• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟ ସରକାରଙ୍କ ବିନା ଅନୁମତିରେ ରଥ ଟଣା ହୋଇ ପାରିବ ନାହିଁ ; ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ – ରଣପୁର

Proprietor Abhimanyu Maharana by Proprietor Abhimanyu Maharana
June 10, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ରାଜ୍ୟ ସରକାରଙ୍କ ବିନା ଅନୁମତିରେ ରଥ ଟଣା ହୋଇ ପାରିବ ନାହିଁ ; ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ – ରଣପୁର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୦ ଜୁନ୍ ବୁଧବାର ) ରଣପୁର :- ଓଡିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ପାଇଁ ଆଜି ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପରିସରରେ ଦେବୋତର ବିଭାଗର ଅଧିକାରୀ ତଥା ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ମହାମାରୀ କରୋନା ଯୋଗୁଁ ରଥ ନିର୍ମାଣରେ ଅଚଳାବସ୍ଥା ରହିଥିଲା । ପରେ ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ ପରେ ରଥ ନିର୍ମାଣ ପାଇଁ ଅନୁମତି ମିଳିବା ପରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ଏହି ବୈଠକରେ ସମସ୍ତ ରଥ ସମ୍ପର୍କୀୟ ସମସ୍ତ ବିଷୟ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଥିଲା । ବର୍ତ୍ତମାନ ରଥ ନିର୍ମାଣ ହେଉଥିଲେ ମଧ୍ୟ ରାଜ୍ୟ ସରକାର ଅନୁମତି ଦେଲେ ରଥ ଟଣା ଯିବ ବୋଲି ତହସିଲଦାର ଶ୍ରୀ ସାମନ୍ତରାୟ ବୈଠକରେ ମତ ଦେଇଥିଲେ । ଏହି ବୈଠକରେ ସମସ୍ତ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀମାନେ ଯୋଗ ଦେଇଥିଲେ ।

ପ୍ରତିବର୍ଷ ରଥ ନିର୍ମାଣ ପାଇଁ ୧୨ ଲକ୍ଷରୁ ଉର୍ଦ୍ଧ ଟଙ୍କା ଦରକାର ପଡୁଥିବା ବେଳେ ସରକାର ମାତ୍ର ୧ ଲକ୍ଷ ଟଙ୍କା ଅନୁଦାନ ଦେଉଥିବାରୁ ଏହା ସମୁଦ୍ରକୁ ଶଙ୍ଖେ ବୋଲି ମତ ପ୍ରକାଶ ପାଇବା ସହ ବୈଠକରେ ଏଥି ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା । ପୁରୀ ପରେ ରଣପୁର ଜଗନ୍ନାଥ ମନ୍ଦିର ୧୩୬୩ ମସିହାରେ ଓଡିଶାର ଦ୍ୱିତୀୟ ଜଗନ୍ନାଥ ମନ୍ଦିର ଭାବେ ପ୍ରତିଷ୍ଠା ଲାଭ କରିଥିବା ବେଳେ ରାଜ୍ୟ ସରକାର ଅନ୍ୟ ସ୍ଥାନରେ ହେଉଥିବା ରଥଯାତ୍ରା ନିମନ୍ତେ ଅଧିକ ଅର୍ଥ ପ୍ରଦାନ କରୁଥିବା ବେଳେ ରଣପୁରକୁ ସ୍ୱଳ୍ପ ଅନୁଦାନ ଦେଉଥିବାରୁ କ୍ଷୋଭ ପ୍ରକାଶ ପାଇଥିଲା । ଗତ ୨ ବର୍ଷ ତଳେ ପୂର୍ବତନ ବିଧାୟକ ରବି ମହାପାତ୍ରଙ୍କ ଉଦ୍ୟମରେ ରଥଯାତ୍ରା ନିମନ୍ତେ ୩ ଲକ୍ଷ ଟଙ୍କା ଅନୁଦାନ ମିଳିଥିଲା ବୋଲି ମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଥିଲା । ସେହିପରି ମନ୍ଦିର ପ୍ରଶାସନ ରଥଯାତ୍ରା ସମ୍ପର୍କରେ ପ୍ରଚାର ପ୍ରସାର ପାଇଁ ସାମ୍ବାଦିକମାନଙ୍କୁ ଦାୟିତ୍ୱ ଦେଇଥିବା ବେଳେ ସାମ୍ବାଦିକମାନଙ୍କୁ ମନ୍ଦିର ଭିତରକୁ ଯାଇ ଫଟୋ ଉଠାଇବା, ଭିଜୁଆଲ ସଂଗ୍ରହ ନିମନ୍ତେ ଅନୁମତି ନ ଥିବାରୁ ବୈଠକରେ ସାମ୍ବାଦିକମାନେ କ୍ଷୋଭ ପ୍ରକାଶ କରିଥିଲେ ।

ରଥଯାତ୍ରା ପାଇଁ ପୂର୍ବଭଳି ସମସ୍ତ କମିଟ୍ ଗଠନ କରାଯିବା ସହ ସମସ୍ତ ନୀତି ନିର୍ଘଂଟ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଡିଓ ପଚାନନ ପଟ୍ଟାୟତ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକାରୀ ବୈଦ୍ୟନାଥ ନନ୍ଦ, ବିଜ୍ଞାପିତ ଅଂଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ତାପସ ବିଶି, ଅଗ୍ନିଶମ ବିଭାଗ ଅଧିକାରୀ ସରୋଜ କୁମାର ଦାସ, ପୂର୍ତ ବିଭାଗ ଯନ୍ତ୍ରୀ ଦୟାନିଧି ରାୟଗୁରୁ, ବିଜ୍ଞାପିତ ଅଚଂଳ ପରିଷଦର ପୂର୍ବତନ ଉପାଧ୍ୟକ୍ଷ ପ୍ରିୟବ୍ରତ ପ୍ରହରାଜ, ଖାଉଟି ଫୋରମ ଅଧ୍ୟକ୍ଷ ନାରାୟଣ ମହାପାତ୍ର, ବରିଷ୍ଟ ଆଇନିଜୀବୀ ଦିଲୀପ କୁମାର ନନ୍ଦ, ସୁରେଶ ମିଶ୍ର, ବିରଂଚି ତ୍ରିପାଠୀ, ନବକିଶୋର ରାୟ, ପୂର୍ଣ୍ଣଚନ୍ଦ୍ର ନାୟକ, ଡଃ ପ୍ରଶାନ୍ତ କୁମାର ମିଶ୍ରଙ୍କ ସହ ମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟ, ସେବାୟତ, ସାମ୍ବାଦିକ ଉପସ୍ଥିତ ଥିଲେ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version