• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀକ୍ଷେତ୍ର ମହୋତ୍ସବ ର ପ୍ରପାଳିତ ଥମ ବୈଠକ ଅନୁଷ୍ଠିତ ହୋଇଯାଇଛି ; ଚଳିତ ମାସ୨୭ ରୁ ୩୧ ପର୍ଯ୍ୟନ୍ତ

Proprietor Abhimanyu Maharana by Proprietor Abhimanyu Maharana
January 20, 2023
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀକ୍ଷେତ୍ର ମହୋତ୍ସବ ର ପ୍ରପାଳିତ ଥମ ବୈଠକ ଅନୁଷ୍ଠିତ ହୋଇଯାଇଛି ; ଚଳିତ ମାସ୨୭ ରୁ ୩୧ ପର୍ଯ୍ୟନ୍ତ
Share on FacebookShare on TwitterWhatsapp

ଜାନୁଆରୀ ୧୯,ଗୁରୁବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ପୁରୀ  :- ଶ୍ରୀକ୍ଷେତ୍ର ମହୋତ୍ସବ ପୁରୀ ର ଗର୍ବ ଓ ଗୌରବର ପ୍ରତୀକ ।  ତେଣୁ ଏହାକୁ ଆକର୍ଷଣୀୟ ଭାବେ ପାଳନ କରିବାକୁ ମତ ପ୍ରକାଶ ପାଇଛି।ବୁଧବାର ସଂଧ୍ୟାରେ ମୋଚି ସାହି ନୂଆ ତୋଟା  ଜାଗା ଘର ଠାରେ ଆଗାମୀ ଶ୍ରୀକ୍ଷେତ୍ର ମହୋତ୍ସବ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଯୋଗ ଦେଇ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଶ୍ରୀକ୍ଷେତ୍ର ମହୋତ୍ସବ ପୁରୀ ପାଇଁ ଅନେକ ମାନ୍ୟତା ରଖୁଥିବାରୁ ଓ ଜାଗା ଆଖଡା ମାନଙ୍କର ଦକ୍ଷତା ଓ ପ୍ରଦର୍ଶନ ଏଥିରେ ସାମିଲ ହେଉଥିବାରୁ ଏହାକୁ ଅଧିକ ଲୋକପ୍ରିୟ କରିବାକୁ ମତ ଦେଇଥିଲେ। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଶ୍ରୀକ୍ଷେତ୍ର ମହୋତ୍ସବ ପାଳନ ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ସହଯୋଗ କରୁଛନ୍ତି । ଏଥିପାଇଁ ସରକାର ଙ୍କୁ ମଧ୍ୟ ସହଯୋଗ ପାଇଁ ଅନୁରୋଧ କରାଯାଇଛି। କଟକ ବାଲିଯାତ୍ରା ଓ ବରଗଡ଼ ଧନୁଯାତ୍ରା ପରି ଏହାକୁ ସରକାରଙ୍କ ବାର୍ଷିକ କ୍ୟାଲେଣ୍ଡରରେ ସାମିଲ ପାଇଁ ସଦସ୍ୟ ମାନଙ୍କ ଦାବି ସମ୍ପର୍କରେ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ । ନିଷ୍ପତ୍ତି ଅନୁସାରେ ଶରଧାବାଲି ଠାରେ ଚଳିତ ମାସ ୨୭ ରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଅନୁଷ୍ଠିତ ହେବ । ପ୍ରଥମ ଦିନ ରାଜ୍ୟପାଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।ସେହିପରି ଅନ୍ୟାନ୍ୟ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ଆମନ୍ତ୍ରଣ କରାଯିବ ।

ପ୍ରତ୍ୟେକ ସଂଧ୍ୟା ରେ ବିଭିନ୍ନ ଜାଗା ଘର ଓ ଆଖଡା ତରଫରୁ ପାରମ୍ପରିକ କଳା ପ୍ରଦର୍ଶନ କରାଯିବା ସହ ରାଜ୍ୟର ବିଭିନ୍ନ ସ୍ଥାନର ଓ ରାଜ୍ୟ ବାହାରର କଳାକାର ମାନଙ୍କ ଦ୍ୱାରା ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଉଦଘାଟନ ଦିନ ଅପରାହ୍ନ ରେ ଏକ ବିରାଟ ପଟୁଆରରେ ଜହ୍ନିମୁଣ୍ଡିଆ ଛକଠାରୁ ସିଂହଦ୍ୱାର ଦେଇ ଶରଧାବାଲି ପର୍ଯ୍ୟନ୍ତ ଶୋଭାଯାତ୍ରା ଅନୁଷ୍ଠିତ ହେବ । ଶ୍ରୀକ୍ଷେତ୍ର ମହୋତ୍ସବ ସହ ପଲ୍ଲିଶ୍ରୀ ମେଳା ର ମଧ୍ୟ ଆୟୋଜନ କରାଯାଇଛି । ଏ ସମସ୍ତ କାର୍ଯ୍ୟକ୍ରମ କୁ ସୁଚାରୁ ରୂପେ ସମ୍ପାଦାନ ପାଇଁ ଏକାଧିକ ସବ କମିଟି ଗଠନ କରାଯାଇ ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କୁ ଦାୟିତ୍ୱ ଦିଆଯାଇଛି ।

ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ୮ ସାହି ଆଖଡା ସମନ୍ବୟ ସମିତି ସଭାପତି ବାବାଜୀ ମହାପାତ୍ର, ସମ୍ପାଦକ ତଳଛୁ ନିଳକଣ୍ଠ ମହାପାତ୍ର,ଦୋଳ ମଣ୍ଡପ ସାହି ଆଖଡା ସମ୍ପାଦକ ଓ ମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡି,ଦୋଳମଣ୍ଡପ ସାହି ଆଖଡା ସଭାପତି ନିରଞ୍ଜନ ସିଂହାରୀ, ମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସମହାପାତ୍ର, ଦୂର୍ଗା ଦାସମହାପାତ୍ର, ସମାଜସେବୀ ଚକ୍ରଧର ମହାପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଅନ୍ୟାନ୍ୟ ଜାଗା ଆଖଡା ର ସଭାପତି, ସମ୍ପାଦକ ଓ ସଦସ୍ୟ ମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।ଶେଷରେ ପୂର୍ବତନ ସଂସ୍କୃତି ଅଧିକାରୀ ପ୍ରଫୁଲ୍ଲ କୁମାର ସାମନ୍ତ ରାୟ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version