ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୂଖ୍ୟଵକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା, ସମ୍ମାନିତ ଅତିଥି ଭାବେ ସିଆରସିସି ଅମୂଲ୍ୟ କୁମାର ନାୟକ, ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନଶିକ୍ଷକ ଉତ୍ତର କୁମାର ସାହୁ, ଆର୍ତ୍ତ ଚନ୍ଦ୍ର ଖଟୁଆ, ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ସନ୍ଧ୍ୟା ରାଣୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱରା ପୁରସ୍କୃତ କରାଯାଇଥିଲା l
ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କର ପିତା ମାତା ଏବଂ ଅଭିଭାବକ ଓ ଅଭିଭାବିକା ମାନେ ମଧ୍ୟ ଉପସ୍ଥିତ ଥିଲେ l ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ l

© 2023 Odisha Taza News.