• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଏମ୍‌ଏସ୍‌ଏମ୍‌ଇ ପାଇଁ “ଇଭଲ୍‌ଭ”ର ସପ୍ତମ ସଂସ୍କରଣର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
January 21, 2023
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଏମ୍‌ଏସ୍‌ଏମ୍‌ଇ ପାଇଁ “ଇଭଲ୍‌ଭ”ର ସପ୍ତମ ସଂସ୍କରଣର ଶୁଭାରମ୍ଭ
Share on FacebookShare on TwitterWhatsapp

୨୦ ଜାନୁଆରୀ ଶୁକ୍ରବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଭାରତର ତୃତୀୟ ସର୍ବବୃହତ ବ୍ୟାଙ୍କ ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ପାଇଁ ବାର୍ଷିକ ଜ୍ଞାନ ବଂଟନ ସେମିନାର “ଇଭଲ୍‌ଭ”ର ସପ୍ତମ ସଂସ୍କରଣକୁ ଭୁବନେଶ୍ୱରରେ ଆୟୋଜନ କରାଯାଇଛି । ଚଳିତ ସଂସ୍କରଣର ବିଷୟବସ୍ତୁ ଥିଲା “ଭାରତୀୟ ଏସ୍‌ଏମ୍‌ଇ: ପରବର୍ତୀ ସ୍ତରର ଅଭିବୃଦ୍ଧି ପାଇଁ ଗିୟର ପରିବର୍ତନ’ ଏବଂ ଉପ ବିଷୟବସ୍ତୁ ଥିଲା “ଭାରତୀୟ ଏସଏମଇ ଗଠନ କରିବା ଲାଗି ଡିଜିଟାଲ୍‌କରଣ ଏବଂ ଦୁନିଆର ନୂଆ ଢାଂଚାରେ ଏସ୍‌ଏମ୍‌ଇ ପାଇଁ ରପ୍ତାନି ସୁଯୋଗ ।

ଏହି ସେମିବାରରେ ଆକ୍ସିସ୍ ବ୍ୟାଙ୍କର ସଭାପତି-କମର୍ସିଆଲ ବ୍ୟାଙ୍କିଙ୍ଗ କଭରେଜ୍‌ ଗ୍ରୁପ୍ (ସିବିଜି), ସିଏସ୍‌ଏମ୍ ଟେକ୍ନୋଲୋଜିସ୍‌ର ପ୍ରତିଷ୍ଠାତା ଓ ସିିଇଓ ଶ୍ରୀ ପ୍ରିୟଦର୍ଶୀ ନାନୁ ପାଣି ଏବଂ ଭର୍ଚ୍ରୁଆଲ ଇନଫୋକମ୍‌ର ପ୍ରତିଷ୍ଠାତା ଶ୍ରୀ ଅରିଜିତ ଭଟ୍ଟାଚାର୍ଯ୍ୟ ସମ୍ବୋଧିତ କରିଥିଲେ । ଏମ୍‌ଏସ୍‌ଏମ୍‌ଇ ଗୁଡ଼ିକର ବଜାର ଉପସ୍ଥିତିରେ ଉନ୍ନତି ଆଣିବା ସହ ଲାଭକୁ ବଢ଼ାଇବା ଲାଗି ପ୍ରଯୁକ୍ତି ଓ ଡିଜିଟାଲାଇଜେସନ ମାଧ୍ୟମରେ ରପ୍ତାନିରେ କିଭଳି ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରି ହେବ ତାହା ଉପରେ ଇଭଲ୍‌ଭର ସପ୍ତମ ସଂସ୍କରଣରେ ଆଲୋଚନା ହୋଇଥିଲା । ଇଭଲ୍‌ଭ ଜରିଆରେ ଶିଖିବା ଓ ଆଲୋଚନା କରିବା ଲାଗି ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଏମ୍‌ଏସ୍‌ଏମ୍‌ଇମାନଙ୍କୁ ଏକ ମଂଚ ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି ଯାହା ସେମାନଙ୍କ ବ୍ୟବସାୟରେ ରୂପାନ୍ତରଣ ଆଣିପାରିବ । ଅକ୍ସିସ୍ ବ୍ୟାଙ୍କର କମର୍ସିଆଲ ବ୍ୟାଙ୍କିଙ୍ଗ୍ କଭରେଜ୍ ଗ୍ରୁପ୍‌ର ସଭାପତି ଶ୍ରୀ ସଂଗ୍ରାମ ସିଂହ କହିଛନ୍ତି ଯେ, “ଆମ ଦେଶର ଅଭିବୃଦ୍ଧିର ଇଞ୍ଜିନ ହେଉଛି ଏମ୍‌ଏସ୍‌ଏମ୍‌ଇ ବୋଲି ଆମର ଦୃଢ଼ ବିଶ୍ୱାସ ରହିଛି ଏବଂ ପ୍ରଗତିର ସହଯୋଗୀ ଭାବେ ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଏମ୍‌ଏସ୍‌ଏମ୍‌ଇଗୁଡ଼ିକୁ ସେମାନଙ୍କ ବ୍ୟବସାୟ ସମ୍ପ୍ରସାରଣ କରିବା ଲାଗି ଉଭୟ ଆର୍ଥିକ ଓ ଅଣ ଆର୍ଥିକ ସହାୟତା ପ୍ରଦାନ କରୁଛୁ ।

