ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଜଙ୍ଗଲ, ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ,
ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲିଙ୍କ ସମେତ ମାନ୍ୟବର ବିଧାୟକ ଶ୍ରୀ ପ୍ରଫୁଲ୍ଲ କୁମାର ସାମଲ, ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ସୁଶାନ୍ତ କୁମାର ରାଉତ, ଶ୍ରୀ ସୁଧାଂଶୁ ଶେଖର ପରିଡ଼ା, ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଶ୍ରୀ ସୀତାକାନ୍ତ ମହାପାତ୍ର, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ,
ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବିଧାନସଭାର ଯୁଗ୍ମନିର୍ଦ୍ଦେଶକ ଶ୍ରୀ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ବୀର ସୁରେନ୍ଦ୍ର ସାଏଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରାଯାଇଥିଲା ।

© 2023 Odisha Taza News.