• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୁହା ଗ୍ରାମ୍ୟ ପ୍ରଗତି କମିଟି ଓ ଧରଣୀଧର ଚାରେଟିବୁଲ ଟ୍ରଷ୍ଟର ଶିତବସ୍ତ୍ର ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
January 19, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
କୁହା ଗ୍ରାମ୍ୟ ପ୍ରଗତି କମିଟି ଓ ଧରଣୀଧର ଚାରେଟିବୁଲ ଟ୍ରଷ୍ଟର ଶିତବସ୍ତ୍ର ବଣ୍ଟନ
Share on FacebookShare on TwitterWhatsapp

ଜାନୁଆରୀ ୧୮ ତାରିଖ, ବୁଧବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା-ଜଟଣୀ :- ଜଟଣୀ ବ୍ଲକ୍ ଅନ୍ତର୍ଗତ ପଧାନସାହି ପଞ୍ଚାୟତର କୁହା ଗ୍ରାମସ୍ଥିତ ଧରଣୀଧର ଚାରେଟିବୁଲ ଟ୍ରଷ୍ଟ ଏବଂ ଗ୍ରାମ୍ୟ ପ୍ରଗତି କମିଟି ପକ୍ଷରୁ ଆଜି ଏହି ବ୍ଲକ ଅନ୍ତର୍ଗତ ଅବିଭକ୍ତ ବେଣାପଞ୍ଜରି ଗ୍ରାମ ପଞ୍ଚାୟତର ତିରିମଲ,ରାୟପୁର ପାଟଣା,ପଶ୍ଚିମଦ୍ଵାର ପାଟଣା,ରାଣୀପୁର, ବିଶିଆପଡା ଓ ବେଣାପଞ୍ଜରି ଗ୍ରାମର ଶତାଧିକ ଗରିବ,ନିରାଶ୍ରୟ ବିଧବା,ବୃଦ୍ଧବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଶିତବସ୍ତ୍ର (କମ୍ବଳ)ବଣ୍ଟନ କରାଯିବା ସହିତ ଜଟଣୀ ରହେମତ ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ଓ ପାଣି ବଣ୍ଟନ କରାଯାଇଥିଲା ।ଏହି ଉତ୍ସବରେ ଧରଣୀଧର ଚାରେଟିବୁଲ ଟ୍ରଷ୍ଟର ଅଧକ୍ଷ ସାରଙ୍ଗଧର ସେନାପତି,କୁହା ଗ୍ରାମ୍ୟ ପ୍ରଗତୀ କମିଟି ସଭାପତି ଅଜିତ କୁମାର ସେନାପତି, ସଭ୍ୟ ଗଣେଶ୍ୱର ସେନାପତି ଏବଂ ରହେମତ୍ ଟ୍ରଷ୍ଟର ଅଧକ୍ଷ ଫୟେଜୁଲା ସରିଫ୍,ସଭ୍ୟ ମକବୁଲ ଆଲମ୍,ଜମିର୍ ଆଲମ୍ ଓ ଶେଖ୍ ସଲିମୁଦ୍ଦିନ୍ ପ୍ରମୁଖ ବଣ୍ଟନ କରିଥିବା ବେଳେ ସମିତିସଭ୍ୟ ଶରତ ପାଲଟାସିଂହ,ଶୟଦ୍ ମନସୂର୍ ଅଲ୍ଲୀ ଓ ଅଳୟ ଶ୍ରୀଚନ୍ଦନ ପ୍ରମୁଖ ସଂଯୋଜନା ଓ ପରିଚାଳନା କରିଥିଲେ । ଉଭୟ ଟ୍ରଷ୍ଟର ଏହି ମହତ୍ କାର୍ଯ୍ୟକୁ ତିରିମଲ ସରପଞ୍ଚ ପ୍ରସନ୍ନ ଛୋଟରାୟ ଓ ବେଣାପଞ୍ଜରି ସରପଞ୍ଚ ପ୍ରତିନିଧି ଶାହା ଜାଫର ଅଲ୍ଲୀ ତଥା ଅଞ୍ଚଳବାସିଙ୍କ ପକ୍ଷରୁ ସାଧୁବାଦ୍ ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version