• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡଟ୍ ଫେଷ୍ଟ୍‌ର ୮ମ ଦିନରେ ପୁରୁଣା ଦିନର ଅନୁଭୂତି ତାଜାକଲେ ଉଦିତ୍ ନାରାୟଣ ଓ ଅଲ୍‌କା ୟାଗ୍‌ନିକ୍‌

Proprietor Abhimanyu Maharana by Proprietor Abhimanyu Maharana
January 23, 2023
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍
0
ଡଟ୍ ଫେଷ୍ଟ୍‌ର ୮ମ ଦିନରେ ପୁରୁଣା ଦିନର ଅନୁଭୂତି ତାଜାକଲେ ଉଦିତ୍ ନାରାୟଣ ଓ ଅଲ୍‌କା ୟାଗ୍‌ନିକ୍‌
Share on FacebookShare on TwitterWhatsapp

୨୩ ଜାନୁଆରୀ ସୋମବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଡଟ୍ ଫେଷ୍ଟ୍‌ର ୨ୟ ସପ୍ତାହ ଖାଦ୍ୟ, ଲାଇଭ୍ ମ୍ୟୁଜିକ୍ ଓ ସାଂସ୍କୃତିକ ପ୍ରଦର୍ଶନଗୁଡିକର ସ୍ୱତନ୍ତ୍ର ସମ୍ମିଶ୍ରଣ ସହିତ ରେକର୍ଡ ସଂଖ୍ୟକ ଦର୍ଶକଙ୍କୁ ଆକର୍ଷିତ କରିଛି । ଏହି ଉତ୍ସବର ୮ମ ଦିନରେ ୧୯୦୦୦ରୁ ଅଧିକ ଲୋକ ଇଡ୍‌କୋ ପ୍ରଦର୍ଶନୀ ପଡିଆରେ ‘ସୁହାନା ସଫର୍‌’ ମ୍ୟୁଜିକାଲ କନ୍‌ସର୍ଟରେ ଯୋଗ ଦେଇଥିଲେ । ଏହି କନ୍‌ସର୍ଟରେ କିମ୍ବନ୍ଦନ୍ତୀ ଗାୟକ ଉଦିତ୍ ନାରାୟଣ ଓ ଅଲ୍‌କା ୟାଗ୍‌ନିକ୍ ନିଜର ଚମତ୍କାର ପ୍ରଦର୍ଶନ ମାଧ୍ୟମରେ ରାତିର ଆକାଶକୁ ରଙ୍ଗୀନ କରିଥିଲେ । ଓଡିଶାର ଲୋକପ୍ରିୟ ଗାୟକ ସତ୍ୟଜିତ ଜେନା ମଧ୍ୟ ନିଜର ସୁମଧୁର ସ୍ୱର ମାଧ୍ୟମରେ ଲୋକଙ୍କ ହୃଦୟ ଜିତିଥିଲେ । ଭୁବନେଶ୍ୱରର ଲୋକମାନେ ଉଦିତ୍ ନାରାୟଣ ଓ ଅଲ୍‌କା ୟାଗ୍‌ନିକ୍ ଗାଇଥିବା ‘ପାପା କେହେତେ ହୈଁ’ ଓ ‘ଟିପ୍ ଟିପ୍ ବର୍ଷା ପାନି’ ଭଳି ଲୋକପ୍ରିୟ ଟ୍ରାକ୍‌ଗୁଡିକୁ ଉପଭୋଗ କରିଥିଲେ । ଏହି ଅବସରରେ ଭୁବନେଶ୍ୱର ଉତରା ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ସମେତ ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗ ସଶକ୍ତିକରଣ, ସାର୍ବଜନିନ ଉଦ୍ୟୋଗ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ମାନ୍ୟବର କ୍ୟାବିନେଟ୍ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଭୟ କିମ୍ବନ୍ଦନ୍ତୀ ଗାୟକଙ୍କୁ ମଂଚରେ ସମ୍ମାନିତ କରିଥିଲେ ।ଡଟ୍ ଫେଷ୍ଟ୍‌ରେ ଖାଦ୍ୟପ୍ରେମୀମାନେ ଆନ୍ତର୍ଜାତୀୟ ଖାଦ୍ୟ ମହୋତ୍ସବକୁ ଉପଭୋଗ କରିଥିଲେ ଏବଂ ଏଠାରେ ବେଲ୍‌ଜିୟମ୍ ଫ୍ରାଏଜ୍ ଓ କୋନ୍ ଆଇସ୍‌କ୍ରିମ୍ ଲୋକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ଥିଲା । ଓଡିଶାର ହସ୍ତଶିଳ୍ପ ଓ ବୟନଶିଳ୍ପକୁ ପ୍ରଦର୍ଶିତ କରିବାର ଲକ୍ଷ୍ୟ ସହିତ ସ୍ଥାପିତ ଫ୍ଲି ମାର୍କେଟ୍ ବହୁସଂଖ୍ୟକ ପରିଦର୍ଶକଙ୍କୁ ଦେଖିବାକୁ ମିଳିଛି, ଯେଉଁଠାରେ ୧୨୦ରୁ ଅଧିକ ଷ୍ଟଲ୍‌ରେ ସ୍ଥାନୀୟ ଭାବେ ନିର୍ମିତ ସାମଗ୍ରୀଗୁଡିକୁ ପ୍ରଦର୍ଶିତ କରାଯାଉଛି ।ଫ୍ଲି ମାର୍କେଟ୍ ଗତ ଜାନୁଆରୀ ୨୧ ତାରିଖରେ ୮ ଲକ୍ଷ ଟଙ୍କାର ବ୍ୟବସାୟ କରିଥିଲା, ଯାହା ଏହା ସୂଚିତ କରୁଛି ଯେ, ଡଟ୍ ଫେଷ୍ଟ୍ ଆଂଚଳିକ ଉଦ୍ୟୋଗୀମାନଙ୍କୁ ଏକ ଉନ୍ନତ ସୁଯୋଗ ପ୍ରଦାନ କରିଛି । ଗତ ସପ୍ତାହରେ ସଙ୍ଗୀତର ପ୍ରତ୍ୟେକ ଜେନର୍‌କୁ କଭର୍ କରାଯିବା ସହିତ ଡଟ୍ ଫେଷ୍ଟର ୯ମ ଦିନ ଗାୟକ ସିଦ୍ଧାର୍ଥ ମହାଦେବନ, ଶିବମ୍ ମହାଦେବନ, ଶ୍ରୀନିଧି ଘଟାଟେ ଓ ଅସିମା ପଣ୍ଡାଙ୍କ ଲୋକପ୍ରିୟ ଫ୍ୟୁଜନ୍ ଟ୍ରାକ୍‌ଗୁଡିକ ସହିତ ଏହାକୁ ଆଉ ଏକ ସ୍ତର ଉପରକୁ ନେବ । ୯ମ ଦିନ ପାଇଁ ବିଷୟବସ୍ତୁ ରହିଛି ‘ଫ୍ୟୁଜନ୍ ଫିଏଷ୍ଟା’ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version