• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୃତୀୟ ରେଲ୍ ୱେ ରାଜପଥ ଲାଇନ୍ ଜମି କ୍ଷତି ଗ୍ରସ୍ତ ଚାଷୀଙ୍କୁ ପ୍ରଶାସନ ମୁହଁ ବଙ୍କାଇଲେ

Proprietor Abhimanyu Maharana by Proprietor Abhimanyu Maharana
January 23, 2023
in ଓଡ଼ିଶା, ରାୟଗଡା, ହୋମ୍
0
ତୃତୀୟ ରେଲ୍ ୱେ ରାଜପଥ ଲାଇନ୍ ଜମି କ୍ଷତି ଗ୍ରସ୍ତ ଚାଷୀଙ୍କୁ ପ୍ରଶାସନ ମୁହଁ ବଙ୍କାଇଲେ
Share on FacebookShare on TwitterWhatsapp

୨୩ ଜାନୁଆରୀ ସୋମବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟଗଡା ଜିଲ୍ଲା :- ରାୟଗଡା ଜିଲ୍ଲା କୋଲନରା ବ୍ଲକ୍ ଅନ୍ତର୍ଗତ କେଲୁଗୁଡା ଆମ୍ଭତୋଟା ଠାରେ ପାତ୍ରଫୁଟ୍,ପିତେସୁ,ବିରିବାଡି, ପୂଜାରୀଗୁଡା,ଲେଲିବାଡି,ଲେଲି ଗାଁ, ପଲିପିଣ୍ଡା,ଡୁମ୍ଭୁରିଗୁଡା, ବୃଦ୍ଧାବାଡି ଓ ଅନ୍ୟାନ୍ୟ ଗାଁରୁ ଶତାଧିକ ଲୋକ ଜନସାଧାରଣ ସିପିଆଇ ଏମ୍ ଏଲ୍ ଲିବରେସନ୍ ଆଦିବାସୀ ସଂଘର୍ଷ ମୋର୍ଚ୍ଚା ତରଫରୁ ସଭା ଅନୁଷ୍ଠିତ ହୋଇଛି । ତୃତୀୟ ରେଲୱେ ରାଜପଥ ଲାଇନ୍ ଜମି ହରା କ୍ଷତି ଗ୍ରସ୍ତ ଚାଷୀମାନଙ୍କୁ ପ୍ରଶାସନ ବୁଝାଇଥିଲେ । କିନ୍ତୁ ଗତ କିଛି ଦିନ ଯେଉଁ ଯେଉଁ ଗ୍ରାମରେ ପଲ୍ଲୀସଭା ହୋଇ ଜମି ହରା କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଶାସନ ତରଫରୁ ପ୍ରତ୍ୟେକ ଗ୍ରାମରେ ଯେଉଁ କ୍ଷତି ଗ୍ରସ୍ତ ପରିବାରଙ୍କୁ ଚାକିରି,ଗ୍ରାମରେ ରାସ୍ତା, ପୋଖରୀ,ଶିକ୍ଷା ବିଭାଗ,ସ୍ଜାସ୍ଥ୍ୟ ବିଭାଗ ସବୁ କ୍ଷେତ୍ରରେ ଉନ୍ନତି ନିମନ୍ତେ ଦିଆଯିବ କହିଥିଲେ । କିନ୍ତୁ ଆଜି ପର୍ଯ୍ୟନ୍ତ ଏହି ପରି କାମ ଆମକୁ ପ୍ରଶାସନ ଦେଖିବାକୁ ପାଇ ନ ଥିବାର ମୁହଁ ବଙ୍କାଇଛନ୍ତି । ମୁଖ୍ୟ ସ୍ଥିତି ରହିଛି କି ତୃତୀୟ ରେଲୱେ ରାଜପଥ ରେଳ ଲାଇନ୍ ଚାନ୍ଦିଲି ମୌଜାରେ ଏକର ପିଛା କ୍ଷତି ବାବଦରେ ଏକ କୋଟି କ୍ଷତି ପୂରଣ ଦିଆଯିବ ବୋଲି କହିଛନ୍ତି ।ଏ ଭଳି ପରିସ୍ଥିତିରେ ଅନ୍ୟ ମୌଜାରେ କମ୍ ଦରରେ ଜମି ଅଧିଗ୍ରହଣ କରି ନେବା ପାଇଁ ଚେଷ୍ଟା କରୁଛନ୍ତି । ଯଦି ଏହି ପରି ଭାବେ ପ୍ରଶାସନ ମୁହଁ ବଙ୍କା କରି ଦିଏ ତାହା ହେଲେ ଆଗାମୀ ଦିନରେ ଆନ୍ଦୋଳନ କରିବା ସଭା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉକ୍ତ ସଭାରେ ସଭାପତି-ଶ୍ରୀଧର ଅଟକା,ସମ୍ପାଦକ-ମହୋନ୍ ହିକକା,ଲିଙ୍ଗରାଜ୍ ପେଟେଣ୍ଟି,ଆର୍ଚ୍ଚନା ମାଣ୍ଡାଙ୍ଗି,ବାବୁ କାଡ୍ରାକା,କୃଷ୍ଣ ଯାକାସିକା,ରାମ ଚନ୍ଦ୍ର ମିଣିଆକା, ରାଇସିଂ ଅଟକା,ଟି ଆଦି ନାଇଡୁ, ସିପିଆଇ ଏମ୍ ଏଲ୍ ଲିବରେସନ୍ ରାଜ୍ୟ ସମ୍ପାଦକ- ଶ୍ରୀ-ତ୍ରୀପତି ଗମାଙ୍ଗ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ  ଚିଲିକା ବ୍ଲକ

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ ଚିଲିକା ବ୍ଲକ

September 11, 2026
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

September 11, 2026
ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

September 11, 2026
୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ  ଚିଲିକା ବ୍ଲକ

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ ଚିଲିକା ବ୍ଲକ

September 11, 2026
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version