ଓଡିଶା ତାଜା ନ୍ୟୁଜ୍ (୧୦ ଜୁନ୍ ବୁଧବାର ) ଭୁବନେଶ୍ୱର :- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ବରିଷ୍ଟ ମହିଳା ଆଇନଜୀବୀ ସାବିତ୍ରୀ ରଥ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।
odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com