ସେମାନଙ୍କ ଯାତ୍ରାର ବାସ୍ତବ ବନ୍ଧୁ ଭାବେ ଆମର ପ୍ରତିବଦ୍ଧତା ଓ ଭୂମିକାକୁ ସୁଦୃଢ଼ କରିବା ଲାଗି ଲକ୍ଷ୍ୟ ନେଇ ଆମେ ଆମର ପାରମ୍ପରିକ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ବାହାରେ ମଧ୍ୟ ଏମ୍‌ଏସ୍‌ଏମ୍‌ଇଗୁଡ଼ିକୁ ସହାୟତା ପ୍ରଦାନ କରୁଛୁ ।’’ ଆକ୍ସିସ୍ ବ୍ୟାଙ୍କ ଓ ଏହାର ନଲେଜ୍ ପାର୍ଟନର ଡନ୍ ଆଣ୍ଡ୍ ବ୍ରାଡ୍‌ସିଟ୍‌ ପକ୍ଷରୁ ମୁମ୍ବାଇ, ଚେନ୍ନାଇ, ଇନ୍ଦୋର, ରାୟପୁର, ଲକ୍ଷ୍ନୌ, କୋଲକାତା ଓ ଇଙ୍ଘସଗ୍ଦ ଈବଦ୍ଭଳଜ୍ଝଚଙ୍କଭକ୍ଷସମ ଅହମ୍ମଦାବାଦ ଭଳି ୨୦ ସହରରେ ଇଭଲ୍‌ଭ ଆୟୋଜନ କରାଯିବ । ଏଥିରେ ନୂଆ ପିଢ଼ିର ଆଲୋଚନା, କେସ୍ ଷ୍ଟଡି, ପରିଚାଳନା ବିଶେଷତା ଏବଂ ନିୟାମକ ବ୍ୟବସ୍ଥାକୁ ବୁଝିବ. ଗାନ ଓ କୌଶଳ ଆଦି ଉପରେ ଆଲୋଚନା କରାଯାଉଛି ।

Axis Bank/Public

Axis Bank is the third largest private sector bank in India. Axis Bank offers the entire spectrum of services to customer segments covering Large and Mid-Corporates, SME, Agriculture and Retail Businesses. With its 4,760 domestic branches (including extension counters) and 16,043 ATMs across the country as on 30th September 2022, the network of Axis Bank spreads across 2,676 cities and towns, enabling the Bank to reach out to a large cross-section of customers with an array of

products and services. The Axis Group includes Axis Mutual Fund, Axis Securities Ltd., Axis Finance, Axis Trustee, Axis Capital, A.TReDS Ltd., Freecharge and Axis Bank Foundation. For further information on Axis Bank, please refer to the website : https://www.axisbank.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version