାଈମାନଙ୍କୁ ନେଇ ଗଠିତ ଭୁବନ କୃଷକ ସମାଜ ସର୍ବଦା କୃଷି ଓ କୃଷକ ମାନଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛି ବୋଲି ପୂର୍ବତନ ସଭାପତି ଅଧ୍ୟାପକ ଦିଲ୍ଲୀପ କୁମାର ଦାସ ମତବ୍ୟକ୍ତ କରିବା ସହ ବିଭିନ୍ନ ସମସ୍ୟା ସଂପର୍କରେ ଅତିଥି ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ସଂପାଦକ ସୁଶାନ୍ତ ଗୁରୁ ବିବରଣୀ ପାଠ କରିଥିଲେ ।

କାର୍ଯ୍ୟକ୍ରମକୁ ବରିଷ୍ଠ ଉପସଭାପତି ଶ୍ରୀଧର ବେହେରା ପରିଚାଳନା କରିଥିବା ବେଳେ ବରିଷ୍ଠ ସଭ୍ୟ ଅଚ୍ୟୁତାନନ୍ଦ ମଲ୍ଲିକ , ଶେଷଦେବ ବେହେରା , ମନମୋହନ ସାହୁ , ଚୈତନ୍ୟ ପୃଷ୍ଟି , ଅନନ୍ତ ବେହେରା , ସତ୍ୟାନନ୍ଦ ପୃଷ୍ଟି ପ୍ରମୁଖ ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ କରିଥିଲେ । ଏହି ରୌପ୍ୟ ଜୟନ୍ତୀ କାର୍ଯ୍ୟକ୍ରମରେ ଭୁବନ ସମବାୟ ସମିତିର ସମସ୍ତ ସଭ୍ୟ , କାପୁଡିଆ ସମାଜ ଜିଲ୍ଲା ସଭାପତି ଖଗେଶ୍ୱର ନାୟକ , ବରିଷ୍ଟ ସଭ୍ୟ ନିତ୍ୟାନନ୍ଦ ସାହୁ , ବାଲିବୋ ସମବାୟ ସମିତି ସଭାପତି ମଳୟ ତ୍ରିପାଠୀ , ପାଣି ପଂଚାୟତ ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ ,ସମାଜସେବୀ ବିନୋଦ ମହାରଣା ଓ ଶତାଧିକ କୃଷକ ଯୋଗଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version