• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିନ୍ଦଲ ଷ୍ଟେନଲେସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଫ୍ଲାଗ ଅଫ କରାଯାଇଥିବା ମୁମ୍ବାଇ ମେଟ୍ରୋ ପ୍ରକଳ୍ପକୁ ଷ୍ଟେନଲେସ ଷ୍ଟିଲ ଯୋଗାଣ

Proprietor Abhimanyu Maharana by Proprietor Abhimanyu Maharana
January 21, 2023
in ଓଡ଼ିଶା, ଦେଶ, ହୋମ୍
0
ଜିନ୍ଦଲ ଷ୍ଟେନଲେସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଫ୍ଲାଗ ଅଫ କରାଯାଇଥିବା ମୁମ୍ବାଇ ମେଟ୍ରୋ ପ୍ରକଳ୍ପକୁ ଷ୍ଟେନଲେସ ଷ୍ଟିଲ ଯୋଗାଣ
Share on FacebookShare on TwitterWhatsapp

୨୦ ଜାନୁଆରୀ ଶୁକ୍ରବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ମୁମ୍ବାଇ :- ଭାରତ ସରକାରଙ୍କ “ମେକ ଇନ ଇଣ୍ଡିଆ” ପଦକ୍ଷେପକୁ ଉତ୍ସାହ ପ୍ରଦାନ କରି ମାନ୍ୟବର ପ୍ରଧାନମନ୍ତ୍ରୀ ମୁମ୍ବାଇ ମେଟ୍ରେ।। ଲାଇନ ୨ଏ ଓ ୭ର ଦ୍ୱିତୀୟ ପର୍ଯ୍ୟାୟ ଲଂଚ କରିଛନ୍ତି । ଜିନ୍ଦଲ ଷ୍ଟେନଲେସ ଷ୍ଟିଲ ବାହ୍ୟ ପ୍ୟାନେଲ, କାର ପାଇଁ ଷ୍ଟେନଲେସ ଷ୍ଟିଲ ଯୋଗାଇ ଦେଇଛି । ଏହି ପ୍ରକଳ୍ପ ପାଇଁ କାର ବଡି, ଷ୍ଟ୍ରକଚର, ରୁଫ, ଇଂଟେରିୟର, ଅଣ୍ଡରଫ୍ରେମ ଓ ଅନ୍ୟାନ୍ୟ ସାମଗ୍ରୀର ଅଂଶ ବ୍ୟବହାର କରାଯିବ । ଏହି ଉପଲକ୍ଷେ ଏକ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମୁମ୍ବାଇ ମେଟ୍ରୋ ଲାଇନର ଉଦଘାଟନ କରାଯାଇଥିଲା ।

ଏହି ମୁମ୍ବାଇ ମେଟ୍ରୋ ପ୍ରକଳ୍ପ ପାଇଁ ଜିନ୍ଦଲ ଷ୍ଟେନଲେସ ବିଭିନ୍ନ ଟେଂପରରେ ୨ଜେ ଫିନିସରେ ଉଚ୍ଚମାନର ଷ୍ଟେନଲେସ ଷ୍ଟିଲ ଗ୍ରେଡ ୩୦୧ଏଲଏନ ଯୋଗାଇବା ଆରମ୍ଭ କଲା । ଜାନୁଆରୀ ୨୦୨୧ରେ ଆରମ୍ଭ ହୋଇଥିବା ଏହି ଯୋଗାଣ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଜାରୀ ରହିବ ବୋଲି ଆଶା କରାଯାଉଛି । ଜିନ୍ଦଲ ଷ୍ଟେନଲେସ ଷ୍ଟିଲ ଏହି ପ୍ରକଳ୍ପ ପାଇଁ ଦେଶର ବିଭିନ୍ନ ଉତ୍ପାଦନ ୟୁନିଟରୁ ସାମଗ୍ରୀ ଯୋଗାଉଛି । ପ୍ରାୟ ୫୭୬୦ ଏମଟି ଷ୍ଟେନଲେସ ଷ୍ଟିଲ ଯଥାକ୍ରମେ ୧୮.୬ କିମି ୨ଏ ମେଟ୍ରୋ ଲାଇନ ଓ ୧୬.୫ କିମି ୭ ମେଟ୍ରୋ ଲାଇନର ବିକାଶ ପାଇଁ ବ୍ୟବହୃତ ହେବ ।

ଏହି ଅବସରରେ ସୂଚନା ଦେଇ ଜିନ୍ଦଲ ଷ୍ଟେନଲେସର ଏମଡି, ଶ୍ରୀ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତିଯେ- ଏକ ସଂପୂର୍ଣ୍ଣ ପୂର୍ଣ୍ଣ ବ୍ୟବହାରଯୋଗ୍ୟ ଧାତୁ ଭାବରେ ସ୍ୱଳ୍ପ ବର୍ଜ୍ୟବସ୍ତୁ ବୃତିଗତ ଅର୍ଥନୀତିକୁ ସକ୍ଷମ କରାଇବା ପାଇଁ ଷ୍ଟେନଲେସ ଷ୍ଟିଲ ହେଉଛି ସାମଗ୍ରୀର ସବୁଠାରୁ ସ୍ଥାୟୀ ପସନ୍ଦ । ମେଟ୍ରୋ ଓ ରେଳ ପ୍ରକଳ୍ପ ପାଇଁ ସହଭାଗୀ ହୋଇଥିବାରୁ ଆମେ ସର୍ବଦା ଗର୍ବିତ । ଆମର କାର୍ଯ୍ୟଦକ୍ଷତାରେ ଉନ୍ନତି ଆଣି ଉନ୍ନତମାନର ସାଗ୍ରୀ ଯୋଗାଇବା ପାଇଁ ଆମେ ପ୍ରତିବଦ୍ଧ । ଅତୀତରେ ଜିନ୍ଦଲ ଷ୍ଟେନଲେସ ଦିଲ୍ଲୀ, କୋଲକାତା, ବାଙ୍ଗାଲୋର, ଚେନ୍ନାଇ ଓ ଅନ୍ୟାନ୍ୟ ମେଟ୍ରୋ ପ୍ରକଳ୍ପ ବ୍ୟତୀତ ସିଡନି ଓ କୁଇନସଲ୍ୟାଣ୍ଡର ମେଟ୍ରୋ ପ୍ରକଳ୍ପ ପାଇଁ ସାମଗ୍ରୀ ଯୋଗାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା

ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା

September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन

हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version